ସଡକ ସୁରକ୍ଷା ସପ୍ତାହ ଉଦଯାପନୀ ବୈଠକ ମୃତ୍ୟୁ ହାର ରୋକିବା ନିମନ୍ତେ ଜନସଚେତନତା ଉପରେ ଗୁରୁତ୍ବାରୋପ

ସଡକ ସୁରକ୍ଷା ସପ୍ତାହ ଉଦଯାପନୀ ବୈଠକ ମୃତ୍ୟୁ ହାର ରୋକିବା ନିମନ୍ତେ ଜନସଚେତନତା ଉପରେ ଗୁରୁତ୍ବାରୋପ

ଢେଙ୍କାନାଳ , ତା ୧୭.୦୧.୨୦୨୩ ଗତ ୧୧ ରୁ ୧୭ ତାରିଖ ପର୍ଯ୍ୟନ୍ତ ପାଳିତ ହେଉଥିବା ସଡକ ସୁରକ୍ଷା ସପ୍ତାହ ଉଦଯାପିତ ହୋଇଅଛି । ଏହି ଉପଲକ୍ଷେ ଆଜି ଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ସଡକ ସୁରକ୍ଷା ସପ୍ତାହ ଉଦଯାପନୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକଙ୍କର ଜୀବନ ସବୁଠାରୁ ଅଧିକ ମୂଲ୍ୟବାନ । ଏଣୁ ଦ୍ରୁତ ବେଗରେ ଚଲାଉ ଥିବା ଗାଡି ଚାଳକ , ମଦ୍ୟପାନ କରି ଏବଂ ଟ୍ରାଫିକ ନିୟମ ଭାଙ୍ଗି ଚଳଉଥିବା ଗାଡି ଚାଳକ ମାନଙ୍କୁ ନିୟମିତ ଯାଞ୍ଚ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲାପାଳ କହିଛନ୍ତି । ସ୍କୁଲ , କଲେଜ ପିଲାମାନଙ୍କୁ ଟ୍ରାଫିକ ନିୟମ ସମ୍ପର୍କରେ ଅଧିକ ସଚେତନ କରିବାକୁ ସେ ପରାମର୍ଶ ଦେବା ସହ ସମସ୍ତ ସ୍କୁଲ , କଲେଜ ସମୁଖ ରାସ୍ତାରେ ଵିଡ ବ୍ରେକର ଏବଂ ସାଇନେଜର ବ୍ୟବସ୍ଥା କରିବାକୁ ସେ କହିଛନ୍ତି । ଦୁର୍ଘଟଣା ରୋକି ଧାନ ଜୀବନ ହାନିକୁ ରୋକିବା ନିମନ୍ତେ ପ୍ରତିମାସରେ ସମୀକ୍ଷା ବୈଠକ କରି ବିହିତ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ କହିଛନ୍ତି । ଜାତୀୟ ରାଜପଥ କୁ ସଂଯୋଗ କରୁଥିବା ସମସ୍ତ ରାସ୍ତା ରେ ସାଇନେଜ ଓ ସ୍ଥିତ ବ୍ରେକର ବ୍ୟବସ୍ଥା କରାଯିବା ଉପରେ ଆରକ୍ଷୀ ଅଧୀକ୍ଷକ ଶ୍ରୀ ଜ୍ଞାନ ରଞ୍ଜନ ମହାପାତ୍ର ଗୁରୁତ୍ବାରୋପ କରିଥିଲେ । ଗାଡି ଚଳାଇବା ବେଳେ ନିଜେ ସତର୍କ ହେବା ସହିତ ରାସ୍ତା ବ୍ୟବହାର କରୁଥିବା ଜନସାଧାରଣ ଅଧିକ ସଚେତନ ହେବାକୁ ସେ ପରାମର୍ଶ ଦେଇଛନ୍ତି । ପୋଲିସ ପ୍ରଶାସନ ଏବଂ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଯୁଗ୍ମ ଭାବେ ଅନୁଧ୍ୟାନ କରି ଜାତୀୟ ରାଜପଥରେ ଦୁର୍ଘଟଣା ରୋକିବା ନିମନ୍ତେ ପ୍ରୟାସ କରାଯାଉଛି ବୋଲି ସେ ପ୍ରକାଶ କରିଛନ୍ତି । ସ୍କୁଲ , କଲେଜ ପିଲ୍ଲାମାନଙ୍କୁ ନେବା ଆଣିବା କରୁଥିବା ଗାଡି ଗୁଡିକୁ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ନିୟମିତ ଯାଞ୍ଚ କରାଯାଉଛି । ପୋଲିସ ପ୍ରଶାସନ ଏବଂ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଜାତୀୟ ରାଜପଥ ଏବଂ ଜିଲ୍ଲାର ବିଭିନ୍ନ ସ୍ଥାନରେ ଯାଞ୍ଚ କରାଯାଇ ଲୋକମାନଙ୍କୁ ସଚେତନ କରାଯାଉଛି ବୋଲି ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ପ୍ରଣୟ କୁମାର ମିଶ୍ର ପ୍ରକାଶ କରିଥିଲେ । ଏହି ଅବସରରେ ଜିଲ୍ଲାର ରାସ୍ତା ଦୁର୍ଘଟଣା ସମୟରେ ଉଦ୍ଧାର ଓ ସହଯୋଗ କରିଥିବା ୧୧ ଜଣ ଗୁଡ଼ି ସାମରିଟାନଙ୍କୁ ସମ୍ମାନିତ କରାଯିବା ସହିତ ୨ ( ଦୁଇ ) ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି ବୈଠକରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ପୁରୁଷୋତ୍ତମ ସେଠୀ , ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା . ଅଶୋକ କୁମାର ଦାଶ , ଜିଲ୍ଲା ରାପିଡ଼ ରେସପନ୍ସ୍ ଟିମର କୋରଡିନେଟର ଶ୍ରୀ ବିରାଞ୍ଚି ନାରାୟଣ ପାଣି ସମ୍ପୂର ଜିଲ୍ଲା ସ୍ତରୀୟ ଅଧିକାରୀ , ଗଣମାଧ୍ୟମର ପ୍ରତିନିଧ୍ , ଆଞ୍ଚଳିକ ପରିବହନର କର୍ମଚାରୀ ଓ ଗୁଡ଼ ସାମରିଟାନ ମାନେ ଯୋଗ ଦେଇଥିଲେ । ସଡକ ସୁରକ୍ଷା ସପ୍ତାହ ଉଦଯାପନୀ ଉପଲକ୍ଷେ ଆଜି ସକାଳେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀ , ଆରକ୍ଷୀ ଅଧୀକ୍ଷକ ଶ୍ରୀ ଜ୍ଞାନ ରଞ୍ଜନ ମହାପାତ୍ର ଏକ ସାଇକେଲ ରାଲିକୁ ପତାକା ଦେଖାଇ ଆରମ୍ଭ କରିଥିଲେ । ପରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ସହିତ ଢେଙ୍କାନାଳ ସାଇକେଲ ଆସୋସିଆସନ ସରକାରୀ ଆଇ.ଟି.ଆଇ. , ସେଣ୍ଟ ଜାଭିୟର୍ସ ହାଇ ସ୍କୁଲ , ଡାଇକୁଣ୍ଡ ଆସୋସିଆସନ , ସାଇ ହଷ୍ଟେଲ , ସୂର୍ଯ୍ୟ ଶକ୍ତି ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ସଚେତନତା ରଥ ସହିତ ସାଇକେଲ ରାଲିରେ ସହର ପରିକ୍ରମା କରିଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech