ୟୁକ୍ରେନ ଯୁଦ୍ଧକୁ ଏକବର୍ଷ ପୂରଣ ହୋଇଥିବାବେଳେ ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପୂନର୍ବାର ପରମାଣୁ ଅସ୍ତ୍ର ପ୍ରୟୋଗର ଧମକ ଦେଇଛନ୍ତି। ଆମେରିକା ସହିତ ହୋଇଥିବା ପରମାଣୁ ଅସ୍ତ୍ର ରାଜିନାମାକୁ ରୁଷ୍ ବାତିଲ କରିବାର ଦିନକ ପରେ ପୁଟିନ ଏହି ଧମକ ଦେଇଛନ୍ତି। ପୁଟିନ କହିଛନ୍ତି ଯେ ଯୁଦ୍ଧ ଲାଗି ରୁଷ୍ ଅନ୍ୟ କୌଣସି ରାଷ୍ଟ୍ରର ସହାୟତା ନେବ ନାହିଁ।

September 17, 2026/
No Comments



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/09/Picsart_26-05-14_06-19-38-643-13-scaled.jpg)