୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହ ଏପ୍ରିଲ ୧୩ରୁ ୧୫ ତାରିଖ ତିନିଦିନ ଧରି ପାଳନ ହେବ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ବାରା ବେସାମରିକ ପ୍ୟାରେଡ, ସାଧାରଣ ସଭା, ସାଂସ୍କୃତିକ କାର୍ଯ୍ୟକ୍ରମ ତଥା ସ୍ବତନ୍ତ୍ର ଫଟୋ ପ୍ରଦର୍ଶନୀ ଅନୁଷ୍ଠିତ ହେବ। ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଧାନୀ ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

September 16, 2026/
No Comments



