ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସାକ୍ଷାତ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମମତାଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଙ୍ଗବସ୍ତ୍ର ଦେଇ ସ୍ବାଗତ ସହ ଛେନାପୋଡ ଓ ରୂପା ତାରକସି କାରୁକାର୍ଯ୍ୟର ଉପହାର

ଦେଇଥିଲେ।




