ମା ତାରିଣୀଙ୍କ ପିଠରେ ପଣା ସଂକ୍ରାନ୍ତି ପର୍ବ ପାଳିତ
ଢେଙ୍କାନାଳ ଗାନ୍ଧୀ ମନ୍ଦିର ରୋଡ଼ ସ୍ଥିତ ମାଁ ତାରିଣୀଙ୍କ ପିଠରେ ପଣା ସଂକ୍ରାନ୍ତି ପର୍ବ ପାଳିତ ହୋଇଯାଇଛି। ପ୍ରାତଃ ରୁ ମଙ୍ଗଳ ଆଳତି, ମହାସ୍ନାନ, ନୂତନ ବସ୍ତ୍ର, ବିଭିନ୍ନ ଭୋଗ , ବିଭିନ୍ନ ଫୁଲହାର ଲାଗି କରାଯାଇଥିଲା। ମଧ୍ୟାହ୍ନରେ ହୋମଯଜ୍ଞ ଓ ପଣା ଲାଗି କରାଯାଇଥିଲା। ସନ୍ଧ୍ୟା ରେ ଆଳତି ଓ ରାତ୍ରୀ ରେ ପହଡ ପଡ଼ିବ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_21-27-18-795-scaled.jpg)

