Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ଦେଶବ୍ୟାପୀ ୨୩ କୋଟିରୁ ଅଧିକ କୋଭିଡ ନମୁନା ପରୀକ୍ଷା କରାଯାଇଛି : ୩.୭ କୋଟିରୁ ଅଧିକ ଡୋଜ୍ ଟିକା ଦିଆଯାଇଛି - Jagrat Bharat News

ଦେଶବ୍ୟାପୀ ୨୩ କୋଟିରୁ ଅଧିକ କୋଭିଡ ନମୁନା ପରୀକ୍ଷା କରାଯାଇଛି : ୩.୭ କୋଟିରୁ ଅଧିକ ଡୋଜ୍ ଟିକା ଦିଆଯାଇଛି

ଦେଶବ୍ୟାପୀ ୨୩ କୋଟିରୁ ଅଧିକ କୋଭିଡ ନମୁନା ପରୀକ୍ଷା କରାଯାଇଛି : ୩.୭ କୋଟିରୁ ଅଧିକ ଡୋଜ୍ ଟିକା ଦିଆଯାଇଛି

ଗତ ୨୪ ଘଣ୍ଟା ମଧ୍ୟରେ ୨୦ ଲକ୍ଷରୁ ଅଧିକ ଡୋଜ୍ ଟିକା ଦିଆଯାଇଛି

 

 

 

 

ଜେ ବି ଏନ, ୧୯/୦୩/୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : ଦେଶବ୍ୟାପୀ କୋଭିଡ ନମୁନା ପରୀକ୍ଷାର ସଂଖ୍ୟା ଆଜି ୨୩ କୋଟିକୁ ଅତିକ୍ରମ କରିଯାଇଛି। ଆଜି ପର୍ଯ୍ୟନ୍ତ ମୋଟ ୨୩,୦୩,୧୩,୧୬୩ ନମୁନା ପରୀକ୍ଷା ହୋଇଛି ।

 

 

 

ଜାତୀୟ ପଜିଟିଭିଟି ହାର ଏବେ ବି ୫.୦୦% ତଳେ ରହିଛି । ଆଜି ଏହା ଅଛି ୪.୯୮% ।

 

 

 

 

 

ଭାରତରେ ଦିନକୁ ପ୍ରତି ଦଶଲକ୍ଷ ଜନସଂଖ୍ୟାରେ ୧୪୦ ନମୁନା ପରୀକ୍ଷା ହେଉଛି ଏବଂ ଆଜି ଦୈନିକ ପଜିଟିଭ୍ ହାର ରହିଛି ୩.୩୭% ।

 

 

 

ଅପରପକ୍ଷରେ ଭାରତରେ ମୋଟ ଟିକାକରଣ ୪ କୋଟି ଆଡ଼କୁ ଯାଉଛି ।

 

 

 

ଆଜି ସକାଳ ୭ଟା ପର୍ଯ୍ୟନ୍ତ ଦେଶରେ ୬,୧୫,୨୬୭ ସେସନରେ ୩,୭୧,୪୩,୨୫୫ ଡୋଜ୍ ଟିକା ଦିଆଯାଇଛି ।

 

 

 

ଏଥି ମଧ୍ୟରେ ରହିଛି, ୭୫,୬୮,୮୪୪ ଏଚସିଡବ୍ଲୁ୍ୟ (ପ୍ରଥମ ଡୋଜ୍), ୪୬,୩୨,୯୪୦ ଏଚସିଡବ୍ଲୁ (ଦ୍ୱିତୀୟ ଡୋଜ୍), ୭୭,୧୬,୦୮୪ ଏଫଏଲଡବ୍ଲୁ (ପ୍ରଥମ ଡୋଜ୍) ଏବଂ ୧୯,୦୯,୫୨୮ ଏଫଏଲଡବ୍ଲୁ (ଦ୍ୱିତୀୟ ଡୋଜ୍), ୪୫ ବର୍ଷରୁ ଅଧିକ ବୟସର ଦୁରାରୋଗ୍ୟରେ ଆକ୍ରାନ୍ତ ୨୪,୫୭,୧୭୯ ହିତାଧିକାରୀ (ପ୍ରଥମ ଡୋଜ୍) ଏବଂ ୬୦ ବର୍ଷରୁ ଅଧିକ ବୟସର ୧,୨୮,୫୮,୬୮୦ ଜଣ ହିତାଧିକାରୀଙ୍କ ଟିକାକରଣ ।

 

 

 

HCWs

 

FLWs

 

45 to <60 years with Co-morbidities

 

Over 60 years

 

 

 

Total

 

1st Dose

 

2nd Dose

 

1st Dose

 

2nd Dose

 

1st Dose

 

1st Dose

 

75,68,844

 

46,32,940

 

77,16,084

 

19,09,528

 

24,57,179

 

1,28,58,680

 

3,71,43,255

 

 

 

ଟିକାକରଣର ୬୧ ତମ ଦିବସ (୧୭ ମାର୍ଚ୍ଚ ୨୦୨୧)ରେ ୨୦ ଲକ୍ଷ (୨୦,୭୮,୭୧୯)ରୁ ଅଧିକ ଡୋଜ୍ ଟିକା ଦିଆଯାଇଛି ।

 

 

 

ଏହା ମଧ୍ୟରୁ ୨୮,୪୧୨ ସେସନରେ ୧୭,୩୮,୭୫୦ ଜଣ ହିତାଧିକାରୀଙ୍କ ପ୍ରଥମ ଡୋଜ୍ (ଏଚସିଡବ୍ଲୁ ଓ ଏଫଏଲଡବ୍ଲୁ) ଏବଂ ୩,୩୯,୯୬୯ ଏଚସିଡବ୍ଲୁ ଓ ଏଫଏଲଡବ୍ଲୁ ଙ୍କୁ ଦ୍ୱିତୀୟ ଡୋଜ୍ ଟିକା ଦିଆଯାଇଛି ।

 

 

 

Date:17th March,2021

 

HCWs

 

FLWs

 

45to<60yearswithCo-morbidities

 

Over60years

 

Total Achievement

 

1stDose

 

2ndDose

 

1stDose

 

2nd Dose

 

1stDose

 

1stDose

 

1stDose

 

2ndDose

 

62,689

 

78,085

 

1,16,054

 

2,61,884

 

2,90,771

 

12,69,236

 

17,38,750

 

3,39,969

 

 

 

ଭାରତରେ ମୋଟ ସକ୍ରିୟ କରୋନା ମାମଲା ଆଜି ୨,୫୨,୩୬୪ରେ ପହଞ୍ଚିଛି । ମୋଟ ପଜିଟିଭ୍ ମାମଲାର ଏହା ୨.୨୦% । ଗତ ୨୪ ଘଣ୍ଟା ମଧ୍ୟରେ ସକ୍ରିୟ ମାମଲାରେ ସିଧାସଳଖ ୧୭,୯୫୮ ହ୍ରାସ ହୋଇଛି ।

 

 

 

ତଳେ ଦିଆଯାଇଥିବା ଗ୍ରାଫ ଭାରତର କୋଭିଡ-୧୯ ସ୍ଥିତିକୁ ସୂଚାଉଛି ।

 

 

 

 

 

ପାଞ୍ଚଟି ରାଜ୍ୟ; ମହାରାଷ୍ଟ୍ର, ପଞ୍ଜାବ, କର୍ଣ୍ଣାଟକ, ଗୁଜରାଟ ଏବଂ ତାମିଲନାଡ଼ୁରେ ଦୈନିକ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି । ନୂଆ କରୋନା ମାମଲାରୁ ୭୯.୫୪% ଏହି ପାଞ୍ଚଟି ରାଜ୍ୟରୁ ଆସିଛି ।

 

 

 

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୫,୮୭୧ ନୂଆ କରୋନା ମାମଲା ଆସିଛି ।

 

 

 

ମହାରାଷ୍ଟ୍ରରେ ସର୍ବାଧିକ ଗୋଟିଏ ଦିନରେ ୧୬,୬୨୦ (ଦୈନିକ ନୂଆ କରୋନା ମାମଲାର ୬୩.୬୧%) ଆସିଛି । ଏହା ପଛକୁ କେରଳରେ ୧୭୯୨ ଓ ପଞ୍ଜାବରେ ୧୪୯୨ ମାମଲା ଆସିଛି ।

 

 

 

ଆଠଟି ରାଜ୍ୟରେ ଦୈନିକ କରୋନା ମାମଲା ବୃଦ୍ଧି ପାଉଥିବା ସ୍ପଷ୍ଟ ଜଣାପଡ଼ିଛି । ଏସବୁ ରାଜ୍ୟ ହେଲା ମହାରାଷ୍ଟ୍ର, ତାମିଲନାଡ଼ୁ, ପଞ୍ଜାବ, ମଧ୍ୟପ୍ରଦେଶ, ଦିଲ୍ଲୀ, ଗୁଜରାଟ, କର୍ଣ୍ଣାଟକ ଏବଂ ହରିଆନା ।

 

କେରଳରେ ଗତ ଏକ ମାସ ହେଲା କରୋନାର ଧାରା ନିମ୍ନମୁଖୀ ହୋଇ ରହିଛି ।

 

 

 

 

 

ଆଜି ଭାରତରେ ମୋଟ ସୁସ୍ଥଙ୍କ ସଂଖ୍ୟା ୧,୧୦,୬୩,୦୨୫ରେ ପହଞ୍ଚିଛି । ଜାତୀୟ ସୁସ୍ଥତା ହାର ରହିଛି ୯୬.୪୧% । ଗତ ୨୪ ଘଣ୍ଟା ମଧ୍ୟରେ ୧୭,୭୪୧ ଜଣ ସୁସ୍ଥ ହୋଇଛନ୍ତି ।

 

 

 

ଗତ ୨୪ ଘଣ୍ଟା ମଧ୍ୟରେ ୧୭୨ ଜଣଙ୍କ ମୃତ୍ୟୁ ହୋଇଛି ।

 

 

 

ନୂଆ ମୃତ୍ୟୁ ମଧ୍ୟରୁ ୮୪.୮୮% ହୋଇଛି ପାଞ୍ଚଟି ରାଜ୍ୟରେ । ମହାରାଷ୍ଟ୍ରରେ ସର୍ବାଧିକ ୮୪ ଜଣଙ୍କ ମୃତ୍ୟୁ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପଞ୍ଜାବରେ ୩୫ ଜଣ ଏବଂ କେରଳରେ ୧୩ ଜଣଙ୍କ ମୃତ୍ୟୁ ହୋଇଛି ।

 

 

 

ମୃତ୍ୟୁ ହାର ୧.୫% ରୁ ତଳେ (୧.୩୯%) ରେ ରହିଛି ଏବଂ କ୍ରମେ ହ୍ରାସ ପାଉଛି ।

 

 

 

୧୮ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ଗତ ୨୪ ଘଣ୍ଟା ମଧ୍ୟରେ କୌଣସି କରୋନା ମୃତ୍ୟୁ ହୋଇନାହିଁ । ଏସବୁ ହେଲା; ରାଜସ୍ଥାନ, ଆସାମ, ଚଣ୍ଡିଗଡ଼, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ଓଡ଼ିଶା, ଝାଡ଼ଖଣ୍ଡ, ପୁଡୁଚେରୀ, ଲାକ୍ଷାଦ୍ୱୀପ, ସିକିମ, ଲଦାଖ (କେନ୍ଦ୍ରଶାସିତ ଅଞ୍ଚଳ), ମଣିପୁର, ଦାଦ୍ରା ଓ ନଗର ହାବେଲି ଏବଂ ଦାମନ ଓ ଡିଉ, ମେଘାଳୟ, ନାଗାଲାଣ୍ଡ, ତ୍ରିପୁରା, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ଅରୁଣାଚଳ ପ୍ରଦେଶ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech