ଢେଙ୍କାନାଳ ଜିଲ୍ଲାସ୍ତରୀୟ ଇନ୍‌ସ୍ପାୟାର – ମାନକ ପ୍ରକଳ୍ପ ପ୍ରଦର୍ଶନୀ ଓ ପ୍ରତିଯୋଗିତା – ୨୦୨୧ – ୨୨ ଉଦ୍‌ଘାଟିତ

ଢେଙ୍କାନାଳ ଜିଲ୍ଲାସ୍ତରୀୟ ଇନ୍‌ସ୍ପାୟାର – ମାନକ ପ୍ରକଳ୍ପ ପ୍ରଦର୍ଶନୀ ଓ ପ୍ରତିଯୋଗିତା – ୨୦୨୧ – ୨୨ ଉଦ୍‌ଘାଟିତ

ଢେଙ୍କାନାଳ , ୦୫୦୦୧ : ଢେଙ୍କାନାଳ ସଦର ବ୍ଲକ୍ ଅନ୍ତର୍ଗତ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର , ମାତୃଭବନ ବାରଦା ପରିସରରେ ଅପରାହ୍ନ ୪ ଘଟିକା ସମୟରେ ଢେଙ୍କାନାଳ ଜିଲ୍ଲାସ୍ତରୀୟ ଇନ୍‌ୟାର – ମାନକ ପ୍ରକଳ୍ପ ପ୍ରଦର୍ଶନୀ ଓ ପ୍ରତିଯୋଗିତା – ୨୦୨୧ – ୨୨ ଉଦ୍‌ଯାପିତ ହୋଇଯାଇଅଛି । ଏହି ଅବସରରେ ଆୟୋଜିତ ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥ୍ ଭାବରେ ଢେଙ୍କାନାଳ ଜିଲ୍ଲା ଶିକ୍ଷା ଅଧିକାରୀ ନିବେଦିତା ପାଣି ଯୋଗଦେଇ ପ୍ରତ୍ୟେକ ସ୍କୁଲ୍‌ରେ ବିଜ୍ଞାନ ବ୍ଲକ୍ ଗଠନ କରି ଆଇଡିଆ ବାକ୍ସ ମାଧ୍ୟମରେ ଶିକ୍ଷାର୍ଥୀମାନଙ୍କର ସୃଜନଶୀଳତା ବୃଦ୍ଧି କରି ବିଜ୍ଞାନକୁ ସର୍ବଜନାଦୃତ କରାଯାଇପାରିବ ବୋଲି ଦୃଢ ମତବ୍ୟକ୍ତ କରିଥିଲେ । ଅନ୍ୟତମ ସମ୍ମାନିତ ଅତିଥି ଭାବରେ ଶିକ୍ଷାର୍ଥୀମାନଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାକୁ ପରିସ୍ଫୁଟନ କରିବା ପାଇଁ ବିଜ୍ଞାନ ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ଭୂମିକା ଗ୍ରହଣ କରିବାକୁ ସୁପରାମର୍ଶ ପ୍ରଦାନ କରିଥିଲେ । ସେହିପରି ଅନ୍ୟତମ ସମ୍ମାନିତ ଅତିଥି ଭାବରେ ଢେଙ୍କାନାଳ ସଦର ଗୋଷ୍ଠୀ ଶିକ୍ଷା ଅଧିକାରୀ ବ୍ରହ୍ମାନନ୍ଦ ରାଉତ ଯୋଗଦାନ କରି ଶିକ୍ଷାର୍ଥୀମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ବିଜ୍ଞାନ ପ୍ରତିଭାକୁ ଇନ୍‌ସ୍ପାୟାର – ମାନକ ପ୍ରକଳ୍ପ ପ୍ରଦର୍ଶନୀ ମାଧ୍ୟମରେ ପ୍ରେରଣା ପ୍ରଦାନ କରି ବିଜ୍ଞାନକୁ ଲୋକଲୋଚନକୁ ଆଣିବାକୁ ନିରନ୍ତର ପ୍ରୟାସ କରିଥାଏ ବୋଲି ଦୃଢ ଅଭିବ୍ୟକ୍ତି ପ୍ରଦାନ କରିଥିଲେ । ଅନ୍ୟତମ ସମ୍ମାନିତ ଅତିଥି ଭାବରେ ପ୍ରଫୁଲ୍ଲ କୁମାର କାଲୋ , ଗୋଷ୍ଠୀ ଶିକ୍ଷା ଅଧିକାରୀ , ଓଡାପଡା ବିଜ୍ଞାନକୁ ଲୋକପ୍ରିୟ କରିବାକୁ ଶିକ୍ଷା ବିଭାଗର ପ୍ରୟାସ ଅଭିନନ୍ଦନୀୟ ବୋଲି ମତପ୍ରକାଶ କରିଥିଲେ । ଇନ୍‌ସାୟାର ଓ ମାନକର ରାଜ୍ୟ ସଂଯୋଜିକା ପ୍ରଜ୍ଞା ଋତୁପର୍ଣ୍ଣା ସ୍ଵତନ୍ତ୍ର ବିଚାରକ ଭାବରେ ମଂଚାସୀନ ହୋଇ ସୀୟ ବକ୍ତବ୍ୟରେ ପ୍ରକଳ୍ପ ପ୍ରସ୍ତୁତି ସଂପର୍କରେ ସୁପରାମର୍ଶ ପ୍ରଦାନ କରିଥିଲେ । ଶ୍ରୀ ଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର , ମାତୃଭବନ ବାରଦାର ପ୍ରଧାନ ଶିକ୍ଷକ ରୂପଶ୍ରୀ ରଥ ମଧ୍ୟ ମଂଚାସୀନ ଥିଲେ । ଢେଙ୍କାନାଳ ଜିଲ୍ଲା ଅତିରିକ୍ତ ଶିକ୍ଷାଧିକାରୀ ସସ୍ମିତା ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉଦ୍‌ଯାପନୀ ଉତ୍ସବରେ ସ୍ତ୍ରୀୟ ସଭାପତିଙ୍କ ଅଭିଭାଷଣରେ ନିରୀକ୍ଷଣ ସହ ଅଧ୍ୟୟନ କଲେ ଅନେକ ଉଦ୍ଭାବନ ସମ୍ଭବ ହୋଇପାରିବ ଓ ବିଜ୍ଞାନ ପ୍ରକଳ୍ପ ଗୁଡିକ ଲୋକାଭିମୁଖୀ ହୋଇ ସମାଜ କଲ୍ୟାଣରେ ଲାଗିବା ଦରକାର ବୋଲି ସେ ଦୃଢୋକ୍ତି ପ୍ରକାଶ କରିଥିଲେ । ପ୍ରଧାନଶିକ୍ଷକ ବଟ ବିହାରୀ ହାଇସ୍କୁଲ୍ ତରଭା ତଥା ଜିଲ୍ଲା ବିଜ୍ଞାନ କମିଟି ସଦସ୍ୟ ସନ୍ତୋଷ କୁମାର ପାଣିଗ୍ରାହୀ ସାଗତ ଭାଷଣ , ଅତିଥ୍‌ ପରିଚୟ ପ୍ରଦାନ ଓ ସଭା ସଂଯୋଜନା କରିଥିବାବେଳେ ଢେଙ୍କାନାଳ ଜିଲ୍ଲା ବିଜ୍ଞାନ ସୁପରଭାଇଜର ଲକ୍ଷ୍ମୀଧର ମହାନ୍ତ ବାର୍ଷିକ ବିବରଣୀ ପ୍ରଦାନ କରିବା ସଙ୍ଗେ ସଙ୍ଗେ ଧନ୍ୟବାଦାର୍ପଣ କରିଥିଲେ । ଢେଙ୍କାନାଳ ଜିଲ୍ଲାରୁ ସର୍ବମୋଟ୍ ୨୨୮ଟି ପ୍ରକଳ୍ପ ପ୍ରଦର୍ଶନୀରେ ପ୍ରଦର୍ଶିତ ହୋଇଥିଲା । ତନ୍ମଧ୍ୟରୁ ମୋଟ ୨୨ଜଣ ପ୍ରକଳ୍ପକାରୀ ନିରପେକ୍ଷ ବିଚାରକ ମଣ୍ଡଳୀ ଦ୍ବାରା ରାଜ୍ୟସ୍ତରକୁ ମନୋନିତ ହେବା ସଙ୍ଗେ ସଙ୍ଗେ ମଂଚାସୀନ ଅତିଥିବୃନ୍ଦଙ୍କ ଦ୍ବାରା ପ୍ରକଳ୍ପକାରୀ ଛାତ୍ରଛାତ୍ରୀମାନେ ପ୍ରଶଂସାପତ୍ର ଓ ପୁରସ୍କାର ଲାଭ କରିଥିଲେ । ଏତଦ୍ ବ୍ୟତୀତ ପ୍ରଧାନଶିକ୍ଷକ ଦେବରାଜ ରାଉତ ଓ ରାଜ୍ୟ ପୁରସ୍କାରପ୍ରାପ୍ତ ଶିଶୁ ବିଜ୍ଞାନ କଂଗ୍ରେସର ଢେଙ୍କାନାଳ ଜିଲ୍ଲା ସଂଯୋଜକ ଡା , ଦେବୀ ପ୍ରସାଦ ମିଶ୍ରଙ୍କ ମିଳିତ ପ୍ରଚେଷ୍ଟାରେ କୁଇଜ୍ ମାଷ୍ଟରଙ୍କ ପରିଚାଳନାରେ ଢେଙ୍କାନାଳ ଜିଲ୍ଲାର ୮ଟି ବ୍ଲକ୍‌ର ଛାତ୍ରଛାତ୍ରୀମାନେ ଲିଖୁତ ଓ ମୌଖୁକ କୁଇଜ୍ରେ ସକ୍ରିୟ ଅଂଶଗ୍ରହଣ କରି ତନ୍ମଧରୁ ଓଡାପଡା ବ୍ଳକ୍‌ ପ୍ରଥମ , ଭୁବନ ବ୍ଲକ୍ ଦ୍ବିତୀୟ ଓ ପର୍ଜଙ୍ଗ ବ୍ଲକ୍‌ ତୃତୀୟ ସ୍ଥାନ ଅଧିକାର କରି ମଂଚାସୀନ ଅତିଥିମାନଙ୍କ ଦ୍ବାରା ପୁରସ୍କୃତ ହୋଇଥିଲେ । ବିଜ୍ଞାନ ସେମିନାରରେ ଅଂଶଗ୍ରହଣ କରି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ମହିଷାପାଟ , ଢେଙ୍କାନାଳର ନବମ ଶ୍ରେଣୀ ଛାତ୍ରୀ ତ୍ରିଷ୍ଣା ପ୍ରିୟଦର୍ଶନୀ ସୁପର ସେନ୍‌ସିଟିଭ୍ ସ୍ମୋକ୍ ଆଲାରାମ୍ ସଂପର୍କରେ ଧଳପୁର ହାଇସ୍କୁଲ୍‌ର ଦଶମ ଶ୍ରେଣୀ ଛାତ୍ରୀ ଏସ୍ . ରାମେଶ୍ବରୀ ନନ୍ଦ ଓ ଆବୃତି ଦାଶ ‘ ଜୈବ ବିବିଧତା ’ ସଂପର୍କରେ ନିଜ ନିଜର ପାଓ୍ବାର ପେଟ୍ ଉପସ୍ଥାପନା କରିଥିଲେ । ମଧ୍ୟାହ୍ନରେ ପ୍ରଫେସର ବିନୟ କୁମାର ପଣ୍ଡା , ଏମ୍ . ଆଇ.ଟି. ଭୁବନେଶ୍ବର ଗଣିତ ଓ ବିଜ୍ଞାନର ପ୍ରୟୋଗରେ ସମ୍ଭାବ୍ୟତା ସଂପର୍କରେ ସାରଗର୍ଭକ ପାଓ୍ବାର ପଏଂଟ୍ ଉପସ୍ଥାପନା କରିଥିଲେ । ସଭା ପ୍ରାରମ୍ଭରେ ଅନୁଷ୍ଠାନର ଛାତ୍ରଛାତ୍ରୀମାନେ ସ୍ବାଗତ ସଙ୍ଗୀତଗାନ କରିବା ସଙ୍ଗେ ସଙ୍ଗେ ବର୍ଷାଢ଼ା ସାଂସ୍କୃତିକ ବିଚିତ୍ରା କାର୍ଯ୍ୟକ୍ରମ ଦର୍ଶକମଣ୍ଡଳୀ ଦ୍ବାରା ବେଶ୍ ଉପଭୋଗ୍ୟ ହୋଇପାରିଥିଲା । ଏହି ଦ୍ଵିଦିବସୀୟ କାର୍ଯ୍ୟକ୍ରମର ସଫଳ ରୂପାୟନରେ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର , ମାତୃଭବନ ବାରଦାର ଉପଦେଷ୍ଟାବୃନ୍ଦ , ପ୍ରଧାନ ଶିକ୍ଷକ , ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ , କର୍ମଚାରୀ ବୃଦ , ଢେଙ୍କାନାଳ ଜିଲ୍ଲା ବିଜ୍ଞାନ କମିଟିର ସମସ୍ତ ସଦସ୍ୟସଦସ୍ୟାବୃନ୍ଦ , ଢେଙ୍କାନାଳ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କର୍ମଚାରୀବୃନ୍ଦ , ଜିଲ୍ଲାର ସମସ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବୃନ୍ଦ , ବି.ଆର୍.ସି.ସି. ଓ ସି.ଆର୍.ସି.ସି.ବୃନ୍ଦ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

1 Comment

  • Your point of view caught my eye and was very interesting. Thanks. I have a question for you.

  • Thank you for your sharing. I am worried that I lack creative ideas. It is your article that makes me full of hope. Thank you. But, I have a question, can you help me?

  • Your article helped me a lot, is there any more related content? Thanks!

  • Thank you for your sharing. I am worried that I lack creative ideas. It is your article that makes me full of hope. Thank you. But, I have a question, can you help me?

  • Can you be more specific about the content of your article? After reading it, I still have some doubts. Hope you can help me.

  • Thank you for your sharing. I am worried that I lack creative ideas. It is your article that makes me full of hope. Thank you. But, I have a question, can you help me?

  • Your point of view caught my eye and was very interesting. Thanks. I have a question for you.

  • Thanks for sharing. I read many of your blog posts, cool, your blog is very good.

  • Your article helped me a lot, is there any more related content? Thanks!

  • Thank you for your sharing. I am worried that I lack creative ideas. It is your article that makes me full of hope. Thank you. But, I have a question, can you help me?

  • Your article helped me a lot, is there any more related content? Thanks!

  • Can you be more specific about the content of your article? After reading it, I still have some doubts. Hope you can help me.

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech