ମୋ ବ୍ଳକ – ମୋ ଢେଙ୍କାନାଳ ସମୀକ୍ଷା ବୈଠକ

ମୋ ବ୍ଳକ – ମୋ ଢେଙ୍କାନାଳ ସମୀକ୍ଷା ବୈଠକ

ଢେଙ୍କାନାଳ ତା ୨୮.୦୭.୨୦୨୩ ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହଠାରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର

ସେଠୀଙ୍କ ଅଧ୍ୟକ୍ଷତାରେ ମୋ ବ୍ଲକ ମୋ ଢେଙ୍କାନାଳ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଜନସାଧାରଣଙ୍କ ଅଭିଯୋଗ ଗୁଡିକୁ ସମାଧାନ ଉପରେ ଜିଲ୍ଲାପାଳ ଅଧିକ ଗୁରୁତ୍ବାରୋପ କରିଛନ୍ତି । ପ୍ରତ୍ୟେକ ସୋମବାର ଦିନ ସମସ୍ତ ବ୍ଲକ ଏବଂ ଉପଖଣ୍ଡରେ ଜନ ଅଭିଯୋଗ ଶୁଣାଣିର ବ୍ୟବସ୍ଥା କରିବାକୁ ସେ, ବିଡିଓ ଏବଂ ଉପ ଜିଲ୍ଲାପାଳମାନଙ୍କୁ କହିଛନ୍ତି । ଆବଶ୍ୟକ ହେଲେ ଜିଲ୍ଲାରେ ଥିବା ପ୍ରକଳ୍ପ କାର୍ଯ୍ୟକୁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯାଇ କାର୍ଯ୍ୟ ଶେଷ କରିବାକୁ କହିଛନ୍ତି । ପ୍ରଧାନ ମନ୍ତ୍ରୀ ଫସଲ ବୀମା ଯୋଜନାରେ ଅଧିକରୁ ଅଧ‌ିକ ଚାଷୀଙ୍କୁ ବୀମା ଭୁକ୍ତ କରିବାକୁ ସେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କୁ କହିଛନ୍ତି । ଏଥୁନିମନ୍ତେ ବୈଠକ କରାଇ ଚାଷିମାନଙ୍କୁ ସଚେତନ କରିବାକୁ ସେ ପରାମର୍ଶ ଦେଇଛନ୍ତି । ଜିଲ୍ଲାରେ ଥିବା ସମସ୍ତ ଅଙ୍ଗନବାଡି କେନ୍ଦ୍ରରେ ପାନୀୟ ଜଳ, ବିଦ୍ୟୁତ ସରବରାହ ଏବଂ ଶୌଚାଳୟ ପରି ମୌଳିକ ସୁବିଧା ଯୋଗାଇ ଦେବା ସହିତ ଶିଶୁ ଓ ଗର୍ଭବତୀ ମହିଳାମାନେ ଯେପରି ଅପପୁଷ୍ଟିର ଶିକାର ନ ହୁଅନ୍ତି, ସେଥୁପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଛନ୍ତି । ଜିଲ୍ଲାର ଦୂରାନ୍ତ ଅନଗ୍ରସର ଅଞ୍ଚଳର ସମସ୍ତ ହିତାଧୁକାରୀ ଯେପରି ଖାଉଟି ସାମଗ୍ରୀ ସହଜର ପାଇପାରିବେ ଏବଂ ୬୦ ବର୍ଷରୁ ଉଦ୍ଧ ସମସ୍ତ ହିତାଧୁକାରୀ ଯେପରି ବାର୍ଦ୍ଧକ୍ୟ ଭତ୍ତା ପାଇପାରିବେ ସେଥୁପ୍ରତି ବିଶେଷ ଦୃଷ୍ଟି ଦେବାକୁ ସେ ବିଭାଗୀୟ ଅଧିକାରୀଙ୍କୁ କହିଛନ୍ତି । ଆଶ୍ରମ ବିଦ୍ୟାଳୟ ଗୁଡିକରେ ଥ‌ିବା ଅନ୍ତେବାସୀ ମାନଙ୍କ ସ୍ୱାସ୍ଥ୍ୟ ପ୍ରତି ସଜାଗ ରହିବାକୁ ସେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି । ବିଦ୍ୟାଳୟକୁ ଆସୁନଥିବା ପିଲାମାନକୁ ବିଦ୍ୟଳୟକୁ ଆସିବାକୁ ପ୍ରବର୍ତ୍ତାଇ, ସେମାନଙ୍କୁ ନିମନ୍ତେ ଥିବା ସମସ୍ତ ସୁବିଧା- ସୁଯୋଗ ପ୍ରଦାନ କରାଇବାକୁ ସେ କହିଛନ୍ତି ।

ବୈଠକରେ, ସମସ୍ତ ବ୍ଲକରେ ସମୀକ୍ଷା କରିଥିବା ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ, ଅଙ୍ଗନ ୱାଡି କେନ୍ଦ୍ର ଓ ବିଦ୍ୟାଳୟରେ ଆବଶ୍ୟକ ମରାମତି କାର୍ଯ୍ୟ, ଶୌଚାଳୟ ନିର୍ମାଣ, ବିଦ୍ୟୁତ ଯୋଗାଣ, ଦୁର୍ଗମ ଉପାନ୍ତ ଅଂଚଳବାସୀଙ୍କୁ ସହଜରେ ଖାଉଟି ସାମଗ୍ରୀ ଯୋଗାଣ, ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ, ଦୁର୍ଗମ ଅଞ୍ଚଳକୁ ଗମନା ଗମନର ନିମନ୍ତେ ଆବଶ୍ୟକ ହେଉଥ‌ିବା ନିର୍ମାଣ କାର୍ଯ୍ୟ, ସମ୍ପୃକ୍ତ ଅଞ୍ଚଳରେ ଆବଶ୍ୟକ ଥିବା ପ୍ରକଳ୍ପ ଆଦି ସମ୍ପର୍କରେ ଅବଗତ କରାଇ ମତାମତ ପ୍ରଦାନ କରିଥିଲେ ।

ଏହି ବୈଠକରେ ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୁହାଣ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ସେଠି ( ସାଧାରଣ ), ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର ( ରାଜସ୍ବ ), ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଓ ନିର୍ବାହୀ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଅଶୋକ କୁମାର ଦାଶ, ସଦର ଉପଜିଲ୍ଲାପାଳ ସୁଶ୍ରୀ ସ୍ନିଗ୍ଧା ରାଣୀ ଧଳ, କାମାକ୍ଷାନଗର ଉପଜିଲ୍ଲାପାଳ ଶ୍ରୀ ନାରାୟଣ ଚନ୍ଦ୍ର ନାୟକ, ହିନ୍ଦୋଳ ଉପଜିଲ୍ଲାପାଳ ଶ୍ରୀ ଶିବାନନ୍ଦ ସ୍ବାଇଁ ସମସ୍ତ ଲାଇନ ଡିପାର୍ଟମେଣ୍ଟର ଅଧିକାରୀ, ସମସ୍ତ ବିଡିଓ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech