ଢେଙ୍କାନାଳ ସମୀକ୍ଷା ବୈଠକ ଅନୁଷ୍ଠିତ

ଢେଙ୍କାନାଳ ସମୀକ୍ଷା ବୈଠକ ଅନୁଷ୍ଠିତ

ଢେଙ୍କାନାଳ, ତା. ୨୮,୦୪,୨୦୨୩

ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହଠାରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ମୋ ବ୍ଲକ- ମୋ ଢେଙ୍କାନାଳ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।
ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଜନା ପ୍ରହାଣ ଯୋଗ ଦେଇ “ମୋ ବ୍ଲକ – ମୋ ଢେଙ୍କାନାଳ” ଏହି ଅଭିନବ କାର୍ଯ୍ୟକ୍ରମ ଫଳରେ ତୃଣମୂଳ ସ୍ତରରେ ଲୋକମାନଙ୍କ ସମସ୍ୟା ଦୂର ହେଇପାରୁଛି ବୋଲି ପ୍ରକାଶ କରିଛନ୍ତି । ଏହାକୁ ଅଧିକ ଫଳପ୍ରଦ କରିବା ପାଇଁ ବିଭାଗୀୟ ଅଧିକାରୀମାନେ ସମନ୍ବୟ ରକ୍ଷା କରି କାର୍ଯ୍ୟ କରିବାକୁ କହିଛନ୍ତି ।

ଆଗାମୀ ଜୁନ ମାସ ସୁଦ୍ଧା ସମସ୍ତ ପ୍ରାଥମିକ ବିଦ୍ୟାଳୟ ଗୁଡିକର ଆବଶ୍ୟକ ମରାମତି କାର୍ଯ୍ୟ ଶେଷ କରିବାକୁ ଜିଲ୍ଲାପାଳ ବିଡିଓ ମାନଙ୍କୁ କହିଛନ୍ତି । ସମସ୍ତ ଅଙ୍ଗଡି କେନ୍ଦ୍ରଗୁଡ଼ିକରେ ପାନୀୟ ଜଳ, ବିଦ୍ୟୁତ ସରବରାହ ଏବଂ ଶୌଚାଳୟର ବ୍ୟବସ୍ଥା,ପିଲାମାନଙ୍କର ବସିବା ପାଇଁ ଛୋଟ ଚୌକି ଓ ଡେସ୍କ ର ବ୍ୟବସ୍ଥା କରିବା ସହିତ ପିଲାମାନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଛନ୍ତି । ବାଲ୍ୟ ବିବାହ ରୋକିବା ନିମନ୍ତେ ଗୁରୁତ୍ଵ ଦିଆଯାଉଛି, ଗରିବ ଏବଂ ଅସହାୟ ପରିବାରର ଝିଅ ଏବଂ ପୁଅ ମାନଙ୍କର ବିବାହ ନିମନ୍ତେ ସରକାରଙ୍କ ପକ୍ଷରୁ ଆବଶ୍ୟକ ଆର୍ଥିକ
ସାହାଯ୍ୟ ଯୋଗାଇ ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି । ଦୂର ଦୂରାନ୍ତ ଅଞ୍ଚଳରେ ଅଧିକ ଖାଉଟି ସାମଗ୍ରୀ କେନ୍ଦ୍ର ଖୋଲିବା ନିମନ୍ତେ ବିହିତ ବ୍ୟବସ୍ଥା କରିବା, ଖାଉଟି ସାମଗ୍ରୀ ନେବାକୁ ଆସିବାକୁ ଅସମର୍ଥ ହିତାଧିକାରୀଙ୍କ ପାଖରେ ଖାଉଟି ସାମଗ୍ରୀ ପହଞ୍ଚାଇବାକୁ ସେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବା ସହିତ ଯୋଗ୍ୟ ହିତାଧୁକାରୀଙ୍କୁ ଅନ୍ତୋଦୟ ଯୋଜନାରେ ସାମିଲ କରାଇବାକୁ ସେ ପରାମର୍ଶ ଦେଇଛନ୍ତି ।

ବୈଠକରେ, ସମସ୍ତ ବ୍ଲକରେ ସମୀକ୍ଷା କରିଥିବା ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ, ନଳକୂପ ଖନନ, ଟ୍ୟାକର ଯୋଗେ ପାନୀୟ ଜଳ ଯୋଗାଣ, ଅଙ୍ଗନ ୱାଡି କେନ୍ଦ୍ର ଓ ବିଦ୍ୟାଳୟରେ ଆବଶ୍ୟକ ମରାମତି କାର୍ଯ୍ୟ, ଶୌଚାଳୟ ନିର୍ମାଣ, ବିଦ୍ୟୁତ ଯୋଗାଣ, ଦୁର୍ଗମ ଉପାନ୍ତ ଅଂଚଳବାସୀଙ୍କୁ ସହଜରେ ଖାଉଟି ସାମଗ୍ରୀ ଯୋଗାଣ, ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ, ବାଲ୍ୟ ବିବାହକୁ ରୋକିବା ନିମନ୍ତେ ସମସ୍ତ ପଞ୍ଚାୟତରେ ବିବାହ ପଞ୍ଜୀକରଣ ବ୍ୟବସ୍ଥା, ଦୁର୍ଗମ ଅଞ୍ଚଳକୁ ଗମନା ଗମନର ନିମନ୍ତେ ଆବଶ୍ୟକ ହେଉଥିବା ନିର୍ମାଣ କାର୍ଯ୍ୟ ଆଦି ସମ୍ପର୍କରେ ଅବଗତ କରାଇ ମତାମତ ପ୍ରଦାନ କରିଥିଲେ ।

ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ସେଠି ( ସାଧାରଣ ), ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର ( ରାଜସ୍ଵ ), ସଦର ଉପଜିଲ୍ଲାପାଳ ସୁଶ୍ରୀ ସ୍ନିଗ୍ଧା ରାଣୀ ଧଳ, କାମାକ୍ଷାନଗର ଉପଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ସାହୁ, ହିନ୍ଦୋଳ ଉପଜିଲ୍ଲାପାଳ ଶ୍ରୀ ଶିବାନନ୍ଦ ସ୍ୱାଇଁ, ସମସ୍ତ ଲାଇନ ଡିପାର୍ଟମେଣ୍ଟର ଅଧିକାରୀ, ସମସ୍ତ ବିଡିଓ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

ବୈଠକ ଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଓ ନିର୍ବାହୀ ଅଧିକାରୀ ଶ୍ରୀ ତନ୍ମୟ କୁମାର ଦରୱାନ, ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech