ଓଡିଆ ବିଶ୍ବ ବିଦ୍ୟାଳୟ ଡିଜାଇନ୍ ଅନୁମୋଦିତ

ଜେ ବି ଏନ, ୨୪/୦୨ /୨୦୨୧, (ରିପୋର୍ଟ, ସୁଶୀଲ କୁମାର), ଭୁବନେଶ୍ବର : ପୁରୀ ସତ୍ୟବାଦୀରେ ପ୍ରସ୍ତାବିତ ଓଡ଼ିଆ ଭାଷା ବିଶ୍ବବିଦ୍ୟାଳୟ ପାଇଁ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ଡିଜାଇନକୁ ଆଜି ମଙ୍ଗଳବାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହାକୁ ସତ୍ୟବାଦୀ ବକୁଳ ବନ ବିଦ୍ୟାଳୟ ଢାଞ୍ଚାରେ ପ୍ରସ୍ତୁତ କରାଯାଇଛି । ଏଠାରେ ଶାନ୍ତ , ସ୍ନିଗ୍ଧ ବାତାବରଣ ମଧ୍ୟରେ ଶିକ୍ଷାଦାନ ପାଇଁ ଲକ୍ଷ୍ୟ ରଖାଯାଇଛି ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-15-scaled.jpg)