
ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଓ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।
ମୃତବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି।




![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_10-39-40-136-scaled.jpg)
