ବାଲେଶ୍ୱର ଓଏସ୍‌ଏସ୍‌ସି ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାରେ ବାଲିଗୁଡାର ଅଭିଯୁକ୍ତ ଶିକ୍ଷକ ଗିରଫ

ବାଲେଶ୍ୱର ଓଏସ୍‌ଏସ୍‌ସି ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାରେ ବାଲିଗୁଡାର ଅଭିଯୁକ୍ତ ଶିକ୍ଷକ ଗିରଫ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲେଶ୍ୱର ଓଏସ୍‌ଏସ୍‌ସି ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାରେ ବାଲେଶ୍ୱର ପୋଲିସ ଗୁରୁବାର ପୁଣି ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି l ଗିରଫ ଅଭିଯୁକ୍ତ ଙ୍କ ମଧ୍ୟରେ ବାଲିଗୁଡା ବ୍ଲକ ରୁତୁଙ୍ଗିଆ ପଞ୍ଚାୟତର ସିର୍ସିପାଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟ ର କନିଷ୍ଠ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ (33) ଅଛନ୍ତି। ଏଥିରେ ମୁଖ୍ୟ ଅଭିଯୁକ୍ତ ବି ସାମିଲ ରହିଛି। ଏଥି ସହିତ ଏହି ମାମଲାରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି। ଆଗାମୀ ଦିନରେ ଅଭିଯୁକ୍ତ ଙ୍କର ସଂଖ୍ୟା ବଢ଼ିବ ବୋଲି ଆଶା କରାଯାଉଛି ବୋଲି ଗୁରୁବାର ଅପରାହ୍ନ ରେ ବାଲେଶ୍ବର ଏସ୍‌ପି ସାଗରିକା ନାଥ ସାମ୍ବାଦିକ ସମ୍ମିଳନୀରେ ଏହା ସୂଚନା ଦେଇଛନ୍ତି। ଏହି ମାମଲାରେ ଓଡ଼ିଶାରୁ ଗିରଫ ହୋଇଥିବା ଅଭିଯୁକ୍ତମାନେ ମଧ୍ୟସ୍ଥି କରିଥିଲେ। ପ୍ରଶ୍ନପତ୍ର ଦଲାଲ ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ ଙ୍କ ଦାମୀ ଗାଡି ସଉକ । ଆଶାୟୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟ୍ କରି ନିଜର ସଉକ ପୁରା କରୁଥିଲା । ଗୋବିନ୍ଦ ଇନୋଭା ଗାଡିକୁ ସିଜ୍ କରିଛି ବାଲେଶ୍ୱର ପୋଲିସ । ବହୁ ଦିନ ଧରି ନିଯୁକ୍ତି ଜାଲିଆତିରେ ସମ୍ପୃକ୍ତ ଅଛି ଗୋବିନ୍ଦ । ବେକାର ଯୁବକ ଯୁବତୀଙ୍କ ଠାରୁ ପୁଳା ପୁଳା ଟଙ୍କା ନେଉଥିଲା । ବେଲଗଣ୍ଠାରେ ପ୍ରାୟ ୧୦ ଜଣଙ୍କୁ ସିବିଟି ଶିକ୍ଷକ ନିଯୁକ୍ତି ଦେଇଥିବା ସ୍ଥାନୀୟ ଲୋକଙ୍କ ଅଭିଯୋଗ । ଓଟିଇଟି ପାଇଁ ଜଣ ପିଛା ୨ଲକ୍ଷ ଟଙ୍କା ନେଉଥିଲା । ଗୋବିନ୍ଦ ବାବୁ ଓଏସଏସଟିଇଟି ପରୀକ୍ଷାରେ ପାସ ପାଇଁ ଜଣ ପିଛା ନେଉଥିଲେ ୩ଲକ୍ଷ ଟଙ୍କା । ବିଭିନ୍ନ ଜାଗାରେ ଗୋବିନ୍ଦର ଦୁଇଟି ଘର ଓ ଏକାଧିକ ପ୍ଲଟ ରହିଛି । କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ରୁତୁଙ୍ଗିଆ ପଞ୍ଚାୟତର ସିର୍ସିପାଙ୍ଗା ବିଦ୍ୟାଳୟରେ ପ୍ରାଥମିକ ଶିକ୍ଷକ ଭାବେ 2018 ମସିହା ଏପ୍ରିଲ 4 ତାରିଖ ରେ ଉକ୍ତ ବିଦ୍ୟାଳୟ ରେ ହିଁ ଚାକିରି ଆରମ୍ଭ କରନ୍ତି ଗୋବିନ୍ଦ । ହେଲେ ଗୋବିନ୍ଦ ଚଳିତ ମାସ 12 ତାରିଖ ପର୍ଯ୍ୟନ୍ତ ବିଦ୍ୟାଳୟ ରେ ଉପସ୍ଥିତ ଥିବା ବେଳେ 13 ତାରିଖ ରୁ ବିଦ୍ୟାଳୟ ରେ ଅନୁପସ୍ଥିତ ଥିବା ବିଷୟ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ସୁବାଷ ଚନ୍ଦ୍ର ଓଝା ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ଙ୍କୁ ଜଣାଇଛନ୍ତି l ଶ୍ରୀ ମାଝୀ ଏହି ବିଷୟ ସଙ୍ଗେ ସଙ୍ଗେ ବିଭାଗୀୟ ଜିଲ୍ଲା ଅଧିକାରୀ ଙ୍କୁ ଜଣାଇଛନ୍ତି l ଏପଟେ ବେଲଗୁଣ୍ଠାରେ ଗୋବିନ୍ଦ ତ୍ରିପାଠୀଙ୍କ ଏକାଧିକ ପ୍ଲଟ ସହ ଘର ଥିବା ଜଣାପଡିଛି । ବେଲଗୁଣ୍ଠାରେ ହିଁ ତାଙ୍କର ବାପା ଓ ଭାଇ ଲୁଗା ଦୋକାନ କରିଛନ୍ତି । ଗୋବିନ୍ଦର ମୁଖ୍ୟ ସହଯୋଗୀ ବେଲଗୁଣ୍ଠା ଇନ୍ଦ୍ରଗଡ ଗାଁର ତ୍ରିନାଥଙ୍କୁ ଖୋଜୁଛି ପୋଲିସ । ଛତ୍ରପୁର ଦାସନପଲ୍ଲୀରେ ଗୋବିନ୍ଦର ଅନ୍ୟ ଜଣେ ସହଯୋଗୀ ଥିବା ସୂଚନା ମିଳିଛି ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech