ଉପ ବାଚସ୍ପତି ଙ୍କ ଦ୍ଵାରା ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ଜେ ବି ଏନ, ୧୦/୦୩ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ଅନୁଗୋଳ : ଆଜି ଓଡିଶା ରାଜ୍ୟ ବିଧାନ ସଭାର ଉପ ବାଚସ୍ପତି ଶ୍ରୀ ରଜନୀ କାନ୍ତ ସିଂ ଅନୁଗୋଳ ଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପ୍ରଦାନ କରିଥିଲେ l ଅନୁଗୋଳ ମ୍ୟୁନିସିପାଲିଟି ଦ୍ଵାରା କଳାକେନ୍ଦ୍ର ଠାରେ ଏକ ସମାରୋହରେ ଶ୍ରୀ ସିଂହ ହିତାଧିକାରୀ ମାନଙ୍କୁ ଏହି କାର୍ଯ୍ୟାଦେଶ ବଣ୍ଟନ କରିଥିଲେ l ମୁନିସିପାଲିଟିର ଏହା ଷଷ୍ଠ ପର୍ଯ୍ୟାୟ କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ବୋଲି ଜଣାପଡିଛି l
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-17-scaled.jpg)


