ଗ୍ରାମ୍ୟ ଉନ୍ନୟନ ବିଭାଗର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ

ଗ୍ରାମ୍ୟ ଉନ୍ନୟନ ବିଭାଗର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ

ଜୁନ୍ ସୁଦ୍ଧା ତ୍ରୈମାସିକ ବଜେଟ ଖର୍ଚ୍ଚ କରିବାକୁ ପ୍ରମୁଖ ଶାସନ ସଚିବଙ୍କ କଡା ନିର୍ଦ୍ଦେଶ
ଭୁବନେଶ୍ୱର ,( ୨୫ / ୦୫ / ୨୦୨୩) ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ବିଭାଗ ଅଧୀନରେ ଥିବା ସମସ୍ତ ଯୋଜନାର ସମୀକ୍ଷା କରିଛନ୍ତି । ଲୋକ ସେବା ଭବନସ୍ଥ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ଅଧ୍ୟକ୍ଷତା କରି ୨୦୨୩ – ୨୪ ଆର୍ଥିକ ବର୍ଷରେ ବିଭିନ୍ନ ପ୍ରକଳ୍ପ ନିମନ୍ତେ ପ୍ରଥମ ତିନିମାସ ପାଇଁ ଅନୁମୋଦିତ ହୋଇଥିବା ବ୍ୟୟବରାଦକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଖର୍ଚ୍ଚ କରିବା ପାଇଁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ପ୍ରଥମ ତିନିମାସ ପାଇଁ ବିଭାଗ ବଜେଟର ୨୫ ପ୍ରତିଶତ ବ୍ୟୟ ଧାର୍ଯ୍ୟ ଥିଲେ ହେଁ ଅନେକ ଡିଭିଜନରେ ଏହି ଲକ୍ଷ୍ୟ ହାସଲ ହୋଇପାରିନାହିଁ । ଆସନ୍ତା ଜୁନ ମାସ ଶେଷ ସୁଦ୍ଧା ପ୍ରଥମ ତ୍ରୈମାସିକ ଅନୁଦାନ ସମ୍ପୂର୍ଣ୍ଣ ବ୍ୟୟ କରିବା ପାଇଁ ଶ୍ରୀ ସିଂହ କଡା ନିର୍ଦ୍ଦେଶ ଦେବା ସହ ଅବହେଳା ପାଇଁ ସର୍ବୋଚ୍ଚ ଯନ୍ତ୍ରୀ ଓ ମୁଖ୍ୟ ଯନ୍ତ୍ରୀ ଉତ୍ତରଦାୟୀ ରହିବେ ବୋଲି ପ୍ରକାଶ କରିଥିଲେ । ସେହିପରି କ୍ଷେତ୍ରୀୟ ସ୍ତରରେ ବ୍ୟୟ ପାଇଁ ମଗା ଯାଉଥିବା ଅନୁଦାନ ରାଶି ୪୮ ଘଣ୍ଟା ଭିତରେ ମିଳିଯିବା ଜରୁରୀ । ମୁଖ୍ୟଯନ୍ତ୍ରୀମାନେ ଏଥ୍ପ୍ରତି ଯବାନ ହେବା ସହ ଆଗାମୀ ବୈଠକରେ ଏହାକୁ ସୁନିଶ୍ଚିତ କରିବାକୁ ସେ ପରାମର୍ଶ ଦେଇଥିଲେ । ସମୟସୀମା ମଧ୍ୟରେ ରାସ୍ତା , ସେତୁ ଓ କୋଠାବାଡି ନିର୍ମାଣ କାମ ତ୍ବରାନ୍ବିତ ପ୍ରକ୍ରିୟାରେ ସମ୍ପୁର୍ଣ୍ଣ ହେବା ବିଭାଗର ଗୁରୁଦାୟିତ୍ଵ ପ୍ରକଳ୍ପ ସମ୍ପୂର୍ଣ୍ଣ ପାଇଁ ଡିଭିଜନମାନେ ବିଭାଗକୁ ଦେଉଥିବା ସମୟସୀମା କୌଣସି ପରିସ୍ଥିତିରେ ପାର ହେବା ଉଚିତ ନୁହେଁ । ଯୋଗାଯୋଗ ପାଇଁ ଏଣିକି ବିଭାଗକୁ ପ୍ରେରିତ ସମସ୍ତ ଚିଠିପତ୍ର ଓସ୍ଵାସ ମାଧ୍ୟମରେ ପଠାଇବାକୁ ସମସ୍ତ କ୍ଷେତ୍ରୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆ ଯାଇଥିଲା । ପ୍ରାରମ୍ଭରେ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ ସର୍ବୋଚ୍ଚ ପ୍ରାଥମିକତା ପ୍ରକଳ୍ପଗୁଡିକର ଆସନ୍ତା ଜୁନ ୭ ତାରିଖ ସୁଦ୍ଧା ଟେଣ୍ଡର ପ୍ରକ୍ରିୟା ଶେଷ କରି ୨୦୨୪ ଫେବୃୟାରୀ ସୁଦ୍ଧା ପ୍ରକଳ୍ପ ସାରିବାକୁ ବିଭାଗୀୟ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା , ମୁଖ୍ୟମନ୍ତ୍ରୀ ସଡକ ଯୋଜନା , କୋଠାବାଡି , ଗ୍ରାମ୍ୟ ଉନ୍ନୟନ ବିଭାଗର ସମସ୍ତ ଯୋଜନା ସମ୍ପର୍କରେ ଆଲୋଚନା କରା ଯାଇଥିଲା । ବିଗତ ବର୍ଷରେ ଆରମ୍ଭ କରାଯାଇଥିବା ପ୍ରକଳ୍ପଗୁଡିକ ଶୀଘ୍ର ସମ୍ପୁର୍ଣ୍ଣ କରିବା ସହ ଚଳିତ ୨୦୨୩ – ୨୪ ଆର୍ଥିକ ବର୍ଷରେ ହାତକୁ ନିଆ ଯାଇଥିବା ଯୋଜନା ଓ ପ୍ରକଳ୍ପଗୁଡିକର କାର୍ଯ୍ୟ ତ୍ବରାନ୍ବିତ କରିବାକୁ ବିଭାଗୀୟ ଅଧ୍ୟାକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ । ରାଜ୍ୟର ସମସ୍ତ ୬୦ ଗୋଟି ଡିଭିଜନ ଏବଂ ୧୩ଟି ଇଞ୍ଜିନିୟରିଂ ସର୍କଲ ସଂସ୍ଥାର ମୁଖ୍ୟଯନ୍ତ୍ରୀ ଏବଂ ସର୍ବୋଚ୍ଚ ଯନ୍ତ୍ରୀମାନେ ଆଭାସୀ ମାଧ୍ୟମରେ ଏହି ସମୀକ୍ଷା ବୈଠକରେ ଯୋଗଦେଇଥିଲେ । ସର୍କଲ ଓ ଡିଭିଜନର ସମସ୍ତ ଯନ୍ତ୍ରୀମାନଙ୍କୁ ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମର ଅଗ୍ରଗତି ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପଚାରି ବୁଝିଥିଲେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସ୍ଵତନ୍ତ୍ର ଶାସନ ସଚିବ ଶ୍ରୀ ସୁଦର୍ଶନ ପରିଡା , ଇ.ଆଇ.ସି ଶ୍ରୀ ଅକ୍ଷୟ କୁମାର ପ୍ରଧାନ , ଇ.ଆଇ.ସି ଶ୍ରୀ ପ୍ରଦୀପ ସାମଲଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech