ଅବସରପ୍ରାପ୍ତ ନୂତନ ସାହାଯ୍ୟ ପ୍ରାପ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ପ୍ରଦାନ

ଅବସରପ୍ରାପ୍ତ ନୂତନ ସାହାଯ୍ୟ ପ୍ରାପ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ପ୍ରଦାନ

ଢେଙ୍କାନାଳର ୨୧ ୦୭ ୨୦୨୩ ସ୍ଥାନୀୟ ଗୋପବନ୍ଧୁ ଟାଉଲ ଠାରୁ ନୂତନ ଅନୁଦାନ ପ୍ରାପ୍ତ ମାଧ୍ୟମିକ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ଦୀର୍ଘ ୧୦ବର୍ଷ ହେବ ଅବସର ପ୍ରାପ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷା କର୍ମଚାରୀଙ୍କର ଏକ ବିଶାଳ ରାଲି ବାହାରି ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳ ଏବଂ ଶିକ୍ଷା ଅଧିକାରୀଙ୍କ ମଧ୍ୟମରେ ଦାବି ପତ୍ର ପ୍ରଦାନ କରିଛନ୍ତି । ଜିଲ୍ଲାର ୮ଟି ବ୍ଲକ୍‌ର ଅବସର ପ୍ରାପ୍ତ ଶିକ୍ଷକ, ଶିକ୍ଷାକର୍ମଚାରୀ ସେମାନଙ୍କର ପ୍ରାୟତଃ ୩୦ବର୍ଷର ଶିକ୍ଷାଦାନ ଦକ୍ଷ ଶିକ୍ଷାୟତନରେ ସେବା ପ୍ରଦାନ ସହ ରାଜ୍ୟ ସରକାରଙ୍କର ବିଭିନ୍ନ ପ୍ରକାର ଜାତୀୟ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ। ମଧ୍ୟ ସେବା ନିବୃତି ପରେ ପେନ୍‌ସନ୍‌ ତଥା ଚାକିରୀ ସର୍ତାବଳରୁ ବଂଚିତ ଅଛନ୍ତି । ଏହି ବର୍ଗର ଶିକ୍ଷକ ଏହା ମଧ୍ୟରେ ଉପଯୁକ୍ତ ସ୍ବାସ୍ଥ୍ୟ ସେବା ନପାଇ, ହାୟୁତାସରେ କାଳାତିପାତ କରି ଆରପାରିକୁ ଚାଲିଗଲେଣି । ସରକାରଙ୍କର ବିଭିନ୍ନ ପ୍ରକାର ଜନହୀତକର ଯୋଜନା ଯଥା- ବିଜୁ ସ୍ବାସ୍ଥ୍ୟ , ମଧୁବାବୁ ପେନସନ, ରାସନ କାର୍ଡ ପରି ଯୋଜନା ଏ ବର୍ଗର ଶିକ୍ଷକ ଗେଷ୍ଠୀ ପାଇଁ ସାତ ସପନ । ମାନ୍ୟବର ଉଚ୍ଚ ନ୍ୟାୟାଳୟ ରାଜ୍ୟ ସରକାରଙ୍କୁ ଏହି ବର୍ଗର ଶିକ୍ଷକ ସଂପ୍ରଦାୟ ନିର୍ମିତ ପେନ୍‌ସନ୍‌ ସହ ଚାକିରୀ ସର୍ତ୍ତାବଳୀ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ସରକାର ବିଭିନ୍ନ ସମୟରେ ‘‘ସମୟ ମହରତ’ ନେଇ ଚାଲିଛନ୍ତି । ଏହି ପରିପ୍ରେକ୍ଷାରେ ଆଜି ଶିକ୍ଷକ, ଶିକ୍ଷାକର୍ମଚାରୀ ତାଙ୍କର ଏହି ଦୟନୀୟ ଅବସ୍ଥାରେ ରାଜରାସ୍ତାରେ ଆକୁଳ ଚିତ୍କାର କରୁଛନ୍ତି । ରାଜ୍ୟ ସରକାର ଆସନ୍ତ ମୈସୁମୀ ଅଧିବେଶନ ପୂର୍ବରୁ ଏହି ସମସ୍ୟାର ଆଶୁ ସମାଧାନ ନ କରନ୍ତି ତେବେ ଶିକ୍ଷକ, ଶିକ୍ଷା କର୍ମଚାରୀ ନିଜନିଜ ପରିବାରଙ୍କୁ ନେଇ ଭୁବନେଶ୍ବର ବିଧାନସଭା ସମ୍ମୁଖରେ ଅହୋରାତ୍ର ଧାରଣା, ଆମରଣ ଅନଶନ ସହ ଆତ୍ମହୁତି ଦେବାକୁ ଚରମ ନିଷ୍ପତି ଗ୍ରହଣ କରିଛନ୍ତି।

ଏହି ପ୍ରତିବାଦ ସଭାରେ ଅନ୍ୟୁନ ୨୦୦ ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ଶିକ୍ଷାକର୍ମଚାରୀ ଯୋଗ ଦେଇଥିଲେ। ନିଖିଳ ଉତ୍କଳ ଶିକ୍ଷକ ମହାସଂଘ ଢେଙ୍କାନାଳ ଶାଖାର ସଂପାଦକ ବିପ୍ରବର ସାହୁ, ରାଜ୍ୟ ଆବାହକ ସଂଞ୍ଜୟ କୁମାର ହୋତା, ସଭାପତି ଅମରେନ୍ଦ୍ର ନାଥ ନନ୍ଦ, ସଂପାଦକ ବିନୋଦ କୁମାର ସାହୁ, ଉପସଭାପତି ରୂପମଞ୍ଜରୀ ପଟ୍ଟନାୟକ, ସହ-ସମ୍ପାଦକ ଅଜୟ କୁମାର ଦାଶ, ଜିଲ୍ଲା ଆବାହକ ଦିଲ୍ଲୀପ କୁମାର ଦାସ ପ୍ରମୁଖ ଯୋଗଦେଇ ଶିକ୍ଷା ବ୍ୟବସ୍ଥାର ବିପର୍ଯ୍ୟୟତା ଦର୍ଶାଇଥିଲେ । ଜିଲ୍ଲାପାଳ ଅନୁପସ୍ଥିତରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ରଙ୍କୁ ଏହି ଦାବିପତ୍ର ପ୍ରଦାନ କରିଛନ୍ତି । ପରିଶେଷରେ ଉପସଭାପତି ରୂପମଞ୍ଜରୀ ପଟ୍ଟନାୟକଙ୍କ ଦ୍ବାରା ଧନ୍ୟବାଦ ଅର୍ପଣ କରାଯାଇ ସଭା ସାଙ୍ଗ କରାଯାଇଥିଲା।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech