ମିଶନ ଶକ୍ତି କମ୍ୟୁନିଟି ପାର୍ଟନର ପାଇଲେ ୮ ହଜାର ସାଇକେଲ

 

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନଭେନସନ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା 8 ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀ ମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି । ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ ଏବଂ ସୁପରଭାଇଜର ଆଦି ସାଇକେଲ ପାଇଛନ୍ତି । ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଓ ମିଶନ ଶକ୍ତି ବିଭାଗର ମିଳିତ ସମନ୍ୱୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନଙ୍କ ଭାଗିଦାରୀ ମିଶନ ଶକ୍ତିକୁ ଏକ ସଫଳ କାର୍ଯ୍ୟକ୍ରମ କରିଛି । ସେ କହିଥିଲେ ଯେ ସେ ଓଡିଶାର ବିଭିନ୍ନ ଅଞ୍ଚଳକୁ ଯାଉଛନ୍ତି ଏବଂ ମିଶନଶକ୍ତି ମା ମାନଙ୍କୁ ଭେଟୁଛନ୍ତି । ସେମାନେ ମଧ୍ୟ ନବୀନ ନିବାସ ଆସି ତାଙ୍କୁ ଭେଟୁଛନ୍ତି । ମା ମାନଙ୍କର ସଫଳତା ମୋତେ ବହୁତ ଖୁସି ଦେଉଛି ବୋଲି ସେ କହିଥିଲେ । ଆପଣମାନଙ୍କ ଆତ୍ମବିଶ୍ୱାସ, ଆପଣମାନଙ୍କ ଉତ୍ସାହ ମିଶନଶକ୍ତିକୁ ଏକ ନମ୍ବର ସଫଳ କାର୍ଯ୍ୟକ୍ରମ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ବିଭିନ୍ନ ସହରରେ ମିଶନ ଶକ୍ତିର ମା ମାନେ କମ୍ୟୁନିଟି ପାର୍ଟିସିପେସନ କାର୍ଯ୍ୟକ୍ରମରେ ଅନେକ ଦାୟିତ୍ବ ହାତକୁ ନେଇଛନ୍ତି। ଆହାର, କଠିନ ବର୍ଜ୍ୟବସ୍ତୁ ପରିଚାଳନା, ପରିମଳ, ଜଳସାଥି, ସ୍ବଚ୍ଛସାଥି ଆଦି ଅନେକ କାମ କରୁଛନ୍ତି । ଆପଣମାନଙ୍କ କାମରେ ସମସ୍ତେ ଖୁସି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନେ ଯେପରି ସୁବିଧାରେ ନିଜ ନିଜର ଦାୟିତ୍ବ ପାଳନ କରିପାରିବେ, ସେଥିପାଇଁ ରାଜ୍ୟ ସରକାର ଆପଣମାନଙ୍କୁ ସାଇକେଲ ଦେଉଛନ୍ତି।ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ମିଶନ ଶକ୍ତି ମା ମାନଙ୍କୁ ୧୦୦ କୋଟି ଟଙ୍କାର ପ୍ରୋତ୍ସାହନ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ ଏବଂ କହିଥିଲେ ଯେ ଓଡିଶାର ମିଶନ ଶକ୍ତି କମ୍ୟୁନିଟି ପାର୍ଟିସିପେସନ କ୍ଷେତ୍ରରେ ସାରା ବିଶ୍ବରେ ସୁନାମ କରିଛି ଓ ନୂଆ ବେଞ୍ଚମାର୍କ ସୃଷ୍ଟି କରିଛି । ସମସ୍ତେ ମିଳିମିଶି ଭଲ କାମ କରି ଓଡିଶା ମା ର ସୁନାମ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ ।ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ କହିଥିଲେ ଯେ ମିଶନ ଶକ୍ତି ମା ମାନେ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ଓଡିଶା ଗଠନକୁ ସାକାର କରିବା ପାଇଁ ବହୁତ ଭଲ କାମ କରୁଛନ୍ତି । ସାଇକେଲ ପାଇବା ଦ୍ବାରା କର୍ମ କ୍ଷେତ୍ରରେ ସେମାନଙ୍କୁ ବହୁ ସୁବିଧା ଓ ସ୍ବାଧୀନତା ମିଳିପାରିବ। ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ ଗୋଷ୍ଠୀଗତ ବିକାଶର ଏକ ଅନୁପମ ବାର୍ତ୍ତାବହ ହେଉଛି ମିଶନ ଶକ୍ତି । ମୁଖ୍ୟମନ୍ତ୍ରୀଙ୍କ ଦିଗ‌ଦର୍ଶନରେ ଏହା ଆଜି ନୂଆ ମାଇଲଷ୍ଟୋନ ସ୍ଥାପନ କରିପାରିଛି ।କାର୍ଯ୍ୟକ୍ରମରେ ଦୁଇ ଜଣ ମିଶନ ଶକ୍ତି ମା ପଦ୍ମାବତୀ ଦାସ (ଆହାର କର୍ମୀ) ଓ ସୀତା ମୁର୍ମୁ (ସ୍ବଚ୍ଛକର୍ମୀ) ନିଜ ନିଜର ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ମିଶନ ଶକ୍ତି କାର୍ଯ୍ୟକ୍ରମ ଯୋଗୁ ସେମାନେ ଆଜି ସ୍ବାବଲମ୍ବୀ ହେବା ସହିତ ନିଜ ନିଜ ପରିବାରର ଛୋଟ ଛୋଟ ଅସୁବିଧା ମଧ୍ୟ ଦୂର କରିପାରୁଛନ୍ତି । ସାଇକେଲ ଦ୍ବାରା ସେମାନଙ୍କ ସମୟ ବଞ୍ଚିବା ସହିତ କାର୍ଯ୍ୟଦକ୍ଷତା ବଢିବ ବୋଲି ସେମାନେ କହିଥିଲେ।ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଏମସି କମିଶନର ଶ୍ରୀ ବିଜୟ ଅମୃତ କୁଲାଙ୍ଗେ ଧନ୍ୟବାଦ ଅର୍ପଣ କରିଥିଲେ । ବିଏମସି ମେୟର ଶ୍ରୀମତୀ ସୁଲୋଚନା ଦାସ ଉପସ୍ଥିତ ଥିଲେ ।

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech