ମହାରାଷ୍ଟ୍ର ହସ୍ପିଟାଲ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଲୋକଙ୍କ ସମ୍ପର୍କୀୟଙ୍କ ପାଇଁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଜେ ବି ଏନ, ୧୧/୦୧/୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ଭଣ୍ଡାରାସ୍ଥିତ ହସ୍ପିଟାଲରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରିବା ଲାଗି ମଞ୍ଜୁର କରିଛନ୍ତି । ଏହି ଅଗ୍ନିକାଣ୍ଡରେ ଗୁରୁତର ଭାବେ ଆହତ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ 50 ହଜାର ଟଙ୍କା ଲେଖାଏଁ ପ୍ରଦାନ କରିବାକୁ ମଧ୍ୟ ସେ ଅନୁମୋଦନ କରିଛନ୍ତି ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-25-scaled.jpg)

