Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ଭାରତର ମୁକ୍ତି ସଂଗ୍ରାମରେ ଅଂଶ ଗ୍ରହଣ କରିଥିବା ମହାନ୍‍ ବ୍ୟକ୍ତିବିଶେଷଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି - Jagrat Bharat News

ଭାରତର ମୁକ୍ତି ସଂଗ୍ରାମରେ ଅଂଶ ଗ୍ରହଣ କରିଥିବା ମହାନ୍‍ ବ୍ୟକ୍ତିବିଶେଷଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭାରତର ମୁକ୍ତି ସଂଗ୍ରାମରେ ଅଂଶ ଗ୍ରହଣ କରିଥିବା ମହାନ୍‍ ବ୍ୟକ୍ତିବିଶେଷଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

 

ଜେ ବି ଏନ, ୧୨/୦୩ /୨୦୨୧, ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ମୁକ୍ତି ସଂଗ୍ରାମରେ ସାମିଲ ହୋଇଥିବା ମହାନ୍‍ ବ୍ୟକ୍ତିବିଶେଷଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ମୁକ୍ତି ସଂଗ୍ରାମ କାଳରେ ଯେଉଁ ଅକୀର୍ତ୍ତିତ ଓ ଅଜ୍ଞାତ ନାୟକମାନେ ପ୍ରାଣପାତ କରିଥିଲେ ସେମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ସ୍ୱତନ୍ତ୍ରଭାବେ ଶ୍ରଦ୍ଧାସୁମନ ଅର୍ପଣ କରି ସେମାନଙ୍କ ମହାନ ଅବଦାନକୁ ମନେ ପକାଇଛନ୍ତି । ଅହମ୍ମଦାବାଦର ସାବରମତୀ ଆଶ୍ରମରେ ଆଜି ଆଜାଦୀକା ଅମୃତ ମହୋତ୍ସବ (ଇଣ୍ଡିଆ @ 75)ର ଶୁଭାରମ୍ଭ ଅବସରରେ ସେ ଉଦବୋଧନ ଦେଇ କହିଛନ୍ତି ଯେ ସ୍ୱଳ୍ପଜ୍ଞାତ ଆନ୍ଦୋଳନ ଓ ଲଢେଇମାନ ଦେଶର ସାମଗ୍ରିକ ମୁକ୍ତି ସଂଗ୍ରାମକୁ ଦୃଢୀଭୂତ କରିଥିଲା । ପ୍ରତ୍ୟେକଟି ଲଢେଇ ମିଥ୍ୟାଶକ୍ତି ବିରୋଧରେ ଭାରତର ଏକ ଦୃଢ ସତ୍ୟ ଘୋଷଣାନାମା ଥିଲା । ଏହାକୁ ସେ ସ୍ୱାଧୀନ ମନୋଭାବର ପରିଚାୟକ ବୋଲି ଉଲ୍ଲେଖ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ରାମ, ମହାଭାରତର କୁରୁକ୍ଷେତ୍ର, ହଳଦୀଘାଟ ଲଢେଇ ଏବଂ ବୀର ଶିବାଜୀଙ୍କ ଗର୍ଜନ ଆଦି ପ୍ରତ୍ୟେକ ଲଢେଇରେ ସ୍ୱାଧୀନତାର ସେହି ସମାନ ସଚେତନତା ପ୍ରତିନିଧିତ୍ୱ ହୁଏ ।

 

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କୋଲ୍‍ହ, ଖାସି, ସାନ୍ତାଳ, ନାଗା, ଭିଲ୍‍, ମୁଣ୍ଡା, ସନ୍ନ୍ୟାସୀ, ରାମୋସୀ, କିଟୁର ଆନ୍ଦୋଳନ, ଟ୍ରାଭାଙ୍କୋର ଆନ୍ଦୋଳନ, ବର୍ଦୋଳି ସତ୍ୟାଗ୍ରହ, ଚମ୍ପାରଣ ସତ୍ୟାଗ୍ରହ, ସମ୍ଭାଲପୁର, ଚୁଆର, ବୁନ୍ଦେଲ ଏବଂ କୁକା ବିଦ୍ରୋହ ଓ ଆନ୍ଦୋଳନ ଏ ସବୁ ସ୍ୱାଧୀନତା ଆନ୍ଦୋଳନକୁ ତେଜିଆନ କରିଥିଲା । ଦେଶର ପ୍ରତ୍ୟେକ ଭାଗରେ ପ୍ରତ୍ୟେକ ଅଞ୍ଚଳରେ ଏଭଳି ଅନେକ ସଂଗ୍ରାମ ମୁକ୍ତି ଆନ୍ଦୋଳନ ବହ୍ନିକୁ ତେଜିଆନ କରିବା ସହ ଲୋକଙ୍କୁ ଉଦ୍‍ବୁଦ୍ଧ କରିଥିଲା । ଶିଖ୍‍ଗୁରୁ ପରମ୍ପରା ଦେଶ, ସଂସ୍କୃତି ଓ ପରମ୍ପରା ସୁରକ୍ଷାର ଏକ ଶକ୍ତିଶାଳୀ ନିଦର୍ଶନ ଥିଲା ବୋଲି ସେ କହିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆମ ଦେଶର ସାଧୁସନ୍ଥ, ସନ୍ନ୍ୟାସୀ, ମହନ୍ତ ଓ ଆଚାର୍ଯ୍ୟମାନେ ମୁକ୍ତି ଆନ୍ଦୋଳନରେ ସାମିଲ ହୋଇ ମୁକ୍ତି ସଂଗ୍ରାମର ବହ୍ନିକୁ ତେଜିଆନ କରିବାରେ ଯେଉଁ ଭୂମିକା ନିର୍ବାହ କରିଥିଲେ ଆମେ ତାହାକୁ ମନେ ରଖିବା ଉଚିତ । ସେହିମାନେ ହିଁ ଆମ ଜାତୀୟ ମୁକ୍ତି ଆନ୍ଦୋଳନର ଆଧାରଶିଳା ଥିଲେ ।

 

ସେ କହିଥିଲେ ଯେ ପୂର୍ବରେ ଚୈତନ୍ୟ ମହାପ୍ରଭୁ ଓ ଶ୍ରୀମନ୍ତ ଶଙ୍କରଦେବ ସମାଜକୁ ଦିଗଦର୍ଶନ ଦେବା ସହିତ ଏ କ୍ଷେତ୍ରରେ ନିର୍ଦ୍ଦିଷ୍ଟ ଲକ୍ଷ୍ୟ ଉପରେ ଗୁରୁତ୍ୱାରୋପ କରିଥିଲେ । ପଶ୍ଚିମରେ ମୀରାବାଈ, ଏକନାଥ, ତୁକାରାମ, ରାମ ଦାସ ଓ ନର୍ସି ମେହେତା, ଉତ୍ତରରେ ସନ୍ଥ ରାମାନନ୍ଦ, କବିର ଦାସ, ଗୋସ୍ୱାମୀ ତୁଳସୀଦାସ, ସୂର ଦାସ, ଗୁରୁ ନାନକ ଦେବ ଓ ସନ୍ଥ ରାୟଦାସ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ । ଦକ୍ଷିଣରେ ମଧ୍ୟ ଏ ଦାୟିତ୍ୱ ସମ୍ଭାଳିଥିଲେ ସନ୍ଥ ମାଧବାଚାର୍ଯ୍ୟ, ନିମ୍ବାର୍କଚାର୍ଯ୍ୟ ଏବଂ ରାମାନୁଜାଚାର୍ଯ୍ୟ ।

 

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଭକ୍ତି ଆନ୍ଦୋଳନ ସମୟରେ ମାଲିକ ମହମ୍ମଦ ଜୟେସୀ, ରସ୍‍ ଖାନ୍‍, ସୂର ଦାସ, କେଶବ ଦାସ ଓ ବିଦ୍ୟାପତି ଆଦି ସମାଜକୁ ଅନୁପ୍ରାଣିତ କରି ଏହାର ତ୍ରୁଟିକୁ ସଂଶୋଧନ କରିବା ପାଇଁ ଉଦ୍ୟମ କରିଥିଲେ । ଏହିସବୁ ବ୍ୟକ୍ତିତ୍ୱ ମୁକ୍ତି ସଂଗ୍ରାମର ସର୍ବଭାରତୀୟ ଚରିତ୍ର ପାଇଁ ଦାୟୀ । ଏହିସବୁ ନାୟକ ଓ ନାୟିକାମାନଙ୍କର ଜୀବନୀକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି । ସେମାନଙ୍କ ପ୍ରେରଣାଦାୟୀ କାହାଣୀ ଆମର ନୂଆ ପିଢିକୁ ଅମୂଲ୍ୟ ଶିକ୍ଷା ଦେବ । ଏହା ଆମ ଐକ୍ୟ ରକ୍ଷା ସହିତ ଲକ୍ଷ୍ୟ ପୂରଣରେ ସହାୟକ ହୋଇପାରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

 

 

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech