Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ପାରାଦୀପ ପ୍ଲାଷ୍ଟିକ ପାର୍କ ପାଇଁ ଆଇଓସିଏଲ୍ ଏବଂ ଇଡକୋ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ - Jagrat Bharat News

ପାରାଦୀପ ପ୍ଲାଷ୍ଟିକ ପାର୍କ ପାଇଁ ଆଇଓସିଏଲ୍ ଏବଂ ଇଡକୋ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ପାରାଦୀପ ପ୍ଲାଷ୍ଟିକ ପାର୍କ ପାଇଁ ଆଇଓସିଏଲ୍ ଏବଂ ଇଡକୋ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ସ୍ୱାକ୍ଷର ଅବସରରେ ଉପସ୍ଥିତ ରହିଲେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ଓ ଇସ୍ପାତ ମନ୍ତ୍ରୀ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ

ଜେ ବି ଏନ, ୦୯/୦୩ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ/ଭୁବନେଶ୍ବର : ପାରାଦୀପ ପ୍ଲାଷ୍ଟିକ ପାର୍କର ବିକାଶ ପାଇଁ ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ (ଆଇଓସିଏଲ) ଏବଂ ଓଡ଼ିଶା ଶିଳ୍ପ ଭିତ୍ତିଭୂମି ବିକାଶ ନିଗମ (ଇଡକୋ) ମଧ୍ୟରେ ଆଜି ଏକ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଯାଇଛି। କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ତଥା ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ହାଇବ୍ରିଡ ମୋଡରେ ଏହି ଏମଓୟୁ ସ୍ୱାକ୍ଷରିତ ହୋଇଥିଲା।

ଏହି ଅବସରରେ ଉଦବୋଧନ ଦେଇ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ ଯେ, “ପ୍ଲାଷ୍ଟିକ କ୍ଷେତ୍ରରେ ଉଭୟ ଉଦ୍ୟୋଗ ବିକାଶ ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟିର ସମ୍ଭାବନାକୁ ଆଖି ଆଗରେ ରଖି ଭାରତ ସରକାର ପ୍ଲାଷ୍ଟିକ ପାର୍କ ଯୋଜନା ମାଧ୍ୟମରେ ଏହି ଶିଳ୍ପର କ୍ଲଷ୍ଟର ଆଧାରିତ ବିକାଶ ଆରମ୍ଭ କରିଛନ୍ତି। ବର୍ତ୍ତମାନ, ଭାରତ ସରକାରଙ୍କ ଦ୍ୱାରା ଛଅଟି ଏଭଳି ପାର୍କ ବିକଶିତ କରାଯାଇଛି, ପାରାଦୀପ ପ୍ଲାଷ୍ଟିକ ପାର୍କ ସେଥିମଧ୍ୟରୁ ଗୋଟିଏ।” ଶ୍ରୀ ପ୍ରଧାନ ଆହୁରି କହିଥିଲେ ଯେ ପେଟ୍ରୋକେମିକାଲ, କେମିକାଲ, ପଲିମର, ବୟନ ଏବଂ ଫାଇବର କ୍ଷେତ୍ରର ଦ୍ରୁତ ବିକାଶ ଜରିଆରେ ଓଡ଼ିଶା ଶିଳ୍ପାୟନର ପ୍ରାଣକେନ୍ଦ୍ର ପାଲଟିବ।

ଶ୍ରୀ ପ୍ରଧାନ ଆହୁରି ଆଲୋକପାତ କରି କହିଥିଲେ ଯେ ଡାଉନଷ୍ଟ୍ରିମ ଉଦ୍ୟୋଗ କ୍ଷେତ୍ରରେ କୁଶଳୀ ଶ୍ରମଶକ୍ତିଙ୍କର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁମ୍ବାଇର ଇନଷ୍ଟିଚ୍ୟୁଟ ଅଫ କେମିକାଲ ଟେକ୍ନୋଲୋଜି ଏବଂ ଇଣ୍ଡିଆନ ଅଏଲ ମିଶି ଭୁବନେଶ୍ୱରରେ କେମିକାଲ ଇଞ୍ଜିନିୟରିଂ ଓ ଟେକ୍ନୋଲୋଜିର ଏକ ବିଶ୍ୱ ସ୍ତରୀୟ ଉତ୍କର୍ଷ କେନ୍ଦ୍ର ସ୍ଥାପନ ଲାଗି ଯୋଜନା କରିଛନ୍ତି।

ମନ୍ତ୍ରୀ ଆହୁରି କହିଥିଲେ ଯେ “ପୂର୍ବ ଭାରତର ବିକାଶ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସଂକଳ୍ପ ମିଶନ ପୂର୍ବୋଦୟ ଦିଗରେ ଆଜିର ପଦକ୍ଷେପ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବାକୁ ଯାଉଥିବାରୁ ମୁଁ ଆନନ୍ଦିତ।”

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ, ପାରାଦୀପ ପ୍ଲାଷ୍ଟିକ ପାର୍କ ପାଇଁ ମିଳିତ ଭାବେ ପ୍ରୟାସ କରିଥିବାରୁ ମୁଁ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଇଣ୍ଡିଆନ ଅଏଲ ଏବଂ ଇଡକୋକୁ ଅଭିନନ୍ଦନ ଜଣାଉଛି। ଏହା ଡାଉନଷ୍ଟ୍ରିମ ପ୍ଲାଷ୍ଟିକ ଶିଳ୍ପର ବିକାଶ ପାଇଁ ଏକ ବାସ୍ତବ ସାଧନ ହୋଇପାରିବ। ଏହା ଓଡ଼ିଶା ତଥା ପୂର୍ବ ଭାରତରେ ପେଟ୍ରୋକେମିକାଲ୍ସ ଏବଂ ପ୍ଲାଷ୍ଟିକ ଭିତ୍ତିଭୂମି ସମେତ ସହାୟକ ଉଦ୍ୟୋଗ ଏବଂ ଏମଏସଏମଇଗୁଡ଼ିକୁ ପ୍ରୋତ୍ସାହନ ଯୋଗାଇଦେବ।

ଏମଓୟୁ ସ୍ୱାକ୍ଷରିତ ହେବାର ଅଂଶବିଶେଷ ସ୍ୱରୂପ, ପାରାଦୀପ ପ୍ଲାଷ୍ଟିକ ପାର୍କରେ ଡାଉନଷ୍ଟ୍ରିମ ପଲିମର ଶିଳ୍ପରେ ନିବେଶ ଆକୃଷ୍ଟ କରିବା ଲାଗି ଇଣ୍ଡିଆନ ଅଏଲ ପକ୍ଷରୁ ଏକ ବିଶେଷ ରଣନୈତିକ ପ୍ରୋତ୍ସାହନ ଯୋଜନା ଘୋଷଣା କରାଯାଇଛି। 31.3.2030 ସୁଦ୍ଧା ପାରାଦୀପ ପ୍ଲାଷ୍ଟିକ ପାର୍କରେ ଥିବା ଉତ୍ପାଦନ ୟୁନିଟଗୁଡ଼ିକୁ ପାରାଦୀପ ରିଫାଇନାରୀରୁ ପଲିପ୍ରୋପାଇଲିନ୍ ଗ୍ରାନ୍ୟୁଲ୍ସ ଉପରେ ମେଟ୍ରିକ ଟନ ପିଛା 2000 ଟଙ୍କାର ପ୍ରୋତ୍ସାହନ ଦିଆଯିବ। 500 କୋଟି ଟଙ୍କାର ଆନୁମାନିକ ନିବେଶ ସହ ପ୍ଲାଷ୍ଟିକ ପାର୍କ ଠାରେ ପାଖାପାଖି 26ଟି ୟୁନିଟ ପ୍ରତିଷ୍ଠା ହେବ ବୋଲି ଆଶା କରାଯାଉଛି। ଏହାଫଳରେ 6000ରୁ ଅଧିକ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ଓଡ଼ିଶା ସରକାରଙ୍କ ଶକ୍ତି, ଶିଳ୍ପ, ଲଘୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ବ) ଶ୍ରୀ ଦିବ୍ୟ ଶଙ୍କର ମିଶ୍ର ଏବଂ ଇଡକୋ ଅଧ୍ୟକ୍ଷ ସଞ୍ଜୟ କୁମାର ସିଂ ଏହି ଅବସରରେ ଉପସ୍ଥିତ ଥିଲେ।

 

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech