Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ଜିଲ୍ଲା ସ୍ତରୀୟ କୃଷି ମେଳା ଓ ପୁଷ୍ପ ପ୍ରଦର୍ଶନୀ ଉଦ୍‌ଘାଟିତ - Jagrat Bharat News

ଜିଲ୍ଲା ସ୍ତରୀୟ କୃଷି ମେଳା ଓ ପୁଷ୍ପ ପ୍ରଦର୍ଶନୀ ଉଦ୍‌ଘାଟିତ 

ଜିଲ୍ଲା ସ୍ତରୀୟ କୃଷି ମେଳା ଓ ପୁଷ୍ପ ପ୍ରଦର୍ଶନୀ ଉଦ୍‌ଘାଟିତ 

 

ଜେ ବି ଏନ, ୦୧/୦୨ /୨୦୨୧, (ରିପୋର୍ଟ, ଅନୁଗୋଳ : କୃଷି ଓ ଏହାର ଆନୁସଂଗୀକ । କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି ନିମନ୍ତେ ଆଜି ପୂର୍ବାହ୍ନରେ ଅନୁଗୋଳ ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ କୃଷି ମେଳୀ ଓ ପୁଷ୍ପ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଛି । ଏହି ପ୍ରଦର୍ଶନୀକୁ ଛେଣ୍ଡିପଦା ବିଧାୟକ ଶ୍ରୀ ସୁଶାନ୍ତ କୁମାର ବେହେରା ମୁଖ୍ୟ ଅତିଥ ଭାବେ ଉଦଘାଟନ କରିବା ସହ କୃଷକମାନଂକର ତ୍ୟାଗ ଓ ଉସୂର୍ଗୀକୃତ କାର୍ଯ୍ୟର ସୁଫଳ ଆମେମାନେ ଯେପରି ପାଉଛି ସେହିପରି ଭାବରେ ସେମାନଂକର କଲ୍ୟାଣ ନିମନ୍ତେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କୃଷିଭିତ୍ତକ ଯୋଜନାକୁ ସଫଳତାର ସହିତ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ବାରୋପ କରିଥିଲେ ସରକାରଂକ ଆଧୁନିକ ପ୍ରଣାଳୀ , ବୈଷୟିକ ଜ୍ଞାନ କୌଶଳ , ପ୍ରଶିକ୍ଷଣ ଓ ପ୍ରୋସୂହନ ଯୋଗୁଁ ଆଜି କୃଷକମାନେ ବିଶେଷ ଉପକୃତ ହୋଇପାରୁଛନ୍ତି ବୋଲି ମୁଖ୍ୟ ଅତିଥୁ ମତବ୍ୟକ୍ତ କରିଥିଲେ । ପାଳଲହଡା ବିଧାୟକ ଶ୍ରୀ ମୁକେଶ କୁମାର ପାଲ ସମ୍ମାନୀତ ଅତି ଭାବେ ଯୋଗ ଦେଇ ତୃଣମୁଳ ସ୍ତରରେ ବିଭିନ୍ନ କୃଷିଭିତ୍ତକ ଯୋଜନାଗୁଡିକୁ ଚାଷୀମାନଂକ ନିକଟରେ ପହଂଚାଇପାରିଲେ ଏହାର ସୁଫଳ ଆମେ ସମସ୍ତେ ପାଇପାରିବା ବୋଲି ମତବ୍ୟକ୍ତ କରିଥିଲେ । କୃଷି ଓ ଏହାର ଆନୁସଂଗୀକ ବିଭାଗରେ ଉପଲବଧବୈଷୟିକ ଜ୍ଞାନ ଓ କୌଶଳ ପଦ୍ଧତିର ସଦୁପଯୋଗ କରି ଚାଷୀମାନଂକ ବ୍ୟବହାରରେ ଏହାକୁ ଲଗାଇବା ଉପରେ ସମ୍ମାନୀତ ଅତିଥୁ ଭାବେ ଯୋଗ ଦେଇଥିବା ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ଗୁରୁତ୍ବାରୋପ କରିଥିଲେ କୃଷକମାନଂକୁ ବିଭିନ୍ନ କୃଷି ପଦ୍ଧତି ସମ୍ପର୍କରେ ସଚେତନ କରାଯିବା ନିମନ୍ତେ ଏହି ମେଳା ଆୟୋଜନ କରାଯାଇଛି ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ । ଅନ୍ୟତମ ସମ୍ମାନିତ ଅତିଥୀ ଭାବେ ଆରକ୍ଷୀ ଅଧ୍ୟକ୍ଷକ ଶ୍ରୀ ଜଗମୋହନ ମୀନା ଓ ଢେକାନାଳ ସାଂସଦଙ୍କ ପ୍ରତିନିଧୂ ଶ୍ରୀ ଭକ୍ତିପ୍ରସାଦ ଦାସ ପ୍ରମୁଖ ଯୋଗ ଦେଇଥିଲେ । ମୁଖ୍ୟ ଜିଲ୍ଲା କୃଷି ଅଧୁକାରୀ ଶ୍ରୀ ଦେବରାଜ ମହାନ୍ତି ସମକୁ ଧନ୍ୟବାଦ ଦେଇଥିଲେ । ଉଦଘାଟନ ପରେ ଅତିଥୁମାନେ କୃଷି ବିଭାଗ ଓ ଏହାର ଆନୁସଂଗୀକ ବିଭାଗ ଏବଂ ବିଭିନ୍ନ ଶିଳ୍ପ ସଂସ୍ଥା ଦ୍ୱାରା ଖୋଲାଯାଇଥୁବା ପ୍ରଦର୍ଶନୀ ମଣ୍ଡପ ଓ ଉଦ୍ୟାନ କୃଷି ବିଭାଗ ଦ୍ୱାରା ଆୟୋଜିତ ପୁଷ୍ପ ପ୍ରଦର୍ଶନୀକୁ ପରିଦର୍ଶନ କରିଥୁଲେ ।

ଏହି ପ୍ରଦର୍ଶନୀରେ ଭାଗ ନେଇଥିବା କୃଷି ବିଭାଗ ସମେତ ମିଲେଟ୍ ମିଶନ୍ , ଜାତୀୟ ଉଦ୍ୟାନ କୃଷି , ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା , ଜଳ ବିଭାଜିକା , ପ୍ରାଣୀ ସମ୍ପଦ ବିଭାଗ , ଜିଲ୍ଲା ମତ୍ସ୍ୟ ବିଭାଗ ଓ କୃଷି ବିଜ୍ଞାନ କେନ୍ଦ୍ର ଦ୍ଵାରା ୩୬ଟି ପ୍ରଦର୍ଶନୀ ମଣ୍ଡପ ଖୋଲାଯାଇଛି । ଏହାଛଡା ଏହି ପ୍ରଦର୍ଶନୀରେ ୧୩ଟି କୃଷି ଓ ଆନୁସଂଗୀକ ସରକାରୀ ବିଭାଗ ସହିତ ନାଲ୍‌କୋ , ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ , ସ୍ଥାନୀୟ କୃଷି ଯନ୍ତ୍ରପାତି ଡିଲର ଶାନ୍ତି ଏଜେସି , ପ୍ରାଇଭେଟ ନର୍ସରୀ ଯୋଗ ଦେଇଥିଲେ । କୃଷି ବିଭାଗରେ ପ୍ରଦର୍ଶିତ ହୋଇଥିବା ପ୍ରମୁଖ ସରକାରୀ ଯୋଜନାଗୁଡିକ ମଧ୍ୟରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା , ଜାତୀୟ ଖାଦ୍ୟ ନିରାପତ୍ତା ମିଶନ୍ , ବଳରାମ ଯୋଜନା , ସୌର ଜଳନିଧି , କୃଷି ଯାନ୍ତ୍ରିକରଣ , ଆମ କୃଷି ଓ କାଳିଆ ପରି ଲୋକପ୍ରିୟ ଯୋଜନାଗୁଡିକର ଫଟୋଚିତ୍ର ଓ ସରକାରୀ ସହାୟତା ସମ୍ପର୍କରେ ତଥ୍ୟ ପ୍ରଦର୍ଶନ କରାଯାଇଥିଲା । ପୁଷ୍ପ ପ୍ରଦର୍ଶନୀରେ ଉଦ୍ୟାନ କୃଷି ବିଭାଗ ସମେତ ଜେ ଏସ୍ ପି ଏଲ୍ , ନାଲ୍‌କୋ , ବିଜୁ ନର୍ସରୀ , ଚନ୍ଦନ ନର୍ସରୀ , ରାକୁ ନର୍ସରୀ , ହାଇଟେକ୍ ନର୍ସରୀ ଓ ଆଗ୍ରହୀ ଫୁଲ ଚାଷୀ ଡ.ଦେବାଶିଷ ପ୍ରଧାନ ଓ ବିଭିନ୍ନ ଫୁଲ ଚାଷ ଅଂଶଗ୍ରହଣ କରିଥିଲେ । ୨ ଦିନିଆ ଏହି ପ୍ରଦର୍ଶନୀରେ ଓଡିଶା ଜୀବିକା ମିଶନ୍ ତରଫରୁ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀମାନଙ୍କୁ ମୋ ଉପକାରୀ ବଗିଚାର ଆବଶ୍ୟକ ନିର୍ମାଣ ଓ ତାର ଉପକାରିତା

ସମ୍ଵନ୍ଧରେ ମଡେଲ ପ୍ରସ୍ତୁତ କରାଯାଇ ପ୍ରଦର୍ଶନର ବ୍ୟବସ୍ଥା କରାଯାଇଅଛି । ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ଛତୁ ଚାଷ , ପନିପରିବା ଚାଷ ଓ ଅନ୍ୟାନ୍ୟ ସାମଗ୍ରୀ ପ୍ରସ୍ତୁତ କରିବା ପାଇଁ ଯୁବା ସମସ୍ତ ସହାୟତାର ତଥ୍ୟ ଏହି ପ୍ରଦର୍ଶନୀରେ ପ୍ରଦର୍ଶିତ କରାଯାଇଅଛି । ଏହି ପ୍ରଦର୍ଶନୀରେ ୟୁକୋ ବ୍ୟାଙ୍କ , ଆଇ ସି ଆଇ ସି ଆଇ ବ୍ୟାକ ଓ ଆର ସେଟି ଏହି ପ୍ରଦର୍ଶନୀରେ ଅଂଶଗ୍ରହଣ କରି ଚାଷୀମାନଂକୁ ଋଣ ସହାୟତା ସମ୍ବନ୍ଧୀୟ ତଥ୍ୟ ପ୍ରଦାନ କରିଛନ୍ତି । ଏହି ପ୍ରଦର୍ଶନୀ ଆୟୋଜନରେ ଉପ ନିର୍ଦ୍ଦେଶକ ( ଉଦ୍ୟାନ ବିଭାଗ ) ଶ୍ରୀ ପଦ୍ମଲୋଚନ ଦାସ , ଜଳବିଭାଜିକାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଶିବ ପ୍ରସାଦ ପାଢୀ , ମୁଖ୍ୟ ଜିଲ୍ଲା ପଶୁ ସମ୍ପଦ ଅଧୁକାରୀ ଶ୍ରୀ ରଂଜିତ ଦାସ ଓ ଜିଲ୍ଲା ମତ୍ସ୍ୟ ଅଧିକାରୀ ଶ୍ରୀ ପ୍ରତାପ ଏକ୍କା ଆବଶ୍ୟକ ସହଯୋଗ କରିଥିଲେ । ସହକାରୀ କୃଷି ଯନ୍ତ୍ରୀ ବନସ୍ମିତା ବେହେରା ଏହି ପ୍ରଦର୍ଶନୀ ନିମନ୍ତେ ଆୟୋଜିତ ସଭା କାର୍ଯ୍ୟରେ ମଂଚ ପରିଚାଳନା କରିଥିଲ । ଏହି ପ୍ରଦର୍ଶନୀରେ କୃଷି ବିଭାଗ ସମେତ ଅନ୍ୟାନ୍ୟ ଆନୁସଂଗୀକ ବିଭାଗର କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech