Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
୭ ଦିନ ମଧ୍ୟରେ ଜାତୀୟ ରାଜପଥ ସମ୍ପ୍ରସାରଣ ସମସ୍ୟା ସମାଧାନ ସମନ୍ବୟ ବୈଠକ ଅନୁଷ୍ଠିତ କରିବା ପାଇଁ ପରାମର୍ଶ - Jagrat Bharat News

 ୭ ଦିନ ମଧ୍ୟରେ ଜାତୀୟ ରାଜପଥ ସମ୍ପ୍ରସାରଣ ସମସ୍ୟା ସମାଧାନ ସମନ୍ବୟ ବୈଠକ ଅନୁଷ୍ଠିତ କରିବା ପାଇଁ ପରାମର୍ଶ 

ଜାତୀୟ ରାଜପଥ ସମ୍ପର୍କୀତ ସମୀକ୍ଷା ବୈଠକ

 

 ୭ ଦିନ ମଧ୍ୟରେ ଜାତୀୟ ରାଜପଥ ସମ୍ପ୍ରସାରଣ ସମସ୍ୟା ସମାଧାନ ସମନ୍ବୟ ବୈଠକ ଅନୁଷ୍ଠିତ କରିବା ପାଇଁ ପରାମର୍ଶ 

 

ଜେ ବି ଏନ, ରିପୋର୍ଟ, ସୁଶୀଲ କୁମାର ଆଇଚ, ଅନୁଗୋଳ , ତା.୦୨.୦୪, ୨୦୨୧ : – ଅନୁଗୋଳ ଜିଲ୍ଲା ମଧ୍ୟରେ ଯାଇଥିବା ୫୫ ନଂ ଏବଂ ୧୪୯ ନଂ ଜାତୀୟ ରାଜପଥର ସମ୍ପ୍ରସାରଣ ସମ୍ପର୍କିତ ସମୀକ୍ଷା ବୈଠକ ଆଜି ପୂର୍ବାହ୍ନରେ ସ୍ଥାନୀୟ ସର୍କିଟ ହାଉସ୍ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ବିଧାନସଭାର ଉପ – ବାଚପତି ତଥା ଅନୁଗୋଳ ବିଧାୟକ ଶ୍ରୀ ରଜନୀକାନ୍ତ ସିଂଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ଅଧ୍ୟକ୍ଷତା କରି ବୈଠକର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିବା ସହିତ ପରଷ୍ପର ମଧ୍ୟରେ ସମନ୍ବୟ ରଖି ସମ୍ପ୍ରସାରଣ କାର୍ଯ୍ୟକୁ ତ୍ବରାନ୍ବିତ କଲେ ଜିଲ୍ଲାବାସୀ ଏହାର ସୁଫଳ ଶିଘ୍ର ପାଇପାରିବେ ବୋଲି ଜିଲ୍ଲାପାଳ ପ୍ରକାଶ କରିଛନ୍ତି । ବଅଁରପାଳ ଠାରୁ ବହ୍ଲର ଏବଂ ବହ୍ଲରରୁ ଗୋଡିବନ୍ଧ ପର୍ଯ୍ୟନ୍ତ ୪ ଲେନ୍‌ ବିଶିଷ୍ଟ ଜାତୀୟ ରାଜପଥ ସମ୍ପ୍ରସାରଣ , ଅନୁଗୋଳରୁ ସମ୍ବଲପୁର ପର୍ଯ୍ୟନ୍ତ ଜାତୀୟ ରାଜପଥ ସମ୍ପ୍ରସାରଣ ଏବଂ ଅନୁଗୋଳ ବାଇପାସ୍ ନିର୍ମାଣଧିନ ରାସ୍ତା କାର୍ଯ୍ୟରେ ଉପୁଜୁଥୁବା ସମସ୍ୟାକୁ ତୁରନ୍ତ ସମାଧାନ କରି ସମ୍ପ୍ରସାରଣ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ଉପବାଚସ୍ପତି ପରାମର୍ଶ ଦେଇଛନ୍ତି । ଜାତୀୟ ରାଜପଥ ପ୍ରାଧିକରଣ ସଂସ୍ଥା ଏବଂ ଜିଲ୍ଲା ପ୍ରଶାସନର ବିଭାଗୀୟ କର୍ତ୍ତୁପକ୍ଷ ମଧ୍ୟରେ ଥିବା ସମନ୍ୱୟକୁ ଅଧିକ ବଳବତ୍ତର କରିବା ପାଇଁ ୫୫ନଂ ଜାତୀୟ ରାଜପଥ ସମସ୍ୟା ସମାଧାନ ସମନ୍ଵୟ ବୈଠକ ୭ ଦିନ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ ) ଶ୍ରୀ ତପନ କୁମାର ଶତପଥି ଏବଂ ୧୪୯ନଂ ଜାତୀୟ ରାଜପଥ ସମନ୍ବୟ ବୈଠକ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ ) ଶ୍ରୀ ସନ୍ତୋଷ କୁମାର ପ୍ରଧାନଂକ ଅଧ୍ୟକ୍ଷତାରେ ଅନୁଷ୍ଠିତ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି । ଏହି ୨ ବୈଠକରେ ସମ୍ପ୍ରସାରଣ ସମ୍ପର୍କିତ ସମସ୍ୟାର ଆଶୁ ସମାଧାନ ବାହାର କରାଯାଇ ରାଜପଥ ନିର୍ମାଣ କାର୍ଯ୍ୟକୁ ତ୍ବରାନ୍ବିତ କରିବାକୁ ଉପ – ବାଚସ୍ପତି ପରାମର୍ଶ ଦେଇଛନ୍ତି । ବଅଁରପାଳରୁ ତାଳଚେର ମଧ୍ୟରେ ଜାତୀୟ ରାଜପଥ ସମ୍ପ୍ରସାରଣ ଓ ଓଭରବ୍ରିଜ୍‌ ନିର୍ମାଣ କରାଯିବ । ତାଳଚେରରୁ ବଅଁରପାଳ ଅଭିମୂଖେ ଆସୁଥିବା ଯାନବାହାନ ଓଭରବ୍ରିଜ ତଳ ରାସ୍ତାରେ ଯାତାୟାତ କରିବେ ଏବଂ କଟକରୁ ତାଳଚେର ଆସୁଥିବା ଯାନବାହାନ ଓଭରବ୍ରିଜ ଉପର ଦେଇ ତାଳଚେରରେ ପହଂଚିବେ । ଯାହାଫଳରେ ଯାତାୟାତ ସମୟରେ ବର୍ତ୍ତମାନ ଦେଖାଯାଉଥିବା ସମସ୍ୟାର ସମାଧାନ ହୋଇପାରିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି ।

 

ଅଦ୍ୟାବଧି ଅନୁଗୋଳ ବାଇପାସ୍ ଜମି ଅଧଗ୍ରହଣ ବାବଦରେ ପାଖାପାଖି ୩ କୋଟି ଟଙ୍କା ପ୍ରଦାନ କରାଯାଇଥିବା ବେଳେ ନୂଆହତା , ଶରଧାପୁର , କାଙ୍ଗୁଲା , ଖମାର ଓ ଚନ୍ଦ୍ରବାହାଳ ଗ୍ରାମର ଜମି ପ୍ରଦାନକାରୀଙ୍କ ଅନୁକମ୍ପା ରାଶି ଯଥାଶିଘ୍ର ପ୍ରଦାନ କରାଯିବା ପାଇଁ ଆବଶ୍ୟକ ତ୍ବରିତ ପଦକ୍ଷେପ ନିଆଯାଉଅଛି ବୋଲି ବିଭାଗୀୟ ଅଧିକାରିଣୀ ମନିଷା ଗୁପ୍ତା ବୈଠକକୁ ଅବଗତ କରିଥିଲେ । ସମ୍ପ୍ରସାରଣ ସମୟରେ ଛାତ୍ର ଛାତ୍ରୀମାନଂକ ସୁରକ୍ଷାକୁ ପ୍ରାଧାନ୍ୟ ଦେବା ପାଇଁ ଉପ – ବାଚସ୍ପତି ପରାମର୍ଶ ଦେଇଛନ୍ତି । ସମ୍ପ୍ରସାରଣରେ ପ୍ରଭାବିତ ହେଉଥିବା ଅନୁଗୋଳ ନିକଟସ୍ଥ ଖମାର ବିଦ୍ୟାଳୟ , ବଅଁରପାଳ ନିକଟସ୍ଥ ସନ୍ତରି ବିଦ୍ୟାଳୟ , ବଇଁଣ୍ଡା ନିକଟସ୍ଥ ଲୁହାମୁଣ୍ଡା ବିଦ୍ୟାଳୟ କିମ୍ବା ଜିଲ୍ଲାର ଅନ୍ୟ ବିଦ୍ୟାଳୟ ଓ ଅଂଗନୱାଡି କେନ୍ଦ୍ରଗୁଡିକୁ ଉପଯୁକ୍ତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି । ଅନୁଗୋଳ ସଦର ମହକୁମା ଦେଇ ଯାଇଥିବା ଜାତୀୟ ରାଜପଥର ହସ୍ତାନ୍ତର ପ୍ରକ୍ରିୟା ଆରମ୍ଭ ହୋଇସାରିଛି ଏବଂ ୩୫ କୋଟି ଟଙ୍କା ବ୍ୟୟରେ ଏହି ରାସ୍ତାର ସମ୍ପ୍ରସାରଣ ଓ ଆଧୁନିକକରଣ କରାଯିବ । ସେହିପରି ୧୪୯ ନଂ ଜାତୀୟ ରାଜପଥର ବଅଁରପାଳ ଠାରୁ ଗୋଡିବନ୍ଧ ପର୍ଯ୍ୟନ୍ତ ୧୭.୭୫ କି.ମି ରାସ୍ତାକୁ ୫୨୦ କୋଟି ଟଙ୍କା ବ୍ୟୟରେ ୪ ଲେନ୍‌ ବିଶିଷ୍ଟ ରାସ୍ତାରେ ପରିଣତ କରାଯିବ । ଏହାର ଜମି ଅଧଗ୍ରହଣ କାର୍ଯ୍ୟ ଆରମ୍ଭ ହୋଇସାରିଛି ବୋଲି ଏନ୍ ଏଚ୍ ଏ ଆଇ କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି । ଏହି କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ତାଳଚେର ବିଧାୟକ ଶ୍ରୀ ବ୍ରଜ କିଶୋର ପ୍ରଧାନ ପରାମର୍ଶ ଦେଇଛନ୍ତି । ଏହି ବୈଠକରେ ଅନ୍ୟମାନଂକ ମଧ୍ୟରେ ଛେଣ୍ଡିପଦା ବିଧାୟକ ଶ୍ରୀ ସୁଶାନ୍ତ କୁମାର ବେହେରା , ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଦିଲ୍ଲିପ କୁମାର ସାହୁ , ସମସ୍ତ ଉପଜିଲ୍ଲାପାଳ , ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୁପକ୍ଷର ସ୍ଥାନୀୟ ଟିମ୍ ହେଡ୍ ଶ୍ରୀ ଅନୁପ ପାଣିଗ୍ରାହୀ , ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଏ ଶ୍ରୀନିବାସ ରାଓ ଏବଂ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech