କାଲି ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
୨୨ ଜିଲ୍ଲା-ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା।
କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼।
ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର।
ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ।
କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ା।




