Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ଔଷଧ କ୍ଷେତ୍ର ପାଇଁ ପିଏଲ୍‍ଆଇ ସ୍କିମ୍‍ ଲାଗୁ କରିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ - Jagrat Bharat News

ଔଷଧ କ୍ଷେତ୍ର ପାଇଁ ପିଏଲ୍‍ଆଇ ସ୍କିମ୍‍ ଲାଗୁ କରିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

ଔଷଧ କ୍ଷେତ୍ର ପାଇଁ ପିଏଲ୍‍ଆଇ ସ୍କିମ୍‍ ଲାଗୁ କରିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

 

 

 

ଜେ ବି ଏନ, ୨୪/୦୨ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଔଷଧପତ୍ର କ୍ଷେତ୍ର ବା ଫାର୍ମାସ୍ୟୁଟିକାଲ ଉଦ୍ୟୋଗକୁ ଉତ୍ପାଦନଭିତ୍ତିକ ପ୍ରୋତ୍ସାହନ ଯୋଜନା ବା ପିଏଲ୍‍ଆଇ ଯୋଗାଇଦେବା ସଂକ୍ରାନ୍ତ ପ୍ରସ୍ତାବ ଅନୁମୋଦନ ଲାଭ କରିଛି । ୨୦୨୦-୨୧ ଆର୍ଥିକ ବର୍ଷରୁ ୨୦୨୮-୨୯ ବର୍ଷ ଯାଏଁ ଏହା ଲାଗୁ କରାଯିବ ।

 

ଏହି ଯୋଜନା ଦ୍ୱାରା ଘରୋଇ ଉତ୍ପାଦକ ବିଶେଷ ଉପକୃତ ହେବେ । ଏହାଦ୍ୱାରା ନିଯୁକ୍ତି ସୁବିଧା ସୃଷ୍ଟି ହେବା ସହ ଦେଶର ଖାଉଟିଙ୍କ ପାଇଁ ବିଭିନ୍ନ ପ୍ରକାର ଔଷଧପତ୍ର ସୁଲଭ ମୂଲ୍ୟରେ ଯୋଗାଇ ଦେଇହେବ ।

 

ଏହି ଯୋଜନା ମାଧ୍ୟମରେ ଦେଶରେ ଉଚ୍ଚମୂଲ୍ୟର ଔଷଧୀୟ ସାମଗ୍ରୀ ଉତ୍ପାଦନକୁ ପ୍ରୋତ୍ସାହନ ମିଳିବ ବୋଲି ଆଶା କରାଯାଉଛି । ଏହା ମଧ୍ୟ ଏ କ୍ଷେତ୍ରରେ ରପ୍ତାନୀ ବୃଦ୍ଧିରେ ସହାୟକ ହୋଇପାରିବ । ୨୦୨୨-୨୩ରୁ ୨୦୨୭-୨୮ ମଧ୍ୟରେ ଏହି ଉଦ୍ୟୋଗର କାରବାର ୨,୯୪,୦୦୦ କୋଟି ଟଙ୍କା ହେବା ସହିତ ମୋଟ ରପ୍ତାନୀ ପରିମାଣ ୧,୯୬,୦୦୦ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି ।

 

ଏହି ଯୋଜନାରେ ଉଭୟ କୁଶଳୀ ଓ ଅଣକୁଶଳୀ ଲୋକଙ୍କ ପାଇଁ କର୍ମନିଯୁକ୍ତି ସୃଷ୍ଟି ହୋଇପାରିବ । ଏହାଛଡା ପ୍ରତ୍ୟକ୍ଷଭାବେ ୨୦ ହଜାର ଏବଂ ପରୋକ୍ଷରେ ୮୦ ହଜାର ଲୋକ ଏହି ଉଦ୍ୟୋଗରେ ନିଯୁକ୍ତି ପାଇବାର ସୁଯୋଗ ପାଇବେ । ଏହି ଭେଷଜ ଉଦ୍ୟୋଗର ବିକାଶ ସହିତ ଭାରତ ଏ କ୍ଷେତ୍ରରେ ଆତ୍ମନିର୍ଭର ହୋଇପାରିବ । ଭାରତରେ ଏଭଳି କିଛି ବ୍ୟାଧି ରହିଛି ଯାହାର ଚିକିତ୍ସା ଅତ୍ୟନ୍ତ ଜଟିଳ ଏବଂ ବ୍ୟୟବହୁଳ । ସରକାରୀ ସହାୟତା ବିନା ଏସବୁର ଚିକିତ୍ସା ସମ୍ଭବ ହୁଏ ନାହିଁ । ରୋଜଗାର ନ ଥିବା ଲୋକଙ୍କୁ ରୋଗରୁ ରକ୍ଷା କରିବା ପାଇଁ ଏସବୁ ବ୍ୟୟବହୁଳ ଔଷଧ ଉତ୍ପାଦନ ପାଇଁ ଏହି ଯୋଜନାରେ ଗୁରୁତ୍ୱ ଦିଆଯିବ । ଏହା ଫଳରେ ଭାରତରେ ବହୁ ଲୋକ ଉପକୃତ ହେବେ । ଏହି ଯୋଜନା ଫଳରେ ଭାରତୀୟ ଔଷଧ ଉଦ୍ୟୋଗରେ ୧୫ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ହେବ ବୋଲି ଆଶା କରାଯାଉଛି । ଭେଷଜ ଉଦ୍ୟୋଗର ସାମଗ୍ରିକ ବିକାଶ ପାଇଁ ମୁଖ୍ୟତଃ ଏହି ଯୋଜନାଟି ଉଦ୍ଦିଷ୍ଟ । ଏହା ଅଧୀନରେ ପୁଞ୍ଜି ନିବେଶ ବଢାଇ ନାନାବିଧ ଔଷଧ ଉତ୍ପାଦନ ବୃଦ୍ଧିର ଲକ୍ଷ୍ୟ ରଖାଯାଇଛି । ଭେଷଜ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବା ସହିତ ରପ୍ତାନୀ ବୃଦ୍ଧି କରିବାକୁ ମଧ୍ୟ ଏଥିରେ ଲକ୍ଷ୍ୟ ରଖାଯାଇଛି ।

