ଭୁବନେଶ୍ୱର ମହାନଗର ନିଗମ ପାଇଁ ୪୧୭ ଟି ନୂତନ ପଦବୀ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ମହାନଗର ନିଗମ ରାଜ୍ୟର ସବୁଠାରୁ ବୃହତ ସ୍ବାୟତ୍ତ ଶାସନ ଅନୁଷ୍ଠାନ। ରାଜ୍ୟର ରାଜଧାନୀ ତଥା ଏକ ଆଧୁନିକ ସହର ଭାବେ ଭୁବନେଶ୍ବରର ପରିଚୟକୁ ଆହୁରି ସୁଦୃଢ କରିବା ସହିତ ଏହି ଐତିହ୍ୟ ସଂପନ୍ନ ସହରର ଐତିହାସିକ ମର୍ଯ୍ୟଦାର ସୁରକ୍ଷା ଦିଗରେ ଭୁବନେଶ୍ବର ମହାନଗର ନିଗମର ଗୁରୁଦାୟିତ୍ବ ରହିଛି।

କ୍ରମବର୍ଦ୍ଧିଷ୍ଣୁ ଲୋକସଂଖ୍ୟାକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ଏହାର ଦାୟିତ୍ବ ନିୟମିତ ଭାବେ ବଢିଚାଲିଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର ମହାନଗର ନିଗମ ପାଇଁ ୪୧୬ଟି ଅତିରିକ୍ତ ପଦବୀ ମଞ୍ଜୁର କରିଛନ୍ତି। ଏହାଦ୍ବାରା ନିଗମ ଅଧିକ ଦକ୍ଷ ଓ କ୍ରିୟାଶୀଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ପୂର୍ବରୁ ବି.ଏମ୍‌.ସି ରେ ୨୧୦ଟି ଅନୁମୋଦିତ ପଦବୀ ଥିବାବେଳେ, ଏହି ଅତିରିକ୍ତ ୪୧୬ଟି ପଦବୀ ସୃଷ୍ଟି ଦ୍ବାରା ଏହାର ସମୁଦାୟ ପଦବୀ ସଂଖ୍ୟା ୬୨୬କୁ ବୃଦ୍ଧି ପାଇଲା।

ପୂର୍ବରୁ ନିଗମର ପ୍ରଶାସନିକ କ୍ଷେତ୍ରରେ ଗୋଟିଏ ଆଡିସନାଲ କମିଶନର ପଦବୀ ଥିବାବେଳେ, ବର୍ତ୍ତମାନ ଆଉ ୩ଟି ଆଡିସନାଲ କମିଶନର ପଦବୀ ସୃଷ୍ଟି କରାଯାଇ ସମୁଦାୟ ପଦବୀ ସଂଖ୍ୟା ୪କୁ ବୃଦ୍ଧି କରାଯାଇଛି। ସେହିପରି ୬ଟି ନୂତନ ଜୋନାଲ କମିଶନର ପଦବୀ ମଧ୍ୟ ସୃଷ୍ଟି କରାଯାଇଛି।

ପୂର୍ବରୁ ୩ଟି ଡେପୁଟି କମିଶନର ପଦବୀ ଥିବାବେଳେ, ଏଥିରେ ୧୩ଟି ନୂତନ ପଦବୀ ସୃଷ୍ଟି କରାଯାଇ, ସମୁଦାୟ ଡେପୁଟି କମିଶନର ପଦବୀ ସଂଖ୍ୟା ୧୬କୁ ବୃଦ୍ଧି କରାଯାଇଛି। ଏହାସହିତ ପୂର୍ବରୁ ୪ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ଥିବାବେଳେ ଆଉ ୯ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ୧୩ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ରଖାଯାଇଛି।

ନିଗମର ଅର୍ଥ ବିଭାଗରେ ୧୧ଟି ନୂତନ ପଦବୀ ସୃଷ୍ଟି କରାଯାଇଥିବା ବେଳେ ଯୋଜନା ବିଭାଗରେ ୪ଟି ନୂତନ ପଦବୀ ସୃଷ୍ଟି କରାଯାଇଛି। ଇଂଜିନିୟରିଂ (ୱାର୍କ୍ସ) ବିଭାଗରେ ୧୭ଟି ନୂତନ ପଦବୀ, ସାନିଟେସନ (ଇଂଜିନିୟରିଂ) ବିଭାଗରେ ୫ଟି ନୂତନ ପଦବୀ, ଡ୍ରେନେଜ ବିଭାଗରେ ୨୦ଟି ପଦବୀ, ମେକାନିକାଲ ବିଭାଗରେ ୨ଟି, ଆଇନ ବିଭାଗରେ ଗୋଟିଏ, ଲୋକସଂପର୍କ ବିଭାଗରେ ୨ଟି, ସୌନ୍ଦର୍ଯ୍ୟକରଣ ଓ ଲ୍ୟାଣ୍ଡ ସ୍କେପିଂ ବିଭାଗରେ ୭ଟି, ପ୍ରାଣୀକଲ୍ୟାଣ ବିଭାଗରେ ୪ଟି, ସାମାଜିକ କଲ୍ୟାଣ ବିଭାଗରେ ୧୩ଟି, ବିପର୍ଯ୍ୟୟ ଓ ଜରୁରୀ ସେବା ବିଭାଗରେ ଗୋଟିଏ, ଏନ୍‌ଫୋର୍‌ସମେଣ୍ଟ ବିଭାଗରେ ୧୯ଟି, ଅମଲା ବିଭାଗରେ ୯୩ଟି ଏବଂ ୱାର୍ଡ ଅଫିସ ବିଭାଗରେ ୧୮୭ଟି ନୂତନ ପଦବୀ ସୃଷ୍ଟି କରାଯାଇଛି।

ଇଂଜିନିୟରିଂ (ୱାର୍କ୍ସ) ବିଭାଗରେ ପୂର୍ବରୁ ୨ଟି ସିଭିଲ କାର୍ଯ୍ୟନିର୍ବାହୀ ଅଧିକାରୀ ଥିବାବେଳେ ଏହାକୁ ୬କୁ ବୃଦ୍ଧି କରାଯାଇଛି । ସେହିପରି ସହକାରୀ କାର୍ଯ୍ୟନିର୍ବାହୀ ଅଧିକାରୀ ପଦବୀକୁ ୭ ରୁ ୧୩କୁ ବୃଦ୍ଧି କରାଯାଇଛି ଏବଂ ସିଭିଲ ଜୁନିଅର ଇଂଜିନିୟରିଂ ପଦବୀ ସଂଖ୍ୟାକୁ ୧୭ରୁ ୨୪କୁ ବୃଦ୍ଧି କରାଯାଇଛି।

ପରିମଳ (ଇଂଜିନିୟରିଂ) ଏକ ଗୁରୁତ୍ବପୂର୍ଣ୍ଣ କ୍ଷେତ୍ର ହୋଇଥିବାରୁ ଏଥିରେ ମଧ୍ୟ ୫ଟି ନୂତନ ପଦବୀ ସୃଷ୍ଟି କରାଯାଇଛି । ଏଥିରେ ଗୋଟିଏ କାର୍ଯ୍ୟନିର୍ବାହୀ ଅଧିକାରୀ (ପରିମଳ), ଗୋଟିଏ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ (ପରିମଳ) ଓ ୩ଟି ଜୁନିଅର ଇଂଜିନିୟର (ପରିମଳ) ଅନ୍ତର୍ଭୁକ୍ତ।

ସେହିପରି ଡ୍ରେନେଜ ବିଭାଗରେ ୨୦ଟି ନୂତନ ପଦବୀ ସୃଷ୍ଟି କରାଯାଇଛି। ଏଥିରେ ଗୋଟିଏ କାର୍ଯ୍ୟନିର୍ବାହୀ ଅଧିକାରୀ, ୭ଟି ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ୧୨ଟି ଜୁନିଅର ଇଂଜିନିୟର ପଦବୀ ରହିଛି।

ୱାର୍ଡ ପରିଚାଳନା ସବୁଠାରୁ ଗୁରୁତ୍ବପୂର୍ଣ୍ଣ କ୍ଷେତ୍ର ହୋଇଥିବାରୁ ୧୮୭ଟି ପଦବୀ ନୂତନ ପଦବୀ ସୃଷ୍ଟି କରାଯାଇଛି। ପୂର୍ବରୁ ଏଥିରେ ୮୧ଟି ପଦବୀ ଥିଲା। ବର୍ତ୍ତମାନ ସମୁଦାୟ ପଦବୀ ସଂଖ୍ୟା ୨୬୮ ହେଲା।

୬୭ଟି ନୂଆ ୱାର୍ଡ ଅଫିସର ପଦବୀ ସୃଷ୍ଟି କରାଯାଇଛି। ସେହିପରି ୱାର୍ଡ ରେଭେନ୍ୟୁ ଅଫିସର (ଟ୍ୟାକ୍‌ସ କଲେକ୍ଟର) ପଦବୀ ସଂଖ୍ୟା ୫୦ ଥିବାବେଳେ ଏହା ୬୭କୁ ବୃଦ୍ଧି ପାଇଛି। ସାନିଟାରୀ ଇନ୍‌ସପେକ୍ଟର ପଦବୀ ସଂଖ୍ୟା ୬ଟି ଥିବାବେଳେ, ଏଥିରେ ୬୧ଟି ନୂଆ ପଦବୀ ଯୋଗ କରାଯାଇଛି। ସେହିପରି କମ୍ୟୁନିଟି ଅର୍ଗାନାଇଜର ପଦବୀ ସଂଖ୍ୟା ୨୫ରୁ ୬୭କୁ ବୃଦ୍ଧି କରାଯାଇଛି।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech