ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନରେ ପୁଷ୍ପମାଲ୍ଯ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।
ଉତ୍କଳଗୌରବ ମଧୁସୂଦନ ଦାସ ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପ୍ରମୁଖ ବିନ୍ଧାଣୀ । ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।






