ଏପ୍ରିଲ 7, 2021ରେ ‘ପରୀକ୍ଷା ପେ ଚର୍ଚ୍ଚା 2021’ରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ଜେ ବି ଏନ, ୦୫/୦୪ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 7, 2021 ସନ୍ଧ୍ୟା 7ଟା ସମୟରେ ଭିଡିଓ କନଫରେନ୍ସିଂ ଜରିଆରେ ବିଶ୍ୱବ୍ୟାପୀ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ସହିତ “ପରୀକ୍ଷା ପେ ଚର୍ଚ୍ଚା 2021” କାର୍ଯ୍ୟକ୍ରମରେ ଆଲୋଚନା କରିବେ ।
ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି, “ଏକ ନୂଆ ସ୍ୱରୂପ, ବିଷୟଗୁଡ଼ିକର ବ୍ୟାପକ ଦିଗ ଏବଂ ଆମର ସାହସୀ #ExamWarriors, ଶିକ୍ଷକ ଓ ଅଭିଭାବକଙ୍କ ସହ ଏକ ସ୍ମରଣୀୟ ଆଲୋଚନା ।”
7 ଏପ୍ରିଲରେ 7ଟା ସମୟରେ ‘ପରୀକ୍ଷା ପେ ଚର୍ଚ୍ଚା’ ଦେଖନ୍ତୁ…
https://twitter.com/narendramodi/status/1378912475010138114?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1378912475010138114%7Ctwgr%5E%7Ctwcon%5Es1_c10&ref_url=https%3A%2F%2Fpib.gov.in%2FPressReleasePage.aspx%3FPRID%3D1709630

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-19.jpg)

