Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

ବାଂଲାଦେଶ ମେଣ୍ଟ ଦଳର ନେତାମାନଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

 

ଜେ ବି ଏନ, ୨୬/୦୩/୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ବାଂଲାଦେଶ ଗସ୍ତ ଅବସରରେ 14ଟି ଦଳର ମେଣ୍ଟ ନେତାମାନଙ୍କ ସହିତ ଆବାହକଙ୍କୁ ସାକ୍ଷାତ କରିଥିଲେ। ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ସୁଦୃଢ଼ କରିବା ଲାଗି ଦ୍ୱିପାକ୍ଷିକ ସମ୍ପର୍କର ବ୍ୟାପକ ପ୍ରସଙ୍ଗ ଉପରେ କେନ୍ଦ୍ରିତ ଆଲୋଚନା କରାଯାଇଥିବା ଜଣାପଡିଛି ।