Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ଦୈନିକ ନୂତନ କୋଭିଡ ସଂକ୍ରମଣ ବୃଦ୍ଧି ପାଉଥିବା ଏବଂ ଅଧିକ ସକ୍ରିୟ ସଂକ୍ରମଣ କ୍ଷେତ୍ରରେ “ପରୀକ୍ଷା, ଅନୁଧ୍ୟାନ ଏବଂ ଚିକିତ୍ସା” ର ପୂର୍ବ ମୌଳିକ ପଦ୍ଧତୀକୁ ଫେରିବାକୁ ଅନୁରୋଧ - Jagrat Bharat News

ଦୈନିକ ନୂତନ କୋଭିଡ ସଂକ୍ରମଣ ବୃଦ୍ଧି ପାଉଥିବା ଏବଂ ଅଧିକ ସକ୍ରିୟ ସଂକ୍ରମଣ କ୍ଷେତ୍ରରେ “ପରୀକ୍ଷା, ଅନୁଧ୍ୟାନ ଏବଂ ଚିକିତ୍ସା” ର ପୂର୍ବ ମୌଳିକ ପଦ୍ଧତୀକୁ ଫେରିବାକୁ ଅନୁରୋଧ

ଦୈନିକ ନୂତନ କୋଭିଡ ସଂକ୍ରମଣ ବୃଦ୍ଧି ପାଉଥିବା ଏବଂ ଅଧିକ ସକ୍ରିୟ ସଂକ୍ରମଣ କ୍ଷେତ୍ରରେ “ପରୀକ୍ଷା, ଅନୁଧ୍ୟାନ ଏବଂ ଚିକିତ୍ସା” ର ପୂର୍ବ ମୌଳିକ ପଦ୍ଧତୀକୁ ଫେରିବାକୁ ଅନୁରୋଧ

ଅତ୍ୟଧିକ ପ୍ରଭାବିତ ଜିଲ୍ଲାଗୁଡିକରେ ନିର୍ଦ୍ଦିଷ୍ଟ ଜନସଂଖ୍ୟା ବର୍ଗ ପାଇଁ ଟୀକାକରଣକୁ ମିଶନ୍ ମୋଡ୍ ରେ ତ୍ୱରାନ୍ୱିତ କରନ୍ତୁ

 

 

 

 

ଜେ ବି ଏନ, ୦୭/୦୩ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ଶ୍ରୀ ରାଜେଶ ଭୂଷଣ ଏବଂ ଡକ୍ଟର ବିନୋଦ କେ. ପାଲ, ସଦସ୍ୟ (ସ୍ୱାସ୍ଥ୍ୟ), ନୀତି ଆୟୋଗ, ଆଜି ହରିୟାଣା, ଆନ୍ଧ୍ରପ୍ରଦେଶ, ଓଡିଶା, ଗୋଆ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଦିଲ୍ଲୀ ଓ ଚଣ୍ଡିଗଡ଼ର ସ୍ୱାସ୍ଥ୍ୟ ସଚିବ ଏବଂ ଏନଏଚଏମର ଏମ୍.ଡି. ମାନଙ୍କ ସହିତ ଆଲୋଚନା କରିଛନ୍ତି । ସମ୍ପ୍ରତି ଏହି ରାଜ୍ୟଗୁଡିକ ଏବଂ କେନ୍ଦ୍ର ଶାସିତ ଅଞ୍ଚଳରେ ଦୈନିକ ସଂକ୍ରମଣ ଓ ପଜିଟିଭ ସଂଖ୍ୟା ବୃଦ୍ଧି ପାଇଛି। | ଏହି ଆଠଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଦୈନିକ ନୂତନ ସଂକ୍ରମଣର କ୍ରମାଗତ ବୃଦ୍ଧି ଏବଂ ଅଧିକ ସଂଖ୍ୟକ ସକ୍ରିୟ ଆକ୍ରାନ୍ତ ରିପୋର୍ଟ ହେବା ପରେ ସେମାନେ କୋଭିଡ ସଂକ୍ରମଣର ନୀରିକ୍ଷଣ, କଣ୍ଟେନମେଣ୍ଟ ଏବଂ କୋଭିଡ ପରିଚାଳନା ଉପରେ ଚାଲିଥିବା ଜନସ୍ୱାସ୍ଥ୍ୟ ପଦକ୍ଷେପଗୁଡିକର ସମୀକ୍ଷା କରିଥିଲେ।

 

ଏକ ବିସ୍ତୃତ ଉପସ୍ଥାପନାରେ ଦର୍ଶାଯାଇଛି ଯେ ଦିଲ୍ଲୀର 9 ଟି ଜିଲ୍ଲା, ହରିୟାଣାରେ 15ଟି, ଆନ୍ଧ୍ର ପ୍ରଦେଶରେ 10ଟି, ଓଡିଶାରେ 10ଟି, ହିମାଚଳ ପ୍ରଦେଶରେ 9ଟି, ଉତ୍ତରାଖଣ୍ଡରେ 7ଟି, ଗୋଆରେ 2ଟି, ଚଣ୍ଡିଗଡ଼ରେ ଗୋଟିଏ ଜିଲ୍ଲା ଚିନ୍ତାର କାରଣ ପାଲଟିଛି । ଏହି ଜିଲ୍ଲାଗୁଡ଼ିକରେ ଚାଲିଥିବା ମୋଟ ପରୀକ୍ଷଣରେ ହ୍ରାସ, କମ୍ ଆରଟି-ପିସିଆର ପରୀକ୍ଷଣ, ସାପ୍ତାହିକ ପଜିଟିଭ ହାର ବୃଦ୍ଧି ଏବଂ କୋଭିଡ ପଜିଟିଭ ମାମଲା ଗୁଡ଼ିକର କଣ୍ଟାକ୍ଟ ଟ୍ରେସିଂ କମ୍ କରାଯାଉଥିବା ଦେଖାଯାଉଛି । ଏହା ମିଳିତ ଭାବେ ପଡୋଶୀ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳରେ ଅଧିକ ସଂକ୍ରମଣର ବିପଦ ସୃଷ୍ଟି କରିପାରନ୍ତି । ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଜିଲ୍ଲାମାନଙ୍କରେ କୋଭିଡ ସଂକ୍ରମଣର ବିଶ୍ଳେଷଣ କରି ଜଣାଇବାକୁ କୁହାଯାଇଛି।

 

ରାଜ୍ୟମାନଙ୍କୁ ବିଶେଷ ଭାବରେ କୁହାଯାଇଛି :

 

‘ଟେଷ୍ଟ୍ ଟ୍ରାକ୍ ଏବଂ ଟ୍ରିଟ୍’ ର ପ୍ରଭାବଶାଳୀ ରଣନୀତି ଜାରି ରଖନ୍ତୁ ଯାହା ମହାମାରୀ ବୃଦ୍ଧି ରେକିବା ଦିଗରେ ପ୍ରମୁଖ କାର୍ଯ୍ୟ ଥିଲା ।

କମ୍ ପରୀକ୍ଷଣ ରିପୋର୍ଟ କରୁଥିବା ଜିଲ୍ଲାଗୁଡ଼ିକରେ ସାମଗ୍ରିକ ପରୀକ୍ଷଣରେ ଉନ୍ନତି ଆଣନ୍ତୁ।

ଅଧିକ ଆଣ୍ଟିଜେନ୍ ପରୀକ୍ଷଣ ଉପରେ ନିର୍ଭରଶୀଳ ଜିଲ୍ଲାମାନଙ୍କରେ ଆରଟି-ପିସିଆର ପରୀକ୍ଷଣ ହାର ବୃଦ୍ଧି କରନ୍ତୁ ।

ମନୋନୀତ ଜିଲ୍ଲାଗୁଡ଼ିକର ସେହି ଅଞ୍ଚଳଗୁଡିକର ତଦାରଖ ଏବଂ କଣ୍ଟେନମେଣ୍ଟ ଉପରେ ଅଧିକ ଦୃଷ୍ଟି ଦିଅନ୍ତୁ ଯେଉଁଠାରେ କ୍ଲଷ୍ଟର ସଂକ୍ରମଣ ଦେଖିବାକୁ ମିଳୁଛି ।

ସର୍ବନିମ୍ନ 20 ପଜିଟିଭ ଚିହ୍ନଟ କ୍ଷେତ୍ରରେ କଣ୍ଟାକ୍ଟ ଟେସିଂ କରନ୍ତୁ ।

ଅଧିକ ମୃତ୍ୟୁ ଘଟୁଥିବା ଜିଲ୍ଲାଗୁଡ଼ିକରେ କ୍ଲିନିକାଲ୍ ପରିଚାଳନା ଉପରେ ଧ୍ୟାନ ଦିଅନ୍ତୁ।

ସମସ୍ତ ରୋଗୀଙ୍କୁ ପ୍ରଭାବଶାଳୀ କ୍ଲିନିକାଲ୍ ପରିଚାଳନା ଯୋଗାଇବା ପାଇଁ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସକ୍ରିୟ କରନ୍ତୁ, କାରଣ ସେହି ଜିଲ୍ଲାମାନଙ୍କରେ ମୃତ୍ୟୁ ହାର ମଧ୍ୟ ପ୍ରଭାବିତ ହେବ।

ଅଧିକ ସଂକ୍ରମଣ ଥିବା ଜିଲ୍ଲାଗୁଡିକରେ ଅଗ୍ରାଧିକାର ଭିତ୍ତିରେ ଟିକାପାଇବାକୁ ଥିବା ପ୍ରାଥମିକ ଜନସଂଖ୍ୟା ଗୋଷ୍ଠୀ ପାଇଁ ଟିକାକରଣକୁ ତ୍ୱରାନ୍ୱିତ କରନ୍ତୁ ।

ଉପଲବ୍ଧ ଟିକା ଡୋଜର ସର୍ବୋତ୍ତମ ଉପଯୋଗ କରନ୍ତୁ ଏବଂ ସ୍ଥିତି ଜଟିଳ ଥିବା ଜିଲ୍ଲା ଉପରେ ଅଧିକ ଧ୍ୟାନ ଦିଅନ୍ତୁ।

ଘରୋଇ ଡାକ୍ତରଖାନାରେ ସର୍ବନିମ୍ନ 15 ଦିନ ଏବଂ ସର୍ବାଧିକ 28 ଦିନ ମଧ୍ୟରେ ଟୀକାକରଣ ସମୟ- ସରଣୀ ଖୋଲିବା ପାଇଁ ସହଯୋଗ କରନ୍ତୁ।

ଯୋଗାଯୋଗ ଏବଂ କାର୍ଯ୍ୟକାରିତା ମାଧ୍ୟମରେ କୋଭିଡର ଉପଯୁକ୍ତ ଆଚରଣକୁ ପ୍ରୋତ୍ସାହିତ କରନ୍ତୁ।

ଏହି ରୋଗର ହ୍ରାସ ପାଇଁ ଶୀଘ୍ର ଚିହ୍ନଟ ଏବଂ ସଂଗରୋଧରେ ଥିବା ସକ୍ରିୟ ଆକ୍ରାନ୍ତଙ୍କ ପାଇଁ ତୁରନ୍ତ ଡାକ୍ତରୀ ନିରୀକ୍ଷଣ ବ୍ୟବସ୍ଥା ଯୋଗାଇଦେବା ଉପରେ ଗୁରୁତ୍ବାରୋପ କରାଯାଇଥିଲା। ଅଧିକ ବ୍ୟାପୁଥିବା ସଂକ୍ରମଣ ପାଇଁ ସକ୍ରିୟ ଭାବରେ ସତର୍କ ରହିବାକୁ ଏବଂ ରୋଗ ପରିବହନ ଶୃଙ୍ଖଳା ଭାଙ୍ଗିବା ପାଇଁ ସର୍ବୋତ୍ତମ ପଦକ୍ଷେପ ବିଷୟରେ ମଧ୍ୟ ଜଣାଇବାକୁ ରାଜ୍ୟମାନଙ୍କୁ କୁହାଯାଇଥିଲା।

 

 

 

 

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech