ରାୟପୁର: ଆଜିଠୁ କଂଗ୍ରେସର ମହାଅଧିବେଶନ । ଛତିଶଗଡ଼ ରାୟପୁରରେ ଆୟୋଜିତ ହେଉଥିବା ଏହି ଅଧିବେଶନରେ ସାମିଲ ହେବେ ୧୮୨୫ରୁ ଅଧିକ ନିର୍ବାଚିତ କର୍ମକର୍ତ୍ତାଙ୍କ ସହ ପ୍ରାୟ ୧୫ ହଜାର ପ୍ରତିନିଧି । ସମାବେଶରେ ଯୋଗଦେବେ ସମସ୍ତ ପିସିସି ସଭାପତି, ପିସିସି କମିଟି ସଦସ୍ୟଙ୍କ ସମେତ ବହୁ ହେଭିଓ୍ବେଟ । ଏଆଇସିସି ସଭାପତି ଭାବେ ମଲ୍ଲିକାର୍ଜୁନ ଖଡ଼ଗେ ନିର୍ବାଚିତ ହେବା ପରେ ଏହା ହେବ ପ୍ରଥମ ମହାଧିବେଶନ ।

September 17, 2026/
No Comments

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/09/Picsart_26-05-14_06-19-38-643-13-scaled.jpg)

