ଲୋକସଭା ବାଚସ୍ପତି ଓମ୍ ବିର୍ଲା କରୋନା ପଜିଟିଭ୍

ଜେ ବି ଏନ, ୨୧/୦୩ /୨୦୨୧, (ରିପୋର୍ଟ, ପ୍ରଭାକର ବିଶ୍ଵାଳ), ଭୁବନେଶ୍ବର/ନୂଆଦିଲ୍ଲୀ : ଲୋକସଭା ବାଚସ୍ପତି ଓମ ବିର୍ଲା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ୧୯ ତାରିଖରେ ସେ କୋରନା ଆକ୍ରାନ୍ତ ହୋଇଥିବା ଜଣା ପଡିବା ପରେ ଗତକାଲି ସେ ଦିଲ୍ଲୀ ଏମସରେ ଭର୍ତ୍ତି ହୋଇଛନ୍ତି । ଏମସ କୋଭିଡ ସେଣ୍ଟରରେ ତାଙ୍କୁ ଭର୍ତ୍ତି କରାଯାଇଥିବାବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି l



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-15-scaled.jpg)