ଢେଙ୍କାନାଳ ଜିଲ୍ଲା ମିଳିତ ଅମଲା ମଞ୍ଚର ଜିଲ୍ଲାପାଳଙ୍କୁ ଚରମ ପତ୍ର ପ୍ରଦାନ

ଢେଙ୍କାନାଳ ଜିଲ୍ଲା ମିଳିତ ଅମଲା ମଞ୍ଚର ଜିଲ୍ଲାପାଳଙ୍କୁ ଚରମ ପତ୍ର ପ୍ରଦାନ

ମାଈ ମାସ ୨୨ ତାରିଖରୁ ଅମଲାମାନଙ୍କର କଳାବ୍ୟାଜ ପରିଧାନ ପୂର୍ବକ ପ୍ରତିବାଦ ଓ ଦାବି ପୂରଣ ନ ହେଲେ ଜୁନ ୧ ତାରିଖରୁ ସାମୁହିକ ଛୁଟି । ଅଦ୍ୟ ତା, ୨୦/୦୫/୨୦୨୩ ରିଖ ସକାଳ ଘ. ୦୮.୩୦ ମିନିଟ ସମୟରେ ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚ, ଢେଙ୍କାନାଳ ପକ୍ଷରୁ ଢେଙ୍କାନାଳ ଜିଲ୍ଲାପାଳଙ୍କୁ ସରକାରଙ୍କୁ ଦିଆଯାଇଥିବା ଚରମ ପତ୍ରର ନକଲ ଦିଆଯାଇଅଛି । ଢେଙ୍କାନାଳ ଜିଲ୍ଲା ମିଳିତ ଅମଲା ମଞ୍ଚର ଆବାହକ ଶ୍ରୀ ଅରୁଣ କୁମାର ବଳିୟାର ସିଂହ ଓ ଅଧ୍ୟକ୍ଷ ଶ୍ରୀ ବିଭୁତି ଭୂଷଣ ପଟ୍ଟନାୟକ ଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅମଲାମାନଙ୍କ ଉପସ୍ଥିତିରେ ଜିଲ୍ଲାପାଳ ଏହା ଗ୍ରହଣ କରିଥିଲେ ଓ ଅମଲାମାନଙ୍କ ସମସ୍ୟା ଉପରେ ଆଲୋଚନା କରିଥିଲେ । ଜିଲ୍ଲା ସ୍ତରୀୟ ଅମଲାମାନଙ୍କ ଶିକ୍ଷାଗତ ଯୋଗ୍ୟତା ସ୍ନାତକ ସହିତ କମ୍ପ୍ୟୁଟର ଜ୍ଞାନ ହୋଇଥିବା ବେଳେ ଅମଲାମାନଙ୍କୁ ମାଟ୍ରିକ ହାରରେ ଦରମା ଦିଆଯାଉଥିବା ବେଳେ ଏହା ଅମଲା ମାନଙ୍କର ସମ୍ମାନର ପ୍ରଶ୍ନ ହୋଇଛି । ଏହି ସରକାରଙ୍କ ସମୟରେ ବିଭିନ୍ନ ବର୍ଗର କର୍ମଚାରୀମାନଙ୍କର ଦରମା ବୃଦ୍ଧି ଫଳରେ ଅମଲାମାନଙ୍କ ଦରମାରେ ଗୁରୁତର ଅସଙ୍ଗତି ସୃଷ୍ଟି ହୋଇଛି । ସରକାରଙ୍କୁ ଅମଲାମାନଙ୍କର ମୂଳ ଦରମା ଶିକ୍ଷାଗତ ଆଧାରରେ Lavel-9 / ଗ୍ରେଡ ପେ 4200/- କରିବାପାଇଁ ଯଥାର୍ଥ ଦାବି ବିଷୟରେ ଅବଗତ କରାଯାଇଛି ଓ ସରକାରଙ୍କର ଏହା ସକାରାତ୍ମକ ବିଚାରଧ୍ବନଥିବା କହୁଥିବା ବେଳେ ଅଦ୍ୟାବଧୂ ବିଜ୍ଞପ୍ତି ଜାରି କରିବାରେ ଆହେତୁକ ବିଳମ୍ବ କରୁଥିବା କାରଣରୁ ରାଜ୍ୟ ମିଳିତ ମଞ୍ଚ ପକ୍ଷରୁ ସରକାରଙ୍କୁ ମାଈ ମାସ ୧ ତାରିଖରେ ଚରମ ପତ୍ର ପ୍ରଦାନ କରିବାକୁ ବାଧ୍ୟ ହୋଇଥିଲା । ଜନସାଧାରଣଙ୍କ ସେବାରେ ବ୍ୟାଘାତ ସୃଷ୍ଟି ନ କରିବା ପାଇଁ ମିଳିତ ଅମଲା ମଞ୍ଚ ଏହି ଚରମ ପତ୍ର ମାଧ୍ୟମରେ ମଧ୍ୟ ସରକାରଙ୍କୁ ଦୀର୍ଘ ୨୧ ଦିନ ସମୟ ଦିଆଯାଇଅଛି , ଯଦି ସରକାର ଏହି ୨୧ ଦିନ ମଧ୍ୟରେ ବିଜ୍ଞପ୍ତି ପ୍ରକାଶ ନ କରନ୍ତି ଅମଲାମାନେ ବାଧ୍ୟ ହେବେ ୨୨.୦୫.୨୦୨୩ ତାରିଖ ଠାରୁ କଳାବ୍ୟାଜ ପରିଧାନ ପୂର୍ବକ ନିଜ ଅଫିସରେ ଜନସାଧାରଣଙ୍କୁ ସେବା ଯୋଗାଇଦେବା ସଙ୍ଗେ ସଙ୍ଗେ ନିଜର ପ୍ରତିବାଦ ୩୧.୦୫.୨୦୨୩ ତାରିଖ ପର୍ଯ୍ୟନ୍ତ ଜାରି ରଖିବେ । ସରକାରଙ୍କୁ ଗତ ୨୦୧୭ ମସିହାଠାରୁ ବାରମ୍ବାର ଦୃଷ୍ଟି ଆକର୍ଷଣ ପୂର୍ବକ ଏହି ମାଟ୍ରିକ ଦରମା ନେଇ ଜନସାଧାରଣଙ୍କୁ ସେବା ଯୋଗାଇ ଦେବା ସଙ୍ଗେ ସଙ୍ଗେ ଏହି ମଇ ମାସ ୧ ତାରିଖରୁ ଚରମ ପତ୍ର ମାଧ୍ୟମରେ ୨୧ ଦିନ ସମୟ ଦିଅ ଯାଇଛି ଓ କଳାବ୍ୟାଜ ପରିଧାନ କରି ଆହୁରି ୧୦ ଦିନ ସମୟ ଦିଆଯାଉଛି, ଏହିପରି ବହୁ ପ୍ରତୀକ୍ଷା ପରେ ଯଦି ସରକାର ବିଜ୍ଞପ୍ତି ପ୍ରକାଶ ନ କରନ୍ତି, ଆସନ୍ତା ଜୁନ ମାସ ୧ ତାରିଖରୁ ୩୦ ଗୋଟି ଜିଲ୍ଲାର ଅମଲାମାନେ ବାଧ୍ୟହୋଇ ସାମୁହିକ ଛୁଟି ରେ ଯିବାପାଇଁ ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚ ତରଫରୁ ନିଷ୍ପତ୍ତି ନିଆଯାଇଅଛି । ଫଳରେ ରାଜ୍ୟର ସମସ୍ତ ବିଭାଗର ସମସ୍ତ ଅମଲାମାନେ ଅଫିସରେ ଅନୁପସ୍ଥିତ ରହିବେ ଓ ଜନସାଧାରଣଙ୍କ ସେବା କାର୍ଯ୍ୟରେ ଯେଉଁ ବ୍ୟାହତ ହେବ ସେଥ୍‌ପାଇଁ ସରକାର ଦାୟୀ ରହିବେ ବୋଲି ରାଜ୍ୟ ମିଳିତ ଅମଲା ମଞ୍ଚ ପକ୍ଷରୁ କୁହ ଯାଇଛି । ମିଳିତ ଅମଲା ମଞ୍ଚର ଏକମାତ୍ର ଦାବି କନିଷ୍ଠ ସହାୟକମାନଙ୍କର ପ୍ରବେଶିକା ଯୋଗ୍ୟତା ହାରାରେ ମୂଳ ଦରril Level-9 ବ ଗ୍ରେଡ ପେ 42007- ଯାହା କି ଅମଲା ମାନଙ୍କର ନ୍ୟାର୍ଯ୍ୟ ଦାବି ପୂରଣ ପାଇଁ ସରକାରଙ୍କ ଠାରେ ଆଉଥରେ ଦାବି ଉପସ୍ଥାପନା କରୁଅଛୁ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech