ପଣା ସଂକ୍ରାନ୍ତି ଅବସରରେ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ଯେ ପଣା ସଂକ୍ରାନ୍ତି ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଅଛି । ଏ ଅବସରରେ ପଣାପାଣିର ଆସର ସାଙ୍ଗକୁ ବିଭିନ୍ନ ସାରସ୍ୱତ ସଭାସମିତି ମଧ୍ୟ ଆୟୋଜିତ ହେଉଅଛି । ଏହି ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡ଼ିଶାର ପ୍ରିୟ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି ଏବଂ ସୁଖସମୃଦ୍ଧି କାମନା କରୁଅଛି ।

July 3, 2026/
No Comments


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_10-39-40-136-scaled.jpg)
