ବିଧାୟିକା ଭାବେ ଶପଥ ନେଲେ ଦୀପାଳି ଦାସ୍
ବିଧାୟିକା ଭାବେ ଶପଥ ନେଲେ ଦୀପାଳି ଦାସ।
ବିଧାନସଭାରେ ଶପଥ ପାଠ କରାଇଲେ ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ। ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟ ପରେ ଶପଥ ନେଲେ* ବିଧାୟିକା ଦୀପାଳୀ ଦାସ୍। ମାଆ ଓ ଭାଇଙ୍କ ସହ ବିଧାନସଭା ଆସି ଶପଥ ନେଲେ। ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ର ଉନ୍ନତି ପାଇଁ କାମ କରିବାକୁ କହିଲେ ଦିପାଳୀ।





![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-14-scaled.jpg)