ଦମ୍ପତିଙ୍କ ଠାରୁ ଲୁଟ ମାମଲା – ଲକ୍ଷେ ଟଙ୍କା ଉଦ୍ଧାର, ଜଣେ ଗିରଫ

ଦମ୍ପତିଙ୍କ ଠାରୁ ଲୁଟ ମାମଲା ଲକ୍ଷେ ଟଙ୍କା ଉଦ୍ଧାର, ଜଣେ ଗିରଫ

ଢେଙ୍କାନାଳ, ୨୧/୨: ଢେଙ୍କାନାଳ ସହର ମଧ୍ୟସ୍ଥ କାଞ୍ଚନ ବଜାର ଅଞ୍ଚଳରୁ ଗତ ୧୬ ତାରିଖରେ ସ୍ପଷ୍ଟ ଦିବାଲୋକରେ ଲୁଟ ହୋଇଥିଲା l ସ୍କୁଟିରେ ଯାଉଥିବା ଦମ୍ପତିଙ୍କ ଠାରୁ ଲକ୍ଷେ ଟଙ୍କା ଝାମ୍ପି ଦୁର୍ବୁତ୍ତ ମାନେ ଫେରାର ହୋଇଯାଇଥିଲେ l ଏହି ଘଟଣାରେ ପୁଲିସ ଆଜି ଜଣକୁ ଗିରଫ କରିଛି l ଗିରଫ ଜଣଙ୍କ ହେଉଛନ୍ତି ଗଞ୍ଜାମ ଜିଲ୍ଲା ଆସ୍କା ଥାନା ଇଲାକା ପକଲାପଲ୍ଲୀ ଗ୍ରାମର ସୁରେଶ ଦାସ (୩୬) l ସୁରେଶ ନିଜ ଘରେ ଲୁଚିଥିବା ବେଳେ ପୁଲିସ ତାକୁ ଗିରଫ କରିଥିବା ଢେଙ୍କାନାଳ ଏସପି ଜ୍ଞାନରଞ୍ଜନ ମହାପାତ୍ର ମଙ୍ଗଳବାର ଅନୁଷ୍ଠିତ ସାମ୍ବାଦିକ ସମିଳନୀରେ ପ୍ରକାଶ କରିଛନ୍ତି l ଏଥିସହ ଲୁଟ ହୋଇଥିବା ୧ ଲକ୍ଷ ଟଙ୍କାକୁ ଲୁଟେରା ଠାରୁ ଉଦ୍ଧାର କରାଯାଇଛି l ଲୁଟରେ ବ୍ୟବହୃତ ବାଇକକୁ ପୁଲିସ ଜବତ କରିଛି l ଏହି ଲୁଟେରା ଦ୍ୱୟ ଗତ ୪ ତାରିଖରେ ଗଁଦିଆ ବଜାରରୁ ଡିକି ଭାଙ୍ଗି ୧୨ ହଜାର ଟଙ୍କା ଲୁଟ୍ ଘଟଣାରେ ସଂପୃକ୍ତି ରହିଥିଲେ । ଏହି ମାମଲାରେ ମଧ୍ୟ ଲୁଟେରା ସୁରେଶଠାରୁ ପୁଲିସ୍ ୫ ହଜାର ଟଙ୍କା ଉଦ୍ଧାର କରିଛି । ସୂଚନା ଅନୁସାରେ, ଗତ ୧୬ ତାରିଖ ମଧ୍ୟାହ୍ନ ୧୨ ଟାରେ ଢେଙ୍କାନାଳ ଭାରତୀୟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାରୁ ଲକ୍ଷେ ଟଙ୍କା ଉଠାଇ କାରିଗର ସାହିର ସୁନନ୍ଦା ରାଉତ ଓ ତାଙ୍କ ସ୍ୱାମୀ ହେମନ୍ତ ରାଉତ ଏକ ଆକ୍ଟିଭା ସ୍କୁଟିରେ ନିଜ ଘରକୁ ଫେରୁଥିଲେ l ସୁନନ୍ଦା ଗାଡ଼ି ପଛରେ ଟଙ୍କା ଭର୍ତି ଜରି ବ୍ୟାଗ ଧରି ବସିଥିଲେ l ମଧ୍ୟାହ୍ନ ସାଢ଼େ ୧୨ ଟା ସମୟରେ ଆନନ୍ଦବଜାରରେ ଟଙ୍କା ଭର୍ତି ଜରି ବ୍ୟାଗକୁ ବାଇକରେ ଆସିଥିବା ୨ ଦୁର୍ବୁତ୍ତ ଝାମ୍ପି ନେଇ ପଳାଇଥିଲେ l ଦୁର୍ବୁତ୍ତଙ୍କୁ ଗୋଡ଼ାଇବା ବେଳେ ସୁନନ୍ଦା ଗାଡ଼ିରୁ ଖସି ପଡ଼ି ଆହତ ହୋଇଥିଲେ l ପୁଲିସ୍ ଏହି ମାମଲାର ତ୍ୱରିତ ତଦନ୍ତ କରି ଆସ୍କା ପୁଲିସ୍ ସହାୟତାରେ ପକଲାପଲ୍ଲୀରୁ ସୁରେଶକୁ ଗିରଫ କରିବା ସହ ତାର ସହଯୋଗୀ ସେହି ଗ୍ରାମର ଏ. ରଞ୍ଜିତ ରାଓ ଘଟଣାସ୍ଥଳରୁ ଖସିଯିବାକୁ ସକ୍ଷମ ହୋଇଥିଲା । ପୁଲିସ୍ ସୁରେଶଠାରୁ ଲୁଟ୍ ହୋଇଥିବା ସମସ୍ତ ୧ ଲକ୍ଷ ଟଙ୍କା ଓ ଅପରାଧରେ ବ୍ୟବହୃତ ଏକ ମଟର ସାଇକେଲ (ନଂ.ଓଡି ୩୨ ଡି ୦୧୬୪)କୁ ଜବତ କରିଥିଲା । ଅଧିକ ତଦନ୍ତ ପରେ ସୁରେଶ ଓ ରଞ୍ଜିତ ଏରାଗୋଲା ଗ୍ୟାଙ୍ଗ୍ର ସଦସ୍ୟ ବୋଲି ଜାଣିବାକୁ ପାଇଥିଲା । ସୁରେଶର ରାଜ୍ୟର ବିଭିନ୍ନ ସ୍ଥାନରେ ଲୁଟ୍ପାଟ, ଛିନ୍ତାଇ ଓ ଡକାୟତି ଘଟଣାରେ ସଂପୃକ୍ତି ରହିଛି । ଜାମିନ୍ରେ ଆସି ପୁନଶ୍ଚ ଏହି ଗ୍ୟାଙ୍ଗ୍ରେ ରହି ଅପରାଧିକ କାର୍ଯ୍ୟକଳାପ ଜାରି ରଖିଛି । ଫେରାର ଅଭିଯୁକ୍ତକୁ ଧରିବା ପାଇଁ ଉଦ୍ୟମ ଚାଲିଥିବା ସାମ୍ବାଦିକ ସମ୍ମିଳନୀରେ ଏସ୍ପି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି । ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଏସ୍ପି ପୁରୁଷୋତ୍ତମ ସେଠୀ ଓ ଭବାନୀ ଶଙ୍କର ଉଦ୍ଗାତା, ସଦର ଏସ୍ଡିପିଓ ସୂର୍ଯ୍ୟମଣୀ ପ୍ରଧାନ, ଟାଉନ୍ ଥାନା ଅଧିକାରୀ ରାଜେନ୍ଦ୍ର ପ୍ରସାଦ ମହାପାତ୍ର, ତଦନ୍ତକାରୀ ଅଧିକାରୀ ଶାନ୍ତନୁ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech