ଅଭିନେତ୍ରୀ ସୀମା ଦେଓଙ୍କ ପରଲୋକ
ମ୍ବାଇ,୨୪।୮ : ସିନେମା ଜଗତରୁ ଏକ ଦୁଃଖଦ ଖବର ଆସିଛି। ଭେଟେରାନ ଅଭିନେତ୍ରୀ ସୀମା ଦେଓଙ୍କର ଦେହାନ୍ତ ହୋଇଛି। ଏହି ଭେଟେରାନ ଅଭିନେତ୍ରୀ ଆନନ୍ଦ, କୋଶିସ ଏବଂ କୋରା କାଗାଜ ଭଳି ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ସୀମା ଦେଓ ୮୩ ବର୍ଷ ବୟସରେ ସେ ଦୁନିଆକୁ ବିଦାୟ ଦେଇଛନ୍ତି। କୁହାଯାଉଛି ସେ ଦୀର୍ଘ ଦିନ ଧରି ଅଲଜାଇମର ରୋଗରେ ପୀଡିତ ଥିଲେ ଏବଂ ସେ ଗୁରୁବାର ସକାଳେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_10-39-40-136-scaled.jpg)


