Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ଦେଶରେ ମୋଟ ଟିକାକରଣ ୮.୭ କୋଟି ଅତିକ୍ରମ କଲା ଏବଂ ଗତ ୨୪ ଘଣ୍ଟାରେ ୩୩ ଲକ୍ଷରୁ ଅଧିକ ଡୋଜ ପ୍ରଦାନ - Jagrat Bharat News

ଦେଶରେ ମୋଟ ଟିକାକରଣ ୮.୭ କୋଟି ଅତିକ୍ରମ କଲା ଏବଂ ଗତ ୨୪ ଘଣ୍ଟାରେ ୩୩ ଲକ୍ଷରୁ ଅଧିକ ଡୋଜ ପ୍ରଦାନ

ଦେଶରେ ମୋଟ ଟିକାକରଣ ୮.୭ କୋଟି ଅତିକ୍ରମ କଲା ଏବଂ ଗତ ୨୪ ଘଣ୍ଟାରେ ୩୩ ଲକ୍ଷରୁ ଅଧିକ ଡୋଜ ପ୍ରଦାନ

 

 

ଜେ ବି ଏନ, ୦୭/୦୪ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : ଦେଶରେ ଆଜି ମୋଟ ଟିକା ଡୋଜ ପରିଚାଳନା ସଂଖ୍ୟା ୮.୭୦ କୋଟି ଅତିକ୍ରମ କରିଛି ।

 

 

 

ଆଜି ସକାଳ ୭ଟା ସୁଦ୍ଧା ହସ୍ତଗତ ହୋଇଥିବା ରିପୋର୍ଟ ଅନୁସାରେ ଦେଶରେ ୧୩,୩୨,୧୩୦ ସେସନ ଜରିଆରେ ମୋଟ ୮,୭୦,୭୭,୪୭୪ ଟିକା ଡୋଜ ପରିଚାଳନା କରାଯାଇ ସାରିଲାଣି । ଏଥିରେ ୮୯,୬୩,୭୨୪ ସ୍ୱାସ୍ଥ୍ୟ କର୍ମୀ ପ୍ରଥମ ଡୋଜ ନେଇଥିବା ବେଳେ ୫୩,୯୪,୯୧୩ ସ୍ୱାସ୍ଥ୍ୟ କର୍ମୀ ଟିକାର ଦ୍ୱିତୀୟ ଡୋଜ ଗ୍ରହଣ କରିଛନ୍ତି । ସେହିଭଳି ୯୭,୩୬,୬୨୯ ଫ୍ରଣ୍ଟଲାଇନ କର୍ମଚାରୀ ପ୍ରଥମ ଡୋଜ ନେଇଥିବା ବେଳେ ୪୩,୧୨,୮୨୬ ଫ୍ରଣ୍ଟଲାଇନ କର୍ମଚାରୀ ଦ୍ୱିତୀୟ ଡୋଜ ନେଇସାରିଲେଣି । ୬୦ ବର୍ଷରୁ ଊଦ୍ଧ୍ୱର୍ ବୟସର ୩,୫୩,୭୫,୯୫୩ ହିତାଧିକାରୀ ପ୍ରଥମ ଡୋଜ ଏବଂ ୧୦,୦୦,୭୮୭ ହିତାଧିକାରୀ ଦ୍ୱିତୀୟ ଡୋଜ ନେଇଥିବା ବେଳେ ୪୫ରୁ ୬୦ ବର୍ଷ ବୟସର ୨,୧୮,୬୦,୭୦୯ ହିତାଧିକାରୀ ପ୍ରଥମ ଓ ୪,୩୧,୯୩୩ ହିତାଧିକାରୀ ଦ୍ୱିତୀୟ ଡୋଜ ଗ୍ରହଣ କରିସାରିଲେଣି ।

 

HCWs

 

FLWs

 

Over 45 years

 

Over 60 years

 

 

 

Total

 

1st Dose

 

2nd Dose

 

1st Dose

 

2nd Dose

 

1st Dose

 

2nd Dose

 

1st Dose

 

2nd Dose

 

89,63,724

 

53,94,913

 

97,36,629

 

43,12,826

 

2,18,60,709

 

4,31,933

 

3,53,75,953

 

10,00,787

 

8,70,77,474

 

 

 

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ଲକ୍ଷରୁ ଅଧିକ ଟିକା ଡୋଜ ପରିଚାଳନା କରାଯାଇଛି ।

 

 

 

ଟିକାକରଣ ଅଭିଯାନର ୮୧ତମ ଦିନ (୨୦୨୧ ଏପ୍ରିଲ ୬)ରେ ୩୩,୩୭,୬୦୧ ଟିକା ଡୋଜ ଦିଆଯାଇଛି । ତନ୍ମଧ୍ୟରୁ ୩୦,୦୮,୦୮୭ ହିତାଧିକାରୀ ୪୧,୩୯୬ ସେସନରେ ପ୍ରଥମ ଡୋଜ ନେଇଥିବା ବେଳେ ୩,୨୯,୫୧୪ ହିତାଧିକାରୀ ଟିକାର ଦ୍ୱିତୀୟ ଡୋଜ ଗ୍ରହଣ କରିଛନ୍ତି ।

 

Date: 6th April,2021

 

HCWs

 

FLWs

 

45 to <60 years

 

Over 60 years

 

Total Achievement

 

1stDose

 

2ndDose

 

1stDose

 

2nd Dose

 

1stDose

 

2nd Dose

 

1stDose

 

2nd Dose

 

1stDose

 

2ndDose

 

3,254

 

21,899

 

17,568

 

1,07,050

 

19,70,693

 

39,424

 

10,16,572

 

1,61,141

 

30,08,087

 

3,29,514

 

 

 

ଏଭଳି ଘଟଣାକ୍ରମେ କୋଭିଡ ଟିକାକରଣରେ ଆମେରିକାକୁ ଅତିକ୍ରମ କରି ଭାରତ ବିଶ୍ୱର ଦ୍ରୁତତମ ଟିକା ଡୋଜ ପ୍ରଦାନକାରୀ ରାଷ୍ଟ୍ର ଭାବେ ଉଭା ହୋଇଛି । ଦିନକୁ ଭାରତରେ ହାରାହାରି ୩୦,୯୩,୮୬୧ ଟିକା ଡୋଜ ଦିଆଯାଉଛି ।

 

 

 

ଅନ୍ୟପକ୍ଷରେ ଭାରତର ଦୈନିକ ନୂଆ କରୋନା ଆକ୍ରାନ୍ତ ମାମଲା ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୧,୧୫,୭୩୬ ନୂଆ ମାମଲା ପଂଜିକୃତ ହୋଇଛି ।

 

 

 

୮ଟି ରାଜ୍ୟ ଯଥା ମହାରାଷ୍ଟ୍ର, ଛତିଶଗଡ଼, କର୍ଣ୍ଣାଟକ, ଉତ୍ତର ପ୍ରଦେଶ, ଦିଲ୍ଲୀ, ମଧ୍ୟ ପ୍ରଦେଶ, ତାମିଲନାଡୁ ଓ କେରଳରେ ଦୈନିକ ନୂଆ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି । ଦେଶରେ ଗତ ୨୪ ଘଣ୍ଟାରେ ଦେଖାଦେଇଥିବା ମୋଟ ନୂଆ ମାମଲା ମଧ୍ୟରୁ ୮୦.୭୦% ଏହି ୮ଟି ରାଜ୍ୟରୁ ଆସିଛି ।

 

 

 

ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟାରେ ସର୍ବାଧିକ ୫୫,୪୬୯ ନୂଆ ମାମଲା ରେକର୍ଡ କରାଯାଇଛି । ଏହା ପଛକୁ ଥିବା ଛତିଶଗଡ଼ରେ ୯,୯୨୧ ନୂଆ ମାମଲା ଦେଖାଦେଇଥିବା ବେଳେ କର୍ଣ୍ଣାଟକରେ ୬,୧୫୦ ମାମଲା ସାମ୍ନାକୁ ଆସିଛି ।

 

 

 

ତଳେ ଦର୍ଶାଯାଇଥିବା ସୂଚନା ମୁତାବକ ୧୨ଟି ରାଜ୍ୟରେ ଦୈନିକ ନୂଆ କରୋନା ମାମଲା ଉପରମୁହାଁ ହୋଇଛି ।

 

 

 

 

 

 

 

ଦୈନିକ ପଜିଟିଭିଟି ଗ୍ରାଫ କ୍ରମାଗତ ଭାବେ ବଢୁଛି ଏବଂ ଏବେ ଏହା ୮.୪୦% ରହିଛି ।

 

 

 

ଭାରତର ମୋଟ ସକି୍ରୟ କରୋନା ମାମଲା ୮,୪୩,୪୭୩ରେ ପହଞ୍ଚିଛି । ଭାରତର ମୋଟ କରୋନା ମାମଲାର ଏହା ଏବେ ୬.୫୯% ରହିଛି । ଗତ ୨୪ ଘଣ୍ଟାରେ ଦେଶର ମୋଟ ସକି୍ରୟ ମାମଲାରେ ଆଉ ୫୫,୨୫୦ ଯୋଡ଼ି ହୋଇଯାଇଛି ।

 

 

 

ଭାରତର ମୋଟ କରୋନା ସକି୍ରୟ ମାମଲା ମଧ୍ୟରୁ ୭୪.୫% ମହାରାଷ୍ଟ୍ର, ଛତିଶଗଡ଼, କର୍ଣ୍ଣାଟକ, କେରଳ ଓ ଉତ୍ତର ପ୍ରଦେଶରୁ ରହିଛି । ଦେଶର ମୋଟ ସକି୍ରୟ ମାମଲାର ୫୬.୧୭% କେବଳ ମହାରାଷ୍ଟ୍ରରୁ ରହିଛି ।

 

 

 

ଏଭଳି ସ୍ଥିତିରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ସକି୍ରୟ ଭାବେ ସାମିଲ ରହି କାର୍ଯ୍ୟ କରୁଛି । ବିଶେଷକରି ଅଧିକ ନୂଆ ମାମଲା ବଢୁଥିବା ଏବଂ ସକି୍ରୟ ମାମଲା ଅଧିକ ରହିଥିବା ରାଜ୍ୟଗୁଡ଼ିକ ଉପରେ ଅଧିକ ଫୋକସ ଦିଆଯାଉଛି । ୨୦୨୧ ଏପି୍ରଲ ୪ ତାରିଖରେ ପ୍ରଧାନମନ୍ତ୍ରୀ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ଦେଶର କରୋନା ମହାମାରୀ ଓ ଦେଶବ୍ୟାପୀ ଚାଲିଥିବା ଟିକାକରଣ ସ୍ଥିତିର ସମୀକ୍ଷା କରିଥିଲେ । ଏହାଛଡ଼ା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନ ଗତକାଲି ଭିଡିଓ କନଫରେନ୍ସ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି କୋଭିଡ-୧୯ ମାମଲା ସଂଖ୍ୟା ଅଧିକ ଥିବା ଏବଂ ଅଧିକ ମୃତୁ୍ୟ ହାର ଥିବା ୧୧ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ସଂକ୍ରମଣ ଓ ଟିକାକରଣ ସ୍ଥିତି ବାବଦରେ ସମୀକ୍ଷା କରିଥିଲେ । ସେହିଭଳି ୨୦୨୧ ଏପି୍ରଲ ୨ ତାରିଖ ଅର୍ଥାତ ଶୁକ୍ରବାର କ୍ୟାବିନେଟ ସଚିବ ଏକ ଉଚ୍ଚସ୍ତରୀୟ ବୈଠକରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ସଚିବ, ଡିଜିପି ଏବଂ ସ୍ୱାସ୍ଥ୍ୟ ସଚିବମାନଙ୍କ ସହ ସ୍ଥିତି ସମୀକ୍ଷା କରିଥିଲେ । ବୈଠକରେ ବିଶେଷକରି ଗତ ଦୁଇ ସପ୍ତାହ ହେଲା ଦୈନିକ ମାମଲା ଅଧିକ ରହିଥିବା ଏବଂ ଦୈନିକ କରୋନା ମୃତୁ୍ୟ ହାର ଅଧିକ ଦେଖିଥିବା ୧୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଉପରେ ଗୁରୁତ୍ୱ ଦିଆଯାଇଥିଲା । ଏହାଛଡ଼ା ନିୟମିତ ଭାବେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସଚିବମାନଙ୍କ ସହ ବୈଠକ କରି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ସ୍ଥିତି ଉପରେ ନଜର ରଖିଛନ୍ତି । କେନ୍ଦ୍ର ସରକାର ଇତିମଧ୍ୟରେ ମହାରାଷ୍ଟ୍ର, ପଂଜାବ ଓ ଛତିଶଗଡ଼କୁ ୫୦ଟି ଉଚ୍ଚସ୍ତରୀୟ ଟିମ ପଠାଇଛନ୍ତି । କୋଭିଡ ନିୟନ୍ତ୍ରଣ ଓ ପରିଚାଳନା ବାବଦରେ ପଦକ୍ଷେପ ନେବା ପାଇଁ ରାଜ୍ୟଗୁଡ଼ିକୁ ଏହି ଟିମଗୁଡ଼ିକ ସହଯୋଗ ପ୍ରଦାନ କରିବେ । ଏହି ଟିମଗୁଡ଼ିକ ରାଜ୍ୟଗୁଡ଼ିକରେ ୩-୫ ଦିନ ପାଇଁ ରହିବେ ।

 

 

 

ଭାରତର ମୋଟ କରୋନା ଆରୋଗ୍ୟ ମାମଲା ଆଜି ୧,୧୭,୯୨,୧୩୫ରେ ପହଞ୍ଚିଛି । ଜାତୀୟ ଆରୋଗ୍ୟ ହାର ଏବେ ୯୨.୧୧% ରହିଛି ।

 

 

 

ଗତ ୨୪ ଘଣ୍ଟାରେ ଦେଶରେ ମୋଟ ୫୯,୮୫୬ ଜଣ ଆକ୍ରାନ୍ତ ରୋଗୀ ସୁସ୍ଥ ହୋଇଛନ୍ତି ।

 

 

 

 

 

 

ଗତ ୨୪ ଘଣ୍ଟାରେ ଦେଶରେ ୬୩୦ କରୋନା ମୃତ୍ୟୁ ରେକର୍ଡ କରାଯାଇଛି ।

 

 

 

ନୂଆ ଦୈନିକ କରୋନା ମୃତୁ୍ୟ ମଧ୍ୟରୁ ୮ଟି ରାଜ୍ୟର ଅଂଶ ୮୪.୪୪% ରହିଛି । ମହାରାଷ୍ଟ୍ରରେ ସର୍ବାଧିକ ୨୯୭ ରୋଗୀ ପ୍ରାଣ ହରାଇଥିବା ବେଳେ ଏହା ପଛକୁ ଥିବା ପଂଜାବରେ ୬୧ ଜଣଙ୍କ ମୃତୁ୍ୟ ଘଟିଛି ।

 

 

 

ଦେଶର କରୋନା ମୃତୁ୍ୟ ହାର କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି ଏବଂ ଏହା ଏବେ ୧.୩୦% ରହିଛି ।

 

 

 

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ୧୧ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ଗୋଟିଏ ବି କୋଭିଡ-୧୯ ମୃତୁ୍ୟ ରିପୋର୍ଟ ହୋଇନାହିଁ । ଏଗୁଡ଼ିକ ମଧ୍ୟରେ ଓଡ଼ିଶା, ଲଦାଖ (ୟୁଟି), ଡାମନ ଓ ଡିଉ ଏବଂ ଦାଦ୍ରା ଓ ନଗର ହାବେଳି, ନାଗାଲାଣ୍ଡ, ମେଘାଳୟ, ସିକ୍କିମ, ମଣିପୁର, ଲାକ୍ଷାଦ୍ୱୀପ, ମିଜୋରାମ, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଂଜ ଏବଂ ଅରୁଣାଚଳ ପ୍ରଦେଶ ରହିଛି ।

 

 

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech