ରାଜଧାନୀ ଭୁବନେଶ୍ୱରର 75ତମ ପ୍ରତିଷ୍ଠା ଦିବସ ଅବସରରେ ଭୁବନେଶ୍ୱର ଠାରେ ପ୍ରଧାନମନ୍ତ୍ରୀ ଙ୍କ ପ୍ରତିନିଧି ଭାବରେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇଥିଲେ। 
ଓଡ଼ିଶାରେ ରୋଜଗାର ମେଳାର ଚତୁର୍ଥ ପର୍ଯ୍ୟାୟର ଶୁଭାରମ୍ଭ କରିବା ସହ ଭାରତ ସରକାରଙ୍କ ବିଭିନ୍ନ ବିଭାଗରେ 231 ଜଣ ନବ ନିଯୁକ୍ତ ଯୁବକ ଯୁବତୀଙ୍କୁ ସ୍ଥାୟୀ ନିଯୁକ୍ତି ପତ୍ର ବିତରଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ସାଂସଦ ଅପରାଜିତା ଷଡ଼ଙ୍ଗୀ ଯୋଗ ଦେଇଥିଲେ।