 

ପ୍ରୋତ୍ସାହନ ପରିମାଣ

 

ଏହି ଯୋଜନାରେ ମୋଟ ୧୫ ହଜାର କୋଟି ଟଙ୍କାର ପ୍ରୋତ୍ସାହନ ରାଶି ଯୋଗାଇ ଦେବାର ବ୍ୟବସ୍ଥା ରହିଛି । ଏଥିରେ ପ୍ରଶାସନିକ ଖର୍ଚ୍ଚ ଅନ୍ତର୍ଭୁକ୍ତ । ଏହି ପ୍ରୋତ୍ସାହନ ପାଇବା ପାଇଁ ୩ଟି ବର୍ଗ ତିଆରି କରାଯାଇଛି । ୧୧ ହଜାର କୋଟି ଟଙ୍କା ପର୍ଯ୍ୟନ୍ତ ନିବେଶ କରୁଥିବା ଉଦ୍ୟୋଗୀଙ୍କୁ ଗ୍ରୁପ ‘ଏ’ରେ ରଖାଯିବ । ସେହିଭଳି ଗ୍ରୁପ୍‍ ‘ବି’ରେ ୨୨୫୦ କୋଟି ଟଙ୍କା ଏବଂ ଗ୍ରୁପ୍‍ ‘ସି’ରେ ୧୭୫୦ କୋଟି ଟଙ୍କା ନିବେଶ କରୁଥିବା ନିବେଶକ ରହିବେ । ପ୍ରତ୍ୟେକ ଗୋଷ୍ଠୀକୁ ବିଭିନ୍ନ ପ୍ରକାର ଔଷଧପତ୍ର ଉତ୍ପାଦନ କରିବାକୁ ଅନୁମତି ଦିଆଯିବ । ଗୋଟିଏ ବର୍ଗ ଅନ୍ୟ ବର୍ଗକୁ ଆବଣ୍ଟିତ ହୋଇଥିବା ଔଷଧ ଉତ୍ପାଦିତ କରିପାରିବ ନାହିଁ ।

 

 

 

ପ୍ରୋତ୍ସାହନ ବ୍ୟବସ୍ଥା

 

ପ୍ରଥମ ଗ୍ରୁପ ପାଇଁ କ୍ରମବର୍ଦ୍ଧିଷ୍ଣୁ ବିକ୍ରି ଉପରେ ୧୦ ଶତାଂଶ ପ୍ରୋତ୍ସାହନ ରାଶି ପ୍ରଥମ ଓ ଦ୍ୱିତୀୟ ବର୍ଗଙ୍କୁ ୪ ବର୍ଷ ପାଇଁ ମିଳିବ । ପଞ୍ଚମ ବର୍ଷରୁ ଏହା ୮ ଶତାଂଶ ଏବଂ ଷଷ୍ଠ ବର୍ଷରେ ୬ ଶତାଂଶକୁ ହ୍ରାସ ପାଇବ । ସେହିଭଳି ତୃତୀୟ ବର୍ଗଙ୍କ ପାଇଁ ଏହି ପ୍ରୋତ୍ସାହନ ରାଶି ବର୍ଦ୍ଧିଷ୍ଣୁ ବ୍ୟୟ ଉପରେ ପ୍ରଥମ ୪ ବର୍ଷ ପାଇଁ ୫ ଶତାଂଶ, ପଞ୍ଚମ ବର୍ଷ ପାଇଁ ୪ ଶତାଂଶ ଏବଂ ଷଷ୍ଠ ବର୍ଷ ପାଇଁ ୩ ଶତାଂଶ ମିଳିବ ।

 

ପୃଷ୍ଠଭୂମି

 

ସୂଚନାଯୋଗ୍ୟ ଯେ ଭାରତର ଭେଷଜ ଉଦ୍ୟୋଗ ବିଶ୍ୱର ତୃତୀୟ ସର୍ବବୃହତ୍‍ । ଏହାର ଆକାର ୪୦ ବିଲିୟନ ଡଲାର । ଭାରତ ପ୍ରତିବର୍ଷ ୩.୫ ଶତାଂଶ ଔଷଧପତ୍ର ବିଦେଶକୁ ରପ୍ତାନୀ କରେ । ଆମେରିକା, ବ୍ରିଟେନ, ୟୁରୋପୀୟ ସଂଘ ଓ କାନାଡା ସମେତ ମୋଟ ୨୦୦ ଦେଶକୁ ଭାରତ ଔଷଧ ରପ୍ତାନୀ କରିଥାଏ । ଭାରତରେ ଭେଷଜ ଶିଳ୍ପର ବିକାଶ ପାଇଁ ଉତ୍ତମ ଭିତ୍ତିଭୂମି ରହିଛି । ତାହାର ବିକାଶ କରି ଭାରତ ଭେଷଜ ଶିଳ୍ପକୁ ଅଧିକ ଲାଭଦାୟକ କରିବାକୁ ଉଦ୍ୟମ କରୁଛି ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech