ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ହରିଶ୍ଚନ୍ଦ୍ର ସହାୟତା ରାଶିକୁ ଗ୍ରାମାଞ୍ଚଳ ପାଇଁ ୨ହଜାରରୁ ୩ ହଜାର ଟଙ୍କା ଏବଂ ସହରାଞ୍ଚଳ ଓ ପୁରୀ ସ୍ବର୍ଗଦ୍ବାର ପାଇଁ ୩ ହଜାରରୁ ୪ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସୂଚନା ମୁତାବକ ଗ୍ରାମପଞ୍ଚାୟତରେ ଏକ ରିଭଲଭିଂ ଫଣ୍ଡ ଖୋଲାଯାଇ ୧୫ ହଜାର ଟଙ୍କା ଲେଖାଏ ଅର୍ଥ ପ୍ରଦାନ କରାଯାଇଛି।

August 29, 2026/
No Comments

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-24-scaled.jpg)

