ବାଲ୍ୟ ବିବାହ, ବାଳ ଶ୍ରମିକ ଓ ଚାଲାଣ ରୋକିବା ନିମନ୍ତେ ଜିଲ୍ଲା ସ୍ତରୀୟ ସଚେତନତା ବୈଠକ ଅନୁଷ୍ଠିତ

ବାଲ୍ୟ ବିବାହ, ବାଳ ଶ୍ରମିକ ଓ ଚାଲାଣ ରୋକିବା ନିମନ୍ତେ ଜିଲ୍ଲା ସ୍ତରୀୟ ସଚେତନତା ବୈଠକ ଅନୁଷ୍ଠିତ ।

ଢେଙ୍କାନାଳ, ତା ୨୯,୦୪, ୨୦୬୩
ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସବଭାବନା ସଭାଗୃହଠାରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠାଙ୍କ ଅଧ୍ୟକ୍ଷତାରେ ବାଲ୍ୟ ବିବାହ ବାଳ ଶ୍ରମିକଙ୍କୁ କାର୍ଯ୍ୟରୁ ନିବୃତ କରିବା ଓ ଯୁବତୀ ଚାଲାଣ ରୋକିବା ଉଦ୍ଦେଶ୍ୟରେ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି । କିଶୋର କିଶୋରୀମାନଙ୍କୁ ସ୍ଵାବଲମ୍ବୀ କରାଇ ସେମାନଙ୍କର ସାମଗ୍ରିକ ବିକାଶ ଦିଗରେ ଯବାନ ହେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ଗରିବ ଓ ଅସହାୟ କିଶୋର କିଶୋରୀମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ଆଇ.ଟି.ଆଇ, ପଲିଟେକ୍ନିକ୍ ଏବଂ ସ୍କୁଲ ସେଣ୍ଟରରେ ମାଗଣାରେ ପାଠ ପଢା ଓ ପ୍ରଶିକ୍ଷଣ ନିମନ୍ତେ ବ୍ୟବସ୍ଥା କରିବାକୁ ସେ ବିଭାଗୀୟ ଅଧିକାରୀଙ୍କୁ କହିଛନ୍ତି । ବିବାହ ନିମନ୍ତେ ଯେ ଗ୍ୟ ଅନାଥ ଯୁବକ ଯୁବତୀକୁ ଚିହ୍ନଟ କରି ସେମାନଙ୍କର ବିବାହ ନିମନ୍ତେ ଆବଶ୍ୟକ ବ୍ୟବସ୍ଥା କରିବାକୁ ସେ କହିଛନ୍ତି । ଏଥୁ ନିମନ୍ତେ ପ୍ରଶାସନ ପକ୍ଷରୁ ସେମାନଙ୍କୁ ବିବାହ ଖର୍ଚ୍ଚ ନିମନ୍ତେ ୫୦ ହଜାର ତାଙ୍କ ଆର୍ଥିକ ଅନୁଦାନ ମିଳିବ ବୋଲି ସେ ପ୍ରକାଶ କରିଛନ୍ତି । ବାଲ୍ୟ ବିବାହ ଓ ବାଳ ଶ୍ରମିକ ନିଯୋଜନକୁ ବନ୍ଦ କରିବା ଓ ଯୁବତୀ ଚାଲାଣ ରୋକିବା ନିମନ୍ତେ ଅଧିକ ଜନସଚେତନତା ସୃଷ୍ଟି ଦିଗରେ ଗୁରୁତ୍ବ ଦେବାକୁ ପରାମର୍ଶ ଦେଇଛନ୍ତି ।
ଆରକ୍ଷୀ ଅଧୀକ୍ଷକ ଶ୍ରୀ ଜ୍ଞାନ ରଞ୍ଜନ ମହାପାତ୍ର ବୈଠକରେ ଯୋଗଦେଇ, କିଶୋର କିଶୋରୀମାନେ ନିଜେ ସଚେତନ ହେବା ସହିତ ସାଙ୍ଗ ସାଥ୍‌ମାନଙ୍କୁ ମଧ୍ୟ ଏ ସମ୍ପର୍କରେ ସଚେତନ କରାଇବାକୁ ପରାମର୍ଶ ଦେଇଛନ୍ତି । ପ୍ରଚାର-ପ୍ରସାର ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଏବଂ ବ୍ୟକ୍ତିଗତ ଉଦ୍ୟମରେ ବାଲ୍ୟ ନିଯୋଜନକୁ ବନ୍ଦ କରିବା ଓ ଯୁବତୀ ଚାଲାଣ ରୋକିବା ମତବ୍ୟକ୍ତ କରିଛନ୍ତି ।
ନିମନ୍ତେ ପ୍ରୟାସ କରାଗଲେ ଏହା
ବିବାହ ଓ ବାଳ ଶ୍ରମିକ ସଫଳ ହେବ ବୋଲି ସେ

ଏହି ବୈଠକରେ ୟୁନିସେଫର ଜିଲ୍ଲା ସଂଯୋଜିକା ଶ୍ରୀମତୀ ଅଙ୍ଗୁର ମିଶ୍ର ବାଲ୍ୟ ବିବାହ ରୋକାବା ନିମନ୍ତେ ଜିଲ୍ଲାରେ ହେଉଥିବା କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରାଇଥିଲେ । ଜିଲ୍ଲାରେ ବିଗତ ୪ ବର୍ଷ ମଧ୍ୟରେ ୧୪୩ ଗୋଟି ବାଲ୍ୟ ବିବାହ ରୋକାଯାଇପାରିଛି ଏବଂ ବିଭିନ୍ନ କାର୍ଯ୍ୟକ୍ରମ ଏବଂ ସଚେତନତା ସୃଷ୍ଟି କରାଯାଇ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ କରାଯିବାକୁ ଉଦ୍ୟମ ଜାରି ରହିଛି ବୋଲି ସେ ପ୍ରକାଶ କରିଛନ୍ତି । ବୈଠକରେ ବାଳ ଶ୍ରମିକ ନିଯୋଜନକୁ କିପରି ପ୍ରତିହତ କରାଯାଇ ସେମାନଙ୍କର ପାଠପଢା ବ୍ୟବସ୍ଥା, ଯୁବତୀ ଚାଲାଣକୁ ରୋକି ସେମାନଙ୍କର ଥଇଥାନ, ଅନାଥ ଓ ଗରିବ ପିଲାଙ୍କ ବିବାହ ଆଦି ସମ୍ପର୍କରେ ବିଷଦ ଆଲୋଚନା ହୋଇଥିଲା । କିଶୋର କିଶୋରୀମାନେ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ, ସାଙ୍ଗସାଥ୍, ସମ୍ପର୍କୀୟମାନଙ୍କୁ କିପରି ବାଲ୍ୟ ବିବାହ ରୋକିବାରେ ସଚେତନ କରାଉଛନ୍ତି ସେ ସମ୍ପର୍କରେ ବର୍ଣ୍ଣନା କରିଥିଲେ ।
ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର ( ରାଜସ୍ଵ ), ଚାଇଲ୍ଡ ୱେଲଫେୟାର କମିଟିର ଚେୟାରମ୍ୟାନ ଶ୍ରୀ ପୁଷ୍ପକ ତ୍ରିପାଠୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀମତୀ ଅନୁରାଧା ଗୋସ୍ବାମୀ, ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ସତ୍ୟନାରାୟଣ ଆଚାର୍ଯ୍ୟ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ପୂର୍ଣ୍ଣମାସୀ ସାହୁ, ସମ୍ପୃକ୍ତ ବିଭାଗୀୟ ଅଧିକାରୀ, ଜିଲ୍ଲାର ସମସ୍ତ ସିଡିପିଓ, ବିଭିନ୍ନ ମହାବିଦ୍ୟାଳୟ ଓ ବିଦ୍ୟାଳୟର କିଶୋର କିଶୋରୀ ଯୋଗଦେଇଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech