Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ମାର୍ଚ୍ଚରୁ ଅନ୍‌ଲାଇନ୍‌ରେ ଟିସି ଓ କଣ୍ଡକ୍ଟ ସାଟିଫିକେଟ୍ - Jagrat Bharat News

ମାର୍ଚ୍ଚରୁ ଅନ୍‌ଲାଇନ୍‌ରେ ଟିସି ଓ କଣ୍ଡକ୍ଟ ସାଟିଫିକେଟ୍

ମାର୍ଚ୍ଚରୁ ଅନ୍‌ଲାଇନ୍‌ରେ ଟିସି ଓ କଣ୍ଡକ୍ଟ ସାଟିଫିକେଟ୍

 

ଜେ ବି ଏନ, ୧୭/୦୨ /୨୦୨୧, (ରିପୋର୍ଟ, ପ୍ରଦୀପ କୁମାର କାଣ୍ଡି), ଭୁବନେଶ୍ବର : ଭୁବନେଶ୍ବର : ରାଜ୍ୟରେ ଥିବା ସରକାରୀ ସ୍କୁଲରେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆଣିବା ସହ ଗୁଣାତ୍ମକ ଶିକ୍ଷା ଦେବାକୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସଂସ୍କାର ଓ ନୂଆ ଯୋଜନା କରାଯାଇଛି । ଏଣିକି ଛାତ୍ରଛାତ୍ରୀଙ୍କୁ ଅନ୍‌ଲାଇନ୍‌ରେ ମିଳିବ ଟ୍ରାନ୍ସଫର ସାର୍ଟିଫିକେଟ ( ଟିସି ) ଓ କଣ୍ଡକୁ ସାର୍ଟିଫିକେଟ ( ସିସି ) । ମାର୍ଚ୍ଚରୁ ୨୦ଟି କ୍ଷେତ୍ରରେ ଅନ୍‌ଲାଇନ୍ ସୁବିଧା ପ୍ରଦାନ କରାଯିବ । ଏଣିକି ପଞ୍ଚାୟତରରେ ଥିବା ଜନସେବା କେନ୍ଦ୍ରରେ ମିଳିବ ଟିସି ଓ କଣ୍ଡକ୍ଟ ସାର୍ଟିଫିକେଟ୍ । ଛାତ୍ରଛାତ୍ରୀ ସହଜରେ ଜନସେବା କେନ୍ଦ୍ରରେ ଆବେଦନ କରିବା ସହ ଏହାର ସୁଫଳ ପାଇପାରିବେ । ସେହିପରି ବିଦ୍ୟାଳୟ ଭିତ୍ତିଭୂମିର ବିକାଶ , ଶିକ୍ଷକ ଓ ଅଭିଭାବକଙ୍କ ମଧ୍ୟରେ ସମ୍ପର୍କ ସ୍ଥାପନା ଭଳି ବିବିଧ ପଦକ୍ଷେପ ନିଆଯାଇଛି ।

 

ସୂଚନା ଅନୁଯାୟୀ ଓକାକ୍ ଓ ଏଆଇସି ସହ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମିଳିତ ସହଭାଗିତାରେ ବିଭିନ୍ନ ସେବାକୁ ଅନ୍‌ଲାଇନ୍‌ରେ ପ୍ରଦାନ କରିବାକୁ ଗୁରୁତ୍ବ ଦିଆଯାଇଛି । ମୁଖ୍ୟତଃ ପ୍ରଥମ ପର୍ଯ୍ୟାୟରେ ନବମ , ଦଶମି , ଏକାଦଶ ( + ୨ ପ୍ରଥମ ବର୍ଷ ) ଏବଂ ଦ୍ବାଦଶ ( ଯୁକ୍ତ ଦୁଇ ଦ୍ବିତୀୟ ବର୍ଷ ) ଛାତ୍ରଛାତ୍ରୀ ସେମାନଙ୍କ ଟିସି ଓ ସିସି ଅନ୍‌ଲାଇନ୍‌ରେ ପାଇବେ । ଏହି ସେବା ପାଇଁ ସମସ୍ତ ପ୍ରସ୍ତୁତି ସରିଛି । ଆସନ୍ତା ମାର୍ଚ୍ଚରୁ ଏହାକୁ କାର୍ଯ୍ୟକ୍ଷମ କରିବା ପାଇଁ ଲକ୍ଷ୍ୟଧାର୍ଯ୍ୟ ହୋଇଛି । ପରବର୍ତ୍ତୀ ପର୍ଯ୍ୟାୟରେ ଅନ୍ୟ ଶ୍ରେଣୀଗୁଡ଼ିକର ସାର୍ଟିଫିକେଟ୍ ପ୍ରଦାନ ନେଇ ଯୋଜନା କରାଯିବ । ଟିସି ଓ ସିସି ସମେତ ମୋଟ ବିଭାଗର ୨୦ ସେବା ଅନ୍‌ଲାଇନ୍‌ରେ ମିଳିବ । ପଞ୍ଚାୟତସ୍ତରରେ ଥିବା ଜନସେବା କେନ୍ଦ୍ରରେ ଛାତ୍ରଛାତ୍ରୀ ଏହି ସେବା ପାଇପାରିବେ । ଦୂରରେ ଥିବା ବିଦ୍ୟାଳୟ ଓ କନିଷ୍ଠ ମହାବିଦ୍ୟାଳୟ ନଯାଇ ଘର ପାଖରେ ଥିବା ଜନସେବା କେନ୍ଦ୍ରରେ ଏହି ସେବା ପାଇପାରିବେ ।

 

ସେହିପରି ଛାତ୍ରଛାତ୍ରୀଙ୍କୁ ସ୍ପୋକନ୍ ଇଂଲିଶ ବିଭାଗ ଗୁରୁତ୍ବ ଦେଇଛି । ରାଜ୍ୟର ସମସ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଇଂରାଜୀ ବିଷୟର ଶିକ୍ଷକଶିକ୍ଷୟିତ୍ରୀଙ୍କୁ ଏଣିକି ଗ୍ରୀଷ୍ମ ଅବକାଶରେ ସ୍ଵତନ୍ତ୍ର ପ୍ରଶିକ୍ଷଣ ଦିଆଯିବ । ମେ ୧୫ରୁ ଜୁନ୍ ୧୫ ପର୍ଯ୍ୟନ୍ତ ମାସକ ପାଇଁ ଏହି ପ୍ରଶିକ୍ଷଣ ଦିଆଯିବ । ଜିଲା ମୁଖ୍ୟାଳୟରେ ଅଭିଜ୍ଞ ପ୍ରଶିକ୍ଷକ ଶିକ୍ଷକଶିକ୍ଷୟିତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ପ୍ରଶିକ୍ଷଣ ଦେବେ । ଏହାଦ୍ଵାରା ଶିକ୍ଷକମାନେ ବିଦ୍ୟାଳୟ ସ୍ତରରେ ବିଦ୍ୟାର୍ଥୀଙ୍କୁ ଝୋକନ୍ ଇଂଲିଶ ପାଇଁ ପ୍ରଶିକ୍ଷଣ ଦେବେ । ଅନ୍ୟପକ୍ଷରେ ସ୍କୁଲ ଭିତ୍ତିଭୂମି ବିକାଶରେ ଯେଭଳି ଅର୍ଥ ବାଧକ ନସାଜିବ ତାକୁ ରାଜ୍ୟ ସରକାର ପ୍ରାଧାନ୍ୟ ଦେଇଛନ୍ତି । ଏହାକୁ ଦୃଷ୍ଟିରେ ରଖୁ ବିଦ୍ୟାଳୟର ସାମଗ୍ରିକ ବିକାଶ କ୍ଷେତ୍ରରେ ଏଣିକି ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ( ମନରେଗା ) ପାଣ୍ଠିକୁ ବିନିଯୋଗ କରାଯାଇପାରିବ । ସୋନପୁର ଜିଲାର ସମଲେଇ ଚୁଆ ସ୍କୁଲର ଭିତ୍ତିଭୂମି ବିକାଶ ସହ ବଗିଚା ଏହି ପାଣ୍ଠି ବ୍ୟବହାର କରି ସଫଳତା ପାଇବା ପରେ ରାଜ୍ୟ ସରକାର ଏଭଳି ଯୋଜନା କରିଛନ୍ତି । ଏଣିକି ମୋ ’ ସ୍କୁଲ ପାଣ୍ଡି ସହ ଅର୍ଥ କମିସନ୍ ଓ ମନରେଗା ପାଣ୍ଠି ବିନିଯୋଗ କରି ଚାରାରୋପଣ , ବଗିଚା ସୃଷ୍ଟି ପାଚେରି ନିର୍ମାଣ ଭଳି ଭିତ୍ତିଭୂମି ବିକାଶ କାର୍ଯ୍ୟ କରିପାରିବେ । ତେବେ ଏନେଇ ସ୍ଥାନୀୟ ବ୍ଳକ୍ ଉନ୍ନୟନ ଅଧୁକାରୀ ( ବିଡିଓ ) ପ୍ରକଳ୍ପ ପାଇଁ ଅନୁମତି ଦେବେ ।

 

 

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech