(ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ରେ ବ୍ୟାପକ ଅନିୟମିତତା ବିରୁଦ୍ଧରେ ବିଜେପି ବିକ୍ଷୋଭ




)
ଜଗତସିଂହପୁର
ତା =4/2/23
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରେ ବ୍ୟାପକ ଅନିୟମିତତା କରି ରାଜ୍ୟ ସରକାର ଅଯୋଗ୍ୟ ହିତାଧିକାରୀ ଙ୍କୁ ଆବାସ ଗୃହ ପ୍ରଦାନ ଏବଂ ଯୋଗ୍ୟ ବ୍ୟକ୍ତି ଆବାସ ଗୃହ ପାଇବାରୁ ବଞ୍ଚିତ ପ୍ରତିବାଦ ରେ ଭାରତୀୟ ଜନତା ପାଟି ପକ୍ଷରୁ ଜଗତସିଂହପୁର ବ୍ଲକ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି | ବିଜେପି ଜ଼ିଲ୍ଲା ସଭାପତି ସତ୍ୟବ୍ରତ ମହାପାତ୍ର ଙ୍କ ନେତୃତ୍ୱ ରେ ଜଗତସିଂହପୁର ଶାରଦା ମଣ୍ଡପରୁ ଶତାଧିକ ବିଜେପି କର୍ମୀ ବିଶାଲ ଶୋଭାଯାତ୍ରା ରେ ସହର ପରିକ୍ରମା କରିବା ସହିତ ବ୍ଲକ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।
ଜଗତସିଂହପୁର ରୁ ଜ୍ୟୋତି ରଞ୍ଜନ ପରିଡା ଙ୍କ ରିପୋର୍ଟ




![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-15.jpg)