ଢେଙ୍କାନାଳ ବଣସିଂହଠାରେ ଅନନ୍ତ ଆଶ୍ରମ ୬୬ ତମ ବ୍ରହ୍ମଯଜ୍ଞ ପାଳିତ

ଢେଙ୍କାନାଳ ବଣସିଂହଠାରେ ଅନନ୍ତ ଆଶ୍ରମ ୬୬ ତମ ବ୍ରହ୍ମଯଜ୍ଞ ପାଳିତ

ଢେଙ୍କାନାଳ ( ୨ / ୨ ) – ଶ୍ରୀ ଗୁରୁ ଅନନ୍ତ ଆଶ୍ରମ ଜାତୀୟ ସର୍ବୋଦୟ ସମିତିର ବାର୍ଷିକ ବ୍ରହ୍ମଯଜ୍ଞ ବଣସିଂହ ମୁଖ୍ୟ ଗୁରୁଗାଦୀଠାରେ ଆଜି ପାଳିତ ହୋଇଯାଇଛି । ସାରା ଓଡିଶାର ଶାଖା ଆଶ୍ରମଗୁଡିକରୁ ଆସିଥିବା ଗୁରୁ ଭାଇଭଉଣୀ ଏଥିରେ ଅଂଶଗ୍ରହଣ କରିଥିଲେ । ଅପରାହ୍ନ ୩ ଟାରେ ଗୁରୁ ଭାଇଭଉଣୀମାନେ ନଗର କିର୍ତନ କରି କରି ସାଧାରଣ ଲୋକମାନଙ୍କୁ ଛୁଆଁ ଅଛୁଆଁ ଭେଦଭାବ ଏବଂ ମଦ ହଟାଇବା ପାଇଁ ସଚେତନ କରାଇଥିଲେ । ସଂଧ୍ୟା ୬ ଟାରେ ପଂଚରଂଗୀ ପତକା ଉତୋଳନ ପରେ ବାର୍ଷିକ ବ୍ରହ୍ମଯଜ୍ଞ ଆରମ୍ଭ ହୋଇଥିଲା । ଏହି ବ୍ରହ୍ମଯଜ୍ଞରେ ମୁଖ୍ୟ ପୁରୋଧା ଭାବେ କାମାକ୍ଷା ପ୍ରସାଦ ହୋତା କାର୍ଯ୍ୟ ସଂପାଦନ କରିଥିବାବେଳେ ଏଥିରେ ତାଙ୍କୁ ଚକ୍ରଧର ଷଣ୍ଢ , ସୁକାନ୍ତ ନାଏକ , ଦଣ୍ଡଧର ଦେହୁରୀ , ଉଦ୍ଧବ ସାହୁ ଏବଂ ଛାୟାକାନ୍ତ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ ସଂଧ୍ୟା ୭ ଟାରେ ରାଜ୍ୟ ଉପଦେଷ୍ଟା ଇଂ . ଦେବାଶିଷ ହୋତାଙ୍କ ପୌରହିତ୍ୟରେ ସମିତିର ଏକ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଥିଲା । ଏଥିରେ ରାଜ୍ୟ ସଭାପତି ଡାକ୍ତର ମହେଶ୍ଵର ସ୍ଵାଇଁ , ରାଜ୍ୟ ଉପ – ସଭାପତି ସୁରେଶ ଚନ୍ଦ୍ର ସାହୁ , ନୀଳମଣି ବେହେରା , ବସନ୍ତ ମଲ୍ଲିକ , ଚନ୍ଦ୍ରମଣୀ ବାରିକ ଓ ଗୋପାଳ ଚନ୍ଦ୍ର ସ୍ବାଇଁ , ରାଜ୍ୟ ସଂପାଦକ କାଳନ୍ଦୀ ଚରଣ ବେହେରା , ରାଜ୍ୟ କୋଷାଧ୍ୟକ୍ଷ ଅଶୋକ ମାଝି , ମୁଖ୍ୟ ଗୁରୁଗାଦୀ ପରିଚାଳକ ଟୁଲୁ ପଣ୍ଡା ଓ ବଂଶୀଧର ବେହେରା , ରାଜ୍ୟ କୋର୍ କମିଟି ସଦସ୍ୟ ରଂଜନ କୁମାର ଲେଙ୍କା , ଗଜେନ୍ଦ୍ର ପରିଡା , ଗଗନ ବେହେରା , ପୁରୁଷୋତମ ପଧାନ , ମିଥୁନ୍ ମାଝି , ମହେନ୍ଦ୍ର ଶତପଥି , ଏବଂ ଗୌରାଙ୍ଗ ବେହେରା ପ୍ରମୁଖ ସକ୍ରିୟ ଭାବରେ ଅଂଶଗ୍ରହଣ କରିଥିଲେ । ରାତିସାରା ଗୁରୁନାମ ଓ ଭଜନ କୀର୍ତନ ମୁଖ୍ୟ ଗୁରୁଗାଦୀର ବାତାବରଣକୁ ଆଧ୍ୟାତ୍ମିକତାରେ ଭରି ଦେଇଥିଲା । ଏଥିରେ ବଣସିଂହ , ଭୂଇଁପୁର , ମାଧବୋଲୁଅ , ତାଳବରକୋଟ , ବାଲୁଗାଁ , ସାଙ୍କୁଲେଇ , ଚୌଦ୍ଵାର ଚାଙ୍ଗୁଡିଆ , ଯାଜପୁର କନ୍ତରା , ଚାରବାଟିଆ , ସିଆ , କୋଲାସିଂ , ବ୍ରାହ୍ମଣବସ୍ତ , ଷଠିଲ ଆଠଗଡ , କୋରିଆଁ ଏବଂ କଙ୍କଡାହାଡ କୀର୍ତନ ମଣ୍ଡଳୀଗୁଡିକର ଗୁରୁଭାଇଭଉଣୀମାନେ ସକ୍ରିୟ ଭାବରେ ଅଂଶଗ୍ରହଣ କରିଥିଲେ । ବରିଷ୍ଠ ଗୁରୁଭାଇମାନେ ଉପସ୍ଥିତ ଗୁରୁଭାଇଭଉଣୀମାନଙ୍କୁ ଜୀବ – ପରମ ତତ୍ଵସମ୍ବନ୍ଧରେ ସମ୍ୟକ ଧାରଣା ପ୍ରଦାନ କରିଥିଲେ । ଦ୍ବିପ୍ରହରରୁ ଅର୍ଦ୍ଧରାତ୍ର ଯାଏଁ ସାରା ଓଡିଶାର ଗୁରୁଭାଇଭଉଣୀ ମେଳାରେ ପହଂଚି ପ୍ରସାଦ ସେବନ କରିବା ସହିତ ଉପରୋକ୍ତ କାର୍ଯ୍ୟକ୍ରମଗୁଡିକ ଯୋଗୁଁ ଆତ୍ମବିଭୋର ହୋଇପଡିଥିଲେ । ଏଠାରେ ପ୍ରକାଶ ଯୋଗ୍ୟ ଯେ , ମହାତ୍ମା ଗାନ୍ଧୀଙ୍କର ସର୍ବୋଦୟ ଆନ୍ଦୋଳନରେ ଅନୁପ୍ରାଣିତ ହୋଇ ସଦ୍‌ଗୁରୁ ସତ୍ୟବାଦୀ ସତପଥୀ ଏହି ଆଶ୍ରମ ପ୍ରତିଷ୍ଠା କରି ଛୁଆଁ ଅଛୁଆଁ ଭେଦଭାବ ହଟାଇବା ପାଇଁ ଲାଗି ପଡିବାରୁ ଅନେକ ବିରୋଧର ସମ୍ମୁଖୀନ ହୋଇଥିଲେ । ଏହାକୁ ଭୃକ୍ଷେପ ନ କରି ସେ ରାଜ୍ୟ ସାରା ୨୨୦ ଶାଖା ଆଶ୍ରମ ପ୍ରତିଷ୍ଠା କରି ୭୫ ହଜାର ଶିଷ୍ୟଶିଷ୍ୟଙ୍କୁ ଅଣାକାର ବ୍ରହ୍ମ ସ୍ଵରୂପଙ୍କ ଦୀକ୍ଷା ଦେଇପାରିଥିଲେ । ଳ ଛ ଦେବ ( କାଳନ୍ଦୀ ଚରଣ ବେହେରା ) ୯୯୩୮୮୯୩୪୧୫ ରାଜ୍ୟ ସଂପାଦକ – ଶ୍ରୀ ଗୁରୁ ଅନନ୍ତ ଆଶ୍ରମ ଜାତୀୟ ସର୍ବୋଦୟ ସମିତି

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech