Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ଫସଲ ବୀମା ଯୋଜନା ଉପରେ ଜଣେ ଚାଷୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ପତ୍ର - Jagrat Bharat News

ଫସଲ ବୀମା ଯୋଜନା ଉପରେ ଜଣେ ଚାଷୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ପତ୍ର

ଫସଲ ବୀମା ଯୋଜନା ଉପରେ ଜଣେ ଚାଷୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ପତ୍ର

ବିହନ ଠାରୁ ଆରମ୍ଭ କରି ବଜାର ପର୍ଯ୍ୟନ୍ତ କୃଷକଙ୍କ ସବୁ ସମସ୍ୟା ଦୂର କରିବା ଲାଗି ନିରନ୍ତର ପ୍ରୟାସ କରାଯାଉଛି: ପ୍ରଧାନମନ୍ତ୍ରୀ

 

 

 

 

ଜେ ବି ଏନ, ୧୯/୦୩/୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : ସାଧାରଣତଃ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦିନଚର୍ଯ୍ୟା ଅତ୍ୟନ୍ତ ବ୍ୟସ୍ତବହୁଳ ରହିଥାଏ, କିନ୍ତୁ ଖୁବ କମ ଲୋକ ଏହା ଜାଣନ୍ତି ଯେ ତାଙ୍କୁ ସୁଯୋଗ ମିଳିବା ମାତ୍ରେ ସେ ବ୍ୟସ୍ତ ଦିନଚର୍ଯ୍ୟାରୁ ସମୟ ବାହାର କରି ଲୋକମାନଙ୍କୁ ଚିଠି ଲେଖିଥାନ୍ତି ଏବଂ ସେମାନଙ୍କ ବାର୍ତ୍ତାର ଜବାବ ଦେଇଥାନ୍ତି। ଏପରି ଏକ ପତ୍ର ମିଳିଛି ଉତ୍ତରାଖଣ୍ଡ ନୈନୀତାଲର ଖୀମାନନ୍ଦଙ୍କୁ ଯିଏକି ନରେନ୍ଦ୍ର ମୋଦୀ ଆପ୍ (ନମୋ ଆପ୍) ଜରିଆରେ ପ୍ରଧାନମନ୍ତ୍ରୀଙ୍କୁ ବାର୍ତ୍ତା ପଠାଇ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ସଫଳ ୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଏବଂ ସରକାରଙ୍କ ଅନ୍ୟ ପ୍ରୟାସ ନିମନ୍ତେ ଅଭିନନ୍ଦନ ଜ୍ଞାପନ କରିଛନ୍ତି। ଏବେ ପ୍ରଧାନମନ୍ତ୍ରୀ ଖୀମାନନ୍ଦକୁ ପତ୍ର ଲେଖି ତାଙ୍କୁ ତାଙ୍କର ବହୁମୂଲ୍ୟ ବିଚାର ବ୍ୟକ୍ତ କରିବା ନିମନ୍ତେ ଧନ୍ୟବାଦ ଜଣାଇଛନ୍ତି।

 

 

 

ପ୍ରଧାନମନ୍ତ୍ରୀ ମୋଦୀ ପତ୍ରରେ ଲେଖିଛନ୍ତି, “କୃଷି ସମେତ ବିଭିନ୍ନ କ୍ଷେତ୍ରରେ ସଂସ୍କାର ଏବଂ ଦେଶକୁ ବିକାଶର ନୂତନ ଉଚ୍ଚତାକୁ ନେଇ ଯିବା ଲାଗି ସରକାରଙ୍କ ପକ୍ଷରୁ କରାଯାଉଥିବା ନିରନ୍ତର ପ୍ରୟାସ ଉପରେ ନିଜର ବହୁମୂଲ୍ୟ ବିଚାର ବ୍ୟକ୍ତ କରିଥିବାରୁ ଆପଣଙ୍କୁ କୃତଜ୍ଞତା ଜଣାଉଛି। ଏପରି ଆତ୍ମୀୟତାପୂର୍ଣ୍ଣ ବାର୍ତ୍ତା ମୋତେ ଦେଶ ସେବାରେ ଆପ୍ରାଣ ଭାବେ ନିୟୋଜିତ ରହିବା ଲାଗି ପ୍ରେରଣା ଦେଇଥାଏ।”

 

 

 

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ସଫଳତା ସମ୍ପର୍କରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଛନ୍ତି, “ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଋତୁକାଳୀନ ଅନିଶ୍ଚିତତା ସହ ଜଡ଼ିତ ବିପଦକୁ ହ୍ରାସ କରି ପରିଶ୍ରମୀ କୃଷକଭାଇମାନଙ୍କର ଆର୍ଥିକ ସ୍ୱାର୍ଥ ରକ୍ଷା କରିବା ଲାଗି ନିରନ୍ତର ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛି। କୃଷକ କଲ୍ୟାଣକାରୀ ବୀମା ଯୋଜନାର ଲାଭ ଆଜି କୋଟି କୋଟି କୃଷକମାନଙ୍କୁ ମିଳିପାରୁଛି।”

 

 

 

କୃଷି ଓ କୃଷକ କଲ୍ୟାଣ ପ୍ରତି ସଂକଳ୍ପିତ ସରକାରଙ୍କ ପ୍ରୟାସ ବିଷୟରେ ଉଲ୍ଲେଖ କରି ମୋଦୀ ଆହୁରି ପତ୍ରରେ ଲେଖିଛନ୍ତି, “ବିଗତ ପାଞ୍ଚ ବର୍ଷ ଧରି ବ୍ୟାପକ କଭରେଜ ଏବଂ ପାରଦର୍ଶୀ ଦାବି ସମାଧାନ ପ୍ରକ୍ରିୟା ମାଧ୍ୟମରେ ଏହି ଯୋଜନା କୃଷକ କଲ୍ୟାଣ ପ୍ରତି ସମର୍ପିତ ଆମର ସଂକଳ୍ପବଦ୍ଧ ପ୍ରୟାସ ଏବଂ ଦୃଢ଼ ମନୋବଳର ଏକ ମହତ୍ୱପୂର୍ଣ୍ଣ ଉଦାହରଣ ଭାବେ ଉଭା ହୋଇଛି। ଆଜି ବିହନ ଠାରୁ ଆରମ୍ଭ କରି ବଜାର ପର୍ଯ୍ୟନ୍ତ କୃଷକ ଭାଇ-ଭଉଣୀଙ୍କ ପ୍ରତ୍ୟେକ ଛୋଟବଡ଼ ଅସୁବିଧାକୁ ଦୂର କରିବା ଏବଂ ଅନ୍ନଦାତାଙ୍କ ସମୃଦ୍ଧି ଓ କୃଷିର ପ୍ରଗତି ସୁନିଶ୍ଚିତ କରିବା ଲାଗି ନିରନ୍ତର ପ୍ରୟାସ କରାଯାଉଛି।”

 

 

 

ଏଥିସହିତ ପ୍ରଧାନମନ୍ତ୍ରୀ ଦେଶର ପ୍ରଗତିରେ ଦେଶବାସୀଙ୍କର ଯୋଗଦାନ ଏବଂ ସେମାନଙ୍କର ଭୂମିକାକୁ ପ୍ରଶଂସା କରି ଲେଖିଛନ୍ତି, “ସର୍ବାଙ୍ଗୀନ ଏବଂ ସର୍ବସ୍ପର୍ଶୀ ବିକାଶ ଦୃଷ୍ଟିକୋଣ ସହିତ ଆଜି ଦେଶ ଏକ ସଶକ୍ତ, ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତ ନିର୍ମାଣ ଦିଗରେ ଦ୍ରୁତ ଗତିରେ ଅଗ୍ରସର ହେଉଛି। ସମସ୍ତ ଦେଶବାସୀଙ୍କ ବିଶ୍ୱାସର ଶକ୍ତିରେ ସଶକ୍ତ ଦେଶ ରାଷ୍ଟ୍ରୀୟ ଲକ୍ଷ୍ୟ ପ୍ରାପ୍ତି ଲାଗି ଏକନିଷ୍ଠ ରହିଛି ଏବଂ ମୋର ସମ୍ପୂର୍ଣ୍ଣ ବିଶ୍ୱାସ ରହିଛି ଯେ ଦେଶକୁ ବିଶ୍ୱ ପରିଦୃଶ୍ୟରେ ନୂତନ ଉଚ୍ଚତାକୁ ନେଇଯିବା ଲାଗି ଆମର ପ୍ରୟାସ ଆଗକୁ ଆହୁରି ଗତିଶୀଳ ହେବ।”

 

 

 

ଏଥିପୂର୍ବରୁ ଖୀମାନନ୍ଦ ନିଜ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଫସଲ ବୀମା ଯୋଜନା ସଫଳତାପୂର୍ବକ ପାଞ୍ଚ ବର୍ଷ ସମ୍ପୂର୍ଣ୍ଣ କରିବା ଲାଗି ଅଭିନନ୍ଦନ ଜଣାଇଥିଲେ। ଏଥିସହିତ ଖୀମାନନ୍ଦ କହିଥିଲେ ଯେ ସରକାର ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ବିଭିନ୍ନ କଲ୍ୟାଣକାରୀ ଯୋଜନା ମାଧ୍ୟମରେ ନାଗରିକମାନଙ୍କ ଉନ୍ନତି ଓ ରାଷ୍ଟ୍ରର ପ୍ରଗତି ନିମନ୍ତେ ନିରନ୍ତର ପ୍ରୟାସ କରୁଛି।

 

 

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech