Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ଟିକା ଉତ୍ସବର ପ୍ରଥମ ଦିନରେ ପ୍ରାୟ ୩୦ ଲକ୍ଷ ଟିକା ନେଇଥିବା ବେଳେ ମୋଟ ଟିକାକରଣ ୧୦ କୋଟି ୪୫ ଲକ୍ଷରେ ପହଞ୍ଚିଛି - Jagrat Bharat News

ଟିକା ଉତ୍ସବର ପ୍ରଥମ ଦିନରେ ପ୍ରାୟ ୩୦ ଲକ୍ଷ ଟିକା ନେଇଥିବା ବେଳେ ମୋଟ ଟିକାକରଣ ୧୦ କୋଟି ୪୫ ଲକ୍ଷରେ ପହଞ୍ଚିଛି

ଟିକା ଉତ୍ସବର ପ୍ରଥମ ଦିନରେ ପ୍ରାୟ ୩୦ ଲକ୍ଷ ଟିକା ନେଇଥିବା ବେଳେ ମୋଟ ଟିକାକରଣ ୧୦ କୋଟି ୪୫ ଲକ୍ଷରେ ପହଞ୍ଚିଛି

ଦୈନିକ ନୂଆ ମାମଲାର ୮୧% ଆସିଛନ୍ତି ୧୦ ରାଜ୍ୟରୁ ମୋଟ ସକ୍ରିୟ କରୋନା ମାମଲାର ୭୦.୧୬% ଅଛନ୍ତି ପାଞ୍ଚ ରାଜ୍ୟରେ

 

 

 

ଜେ ବି ଏନ, ୧୩/୦୪ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : ଆଜି ଦେଶବ୍ୟାପୀ ଟିକା ଉତ୍ସବର ଦ୍ୱିତୀୟ ଦିନରେ ଟିକାକରଣ ଚାଲିଛି । ଦେଶରେ ଆଜି ପର୍ଯ୍ୟନ୍ତ ମୋଟ ଟିକାକରଣ ୧୦ କୋଟି ୪୫ ଲକ୍ଷକୁ ଟପି ଯାଇଛି ।

 

ଆଜି ସକାଳ ୭ଟା ସୁଦ୍ଧା ଦେଶରେ ୧୫,୫୬,୩୬୧ ସେସନରେ ମୋଟ ୧୦,୪୫,୨୮,୫୬୫ ଡୋଜ୍ ଟିକା ପ୍ରଦାନ କରାଯାଇଛି । ଏହା ମଧ୍ୟରେ ରହିଛି, ୯୦,୧୩,୨୮୯ ଏଚସିଡବ୍ଲୁଙ୍କୁ ପ୍ରଥମ ଡୋଜ୍, ୫୫,୨୪,୩୪୪ ଜଣ ଏଚସିଡବ୍ଲୁଙ୍କୁ ଦ୍ୱିତୀୟ ଡୋଜ୍, ୯୯,୯୬,୮୭୯ ଜଣ ଏଫଏଲଡବ୍ଲୁଙ୍କୁ ପ୍ରଥମ ଡୋଜ୍, ୪୭,୯୫,୭୫୬ ଜଣ ଏଫଏଲଡବ୍ଲୁଙ୍କୁ ଦ୍ୱିତୀୟ ଡୋଜ୍, ୬୦ ବର୍ଷରୁ ଅଧିକ ବୟସର ୪,୦୫,୩୦,୩୨୧ ଜଣଙ୍କୁ ପ୍ରଥମ ଡୋଜ୍, ୧୯,୪୨,୭୦୫ ଜଣଙ୍କୁ ଦ୍ୱିତୀୟ ଡୋଜ୍ ଏବଂ ୪୫ ବର୍ଷରୁ ୬୦ ବର୍ଷ ମଧ୍ୟରେ ୩,୨୦,୪୬,୯୧୧ ଜଣଙ୍କୁ ପ୍ରଥମ ଡୋଜ୍ ଓ ୬,୭୮,୩୬୦ ଜଣଙ୍କୁ ଦ୍ୱିତୀୟ ଡୋଜ୍ ଟିକା ଦିଆଯାଇଛି ।

 

HCWs

 

FLWs

 

Age Group 45-60 years

 

Over 60 years

 

 

 

Total

 

1st Dose

 

2nd Dose

 

1st Dose

 

2nd Dose

 

1st Dose

 

2nd Dose

 

1st Dose

 

2nd Dose

 

90,13,289

 

55,24,344

 

99,96,879

 

47,95,756

 

3,20,46,911

 

6,78,360

 

4,05,30,321

 

19,42,705

 

10,45,28,565

 

 

 

 

ଦେଶରେ ହୋଇଥିବା ମୋଟ ଟିକାକରଣ ୬୦.୧୩% ଟିକା ଦିଆଯାଇଛି ଆଠଟି ରାଜ୍ୟରେ ।

 

 

ଟିକା ଉତ୍ସବର ପ୍ରଥମ ଦିବସରେ ଗତକାଲି ପ୍ରାୟ ୩୦ ଲକ୍ଷ ଡୋଜ୍ ଟିକା ଦିଆଯାଇଛି ।

 

ଟିକା ଉତ୍ସବର ପ୍ରଥମ ଦିନରେ ଗତକାଲି ୬୩,୮୦୦ ଟିକାକରଣ କେନ୍ଦ୍ରରେ ଟିକା ଦିଆଯାଇଥିଲା, ଯାହାକି ହାରାରାରି ୧୮,୮୦୦ ଟିକାକରଣ କେନ୍ଦ୍ର ଅଧିକ ହୋଇଥିଲା । ଅନେକ ଟିକାକରଣ କେନ୍ଦ୍ର ଘରୋଇ କାର୍ଯ୍ୟକ୍ଷେତ୍ରରେ ହୋଇଥିଲା । ଗତକାଲି ରବିବାର ଥିଲା, ଯେଉଁଦିନ କି ସାଧାରଣତଃ କମ୍ ଟିକାଦାନ ହୋଇଥାଏ, କିନ୍ତୁ ଟିକା ଉତ୍ସବର ଏହି ପ୍ରଥମ ଦିନରେ ପ୍ରାୟ ୩୦ ଲକ୍ଷ ଟିକା ଦିଆଯାଇଥିଲା ।

 

ଟିକାକରଣ ଅଭିଯାନର ୮୬ତମ ଦିବସ (ଏପ୍ରିଲ ୧୧, ୨୦୨୧)ରେ ୨୯,୩୩,୪୧୮ ଡୋଜ୍ ଟିକା ଦିଆଯାଇଥିଲା । ଏଥିରୁ ୩୮,୩୯୮ ସେସନରେ ୨୭,୦୧,୪୩୯ ଜଣ ହିତାଧିକାରୀଙ୍କୁ ପ୍ରଥମ ଡୋଜ୍ ଓ ୨,୩୧,୯୭୯ ହିତାଧିକାରୀଙ୍କୁ ଦ୍ୱିତୀୟ ଡୋଜ୍ ଦିଆଯାଇଛି ।

 

Date: 11th April, 2021

 

HCWs

 

FLWs

 

45 to <60 years

 

Over 60 years

 

Total Achievement

 

1stDose

 

2ndDose

 

1stDose

 

2nd Dose

 

1stDose

 

2nd Dose

 

1stDose

 

2nd Dose

 

1stDose

 

2ndDose

 

9,226

 

16,055

 

43,264

 

36,547

 

17,70,258

 

36,878

 

8,78,691

 

1,42,499

 

27,01,439

 

2,31,979

 

ବିଶ୍ୱସ୍ତରରେ ଦୈନିକ କରୋନା ଟିକା ପ୍ରଦାନ କ୍ଷେତ୍ରରେ ଭାରତ ଅଗ୍ରଣୀ ସ୍ଥାନରେ ରହିପାରିଛି । ଭାରତରେ ଦିନକୁ ହାରାହାରି ୪୦,୫୫,୦୫୫ ଡୋଜ୍ ଟିକା ଦିଆଯାଇଛି । ଗତକାଲି ୩୮,୩୪,୫୭୪ ଡୋଜ୍ ଟିକା ଦିଆଯାଇଛି ।

 

 

 

ଭାରତରେ ଦୈନିକ କରୋନା ମାମଲା କ୍ରମାଗତ ଭାବେ ବୃଦ୍ଧି ପାଇଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୬୮,୯୧୨ କରୋନା ମାମଲା ଚିହ୍ନଟ ହୋଇଛି ।

 

ମହାରାଷ୍ଟ୍ର, ଉତ୍ତର ପ୍ରଦେଶ, ଦିଲ୍ଲୀ, ଛତିଶଗଡ଼, କର୍ଣ୍ଣାଟକ, କେରଳ, ତାମିଲନାଡ଼ୁ, ମଧ୍ୟପ୍ର୍ରଦେଶ, ଗୁଜରାଟ ଏବଂ ରାଜସ୍ଥାନ ଆଦି ଦଶଟି ରାଜ୍ୟରେ ଦୈନିକ କରୋନା ମାମଲା ବୃଦ୍ଧି ପାଉଛି । ନୂତନ ମାମଲା ମଧ୍ୟରୁ ୮୩.୦୨% ଆସିଛି ଦଶଟି ରାଜ୍ୟରୁ ।

 

ମହାରାଷ୍ଟ୍ରରେ ଦିନକରେ ସର୍ବାଧିକ ୬୩,୨୯୪ କରୋନା ମାମଲା ଚିହ୍ନଟ ହୋଇଛି । ଏହା ପଛକୁ ଉତ୍ତର ପ୍ରଦେଶରେ ୧୫,୨୭୬ ଏବଂ ଦିଲ୍ଲୀରେ ୧୦,୭୭୪ ମାମଲା ଆସିଛି ।

 

 

ନିମ୍ନରେ ସୂଚିତ ହୋଇଥିବା ୧୬ଟି ରାଜ୍ୟରେ ଦୈନିକ କରୋନା ମାମଲା ଉପରମୁହାଁ ଥିବା ଉଲ୍ଲେଖ ହୋଇଛି ।

 

 

ଭାରତରେ ମୋଟ କରୋନା ସକ୍ରିୟ ମାମଲା ଏବେ ୧୨,୦୧,୦୦୯ରେ ପହଞ୍ଚିଛି । ଏହା ଏବେ ଦେଶର ମୋଟ ପଜିଟିଭ୍ ମାମଲାର ୮.୮୮% ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ସକ୍ରିୟ ମାମଲାରେ ସିଧାସଳଖ ୯୨,୯୨୨ ବୃଦ୍ଧି ହୋଇଛି ।

 

ମହାରାଷ୍ଟ୍ର, ଛତିଶଗଡ଼, କର୍ଣ୍ଣାଟକ, ଉତ୍ତର ପ୍ରଦେଶ ଏବଂ କେରଳ ଆଦି ପାଞ୍ଚଟି ରାଜ୍ୟରେ ଦେଶର ମୋଟ ସକ୍ରିୟ ମାମଲାର ୭୦.୧୬% ମାମଲା ରହିଛି । କେବଳ ମହାରାଷ୍ଟ୍ରରେ ରହିଛି ଦେଶର ମୋଟ ସକ୍ର୍ରିୟ ମାମଲାର ୪୭.୨୨% ମାମଲା ।

 

 

ଭାରତରେ ଏ ପର୍ଯ୍ୟନ୍ତ ମୋଟ ୧,୨୧,୫୬,୫୨୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଜାତୀୟ ସୁସ୍ଥତା ହାର ରହିଛି ୮୯.୮୬% ।

 

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୫,୦୮୬ ଜଣ ସୁସ୍ଥ ହୋଇଛନ୍ତି ।

 

ଦୈନିକ କରୋନା ମୃତୁ୍ୟ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୦୪ ଜଣଙ୍କ ମୃତୁ୍ୟ ହୋଇଛି ।

 

ନୂଆ ମୃତୁ୍ୟ ମଧ୍ୟରୁ ୮୯.୧୬% ମୃତୁ୍ୟ ହୋଇଛି ଦଶଟି ରାଜ୍ୟରେ । ମହାରାଷ୍ଟ୍ରରେ ସର୍ବାଧିକ ୩୪୯ ଜଣଙ୍କ ମୃତୁ୍ୟ ହୋଇଥିବା ବେଳେ ଛତିଶଗଡ଼ରେ ୧୨୨ ଜଣଙ୍କ ମୃତୁ୍ୟ ହୋଇଛି ।

 

 

୯ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ଗତ ୨୪ ଘଣ୍ଟା ମଧ୍ୟରେ କୌଣସି କରୋନା ମୃତୁ୍ୟ ହୋଇନାହିଁ । ଏସବୁ ହେଲା ଓଡ଼ିଶା, ହିମାଚଳ ପ୍ରଦେଶ, ଲଦାଖ (କେନ୍ଦ୍ରଶାସିତ ଅଞ୍ଚଳ) ଦାମନ ଓ ଡିଉ ଏବଂ ଦାଦ୍ରା ଓ ନଗର ହାବେଲି, ମେଘାଳୟ, ସିକିମ, ଲାକ୍ଷାଦ୍ୱୀପ, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ଅରୁଣାଚଳ ପ୍ରଦେଶ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech