Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ନାଲ୍‌କୋର ୯ମ ଥଇଥାନ ଓ ପାରିପାର୍ଶୀକ ଉନ୍ନୟନ ପରାମର୍ଶଦାତା କମିଟି ( ଆର ପିଡି ଏସି ) ବୈଠକ ଅନୁଷ୍ଠିତ । - Jagrat Bharat News

ନାଲ୍‌କୋର ୯ମ ଥଇଥାନ ଓ ପାରିପାର୍ଶୀକ ଉନ୍ନୟନ ପରାମର୍ଶଦାତା କମିଟି ( ଆର ପିଡି ଏସି ) ବୈଠକ ଅନୁଷ୍ଠିତ ।


 

ନାଲ୍‌କୋର ୯ମ ଥଇଥାନ ଓ ପାରିପାର୍ଶୀକ ଉନ୍ନୟନ ପରାମର୍ଶଦାତା କମିଟି ( ଆର ପିଡି ଏସି ) ବୈଠକ ଅନୁଷ୍ଠିତ ।

(ଜେ ବି ଏନ /ସୁଶିଲ କୁମାର) ୧୨/୦୧ /୨୦୨୧ ଅନୁଗୋଳ : ନାଲ୍‌କୋ ଦ୍ବାରା ବିସ୍ଥାପିତ ହୋଇଥିବା ପରିବାର ଗୁଡିକର ପୁନର୍ବାସ ଓ ଥଇଥାନ ନିମନ୍ତେ ଆଜି ଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଉତ୍ତରାଞ୍ଚଳ ରାଜସ୍ବ କମିଶନର ତଥା ଆରପିଡିଏସି ର ଅଧ୍ୟକ୍ଷ ଶ୍ରୀ ନିରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଆରପିଡିଏସି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଢେଙ୍କାନାଳ ସାସଂଦ ଶ୍ରୀ ମହେଶ ସାହୁ , ତାଳଚେର ବିଧାୟକ ଶ୍ରୀ ବ୍ରଜ କିଶୋର ପ୍ରଧାନ , ଛେଣ୍ଡିପଦା ବିଧାୟକ ଶ୍ରୀ ସୁଶାନ୍ତ କୁମାର ବେହେରା , ସମ୍ବଲପୁର ସଂସାଦ ପ୍ରତିନିଧି ଶ୍ରୀ ଅଗସ୍ତି ବେହେରା , ଅନୁଗୋଳ ବିଧାୟକ ତଥା ବିଧାନସଭା ଉପ – ବାଚସ୍ପତିଙ୍କ ପ୍ରତିନିଧି ଶ୍ରୀ ବାଉରୀବନ୍ଧୁ ସାହୁ , ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ବାସନ୍ତୀ କିଷାନ , ନାଲ୍‌କୋର ସିଏସଡି ଶ୍ରୀ ଶ୍ରୀଧର ପାତ୍ର , ଆରକ୍ଷୀ ଅଧ୍ୟକ୍ଷକ ଶ୍ରୀ ଜଗମୋହନ ମୀନା ପ୍ରମୁଖ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସମସ୍ତଙ୍କୁ ସ୍ବାଗତ ଜଣାଇବା ସହ ବୈଠକର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥଲେ ।

ନାଲ୍‌କୋ ଦ୍ବାରା ବିସ୍ଥାପିତ ହୋଇଥିବା ପରିବାରର ଏସଏପି ଓ ଏଲଏପି ମାନକ ନିମନ୍ତେ ଏକ ଆକର୍ଷଣୀୟ ପ୍ୟାକେଜ ପ୍ରସ୍ତୁତ କରି ସେମାନଙ୍କୁ ପୁନର୍ବାସ ଓ ଥଇଥାନ ଯୋଗାଇ ଦେବା ଉପରେ ରାଜସ୍ବ କମିଶନର ପରାମର୍ଶ ଦେଇଥିଲେ । ପୁର୍ବରୁ ନିଦ୍ଧାରଣ ହୋଇଥିବା କ୍ଷତିପୁରଣ ରାଶି ଅତି କମରେ ୫ ଲକ୍ଷକୁ ବୃଦ୍ଧି କରି ୨୫ ଲକ୍ଷ ଟଙ୍କା କରିବାକୁ ରାଜସ୍ବ କମିଶନର ପ୍ରସ୍ତାବ ରଖିଥିଲେ । ଜଣେ ଓଡିଆ ଭାବେ ନାଲ୍‌କୋର ବିସ୍ଥାପିତ ପରିବାର ମାନକର ଯେତେ ସମସ୍ୟା ରହିଛି ସେଗୁଡିକୁ ମୁଁ ମୋର ନିଜର ସାଧ୍ୟମରେ ସମାଧାନ କରିବାକୁ ଚେଷ୍ଟା କରିବି ବୋଲି ସିଏସଡି ପ୍ରକାଶ କରିଥିଲେ । ବୈଠକରେ ଊପସ୍ଥିତ ଲୋକପ୍ରତିନିଧି ମାନେ ନାଲକୋର ୯୧ଜଣ ଏସଏପି ଓ ୧୯୮ ଜଣ ଏଲଏପି ଙ୍କୁ ତୁରନ୍ତ ଥଇଥାନ କରିବାକୁ ପ୍ରସ୍ତାବ ଉପସ୍ଥାପନ କରିଥିଲେ । ବିସ୍ଥାପିତ ପରିବାରର ୩ ଜଣ ମୃତଙ୍କକ ନିକଟ ସମ୍ପର୍କୀୟଙ୍କୁ ତୁରନ୍ତ ଥଇଥାନ କରିବାକୁ ସଦସ୍ୟମାନେ ପରାମର୍ଶ ଦେଇଥଲେ ।

ନାଲ୍‌କୋର ରାଜ୍ୟ ପାଇଁ ଥିବା ସିଏସଆର ବଜେଟରୁ ଜିଲ୍ଲା ପାଇଁ ୪୦ ପ୍ରତିଶତ ଅର୍ଥ ଜିଲ୍ଲା ପ୍ରଶାସନକୁ ପ୍ରଦାନ କରାଯିବ ବୋଲି ସିଏସଡି ଘୋଷଣା କରିଥିଲେ । ଏହି ବୈଠକରେ ପାଉଁଶ ନ ଉଡିବାର ସଠିକ୍ ପରିଚାଳନା , ପାରିପାର୍ଶିକ ଉନ୍ନୟନରେ ସ୍ବାସ୍ଥ୍ୟ ସେବା ଯୋଗାଇଦେବା ଓ ପାନୀୟ ଜଳ ଯୋଗାଣ ସହ ଟ୍ରକ୍ ଯୋଗେ ମାଲ ପରିବହନରେ ଉପୁଜୁଥିବା ସମସ୍ୟା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତପନ କୁମାର ଶତପଥୀ , ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ ) ଶ୍ରୀ ସନ୍ତୋଷ କୁମାର ପ୍ରଧାନ , ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ବାସୁଦେବ ଶତପଥୀ , ତାଳଚେର ଉପଜିଲ୍ଲାପାଳ ଶ୍ରୀ ରଜନୀ କାନ୍ତ ସ୍ୱାଇଁ , ଭୁ – ଅର୍ଜନ ଅଧିକାରି ଶ୍ରୀ ସୁବ୍ରତ କୁମାର ବେହେରାଙ୍କ ସମେତ ବିଭିନ୍ନ ପଞ୍ଚାୟତ ସମିତିର ଅଧ୍ୟକ୍ଷ ଅଧ୍ୟକ୍ଷା , ସ୍ୱେଚ୍ଛାସେବୀ , ବିସ୍ଥାପିତ ପରିବାରର ପ୍ରତିନିଧି , ବିଭିନ୍ନ ବିଭାଗର ଅଧିକାରୀ ଓ ନାଲକୋର କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech