ଆସନ୍ତା ୨୧ରେ ବିଧାନସଭା ବାଚସ୍ପତି ନିର୍ବାଚନ,୧୮ରେ ନାମାଙ୍କନ ଦାଖଲ
ଖୁବ ଶୀଘ୍ର ବଧାନସଭା ବାଚସ୍ପତି ପଦକୁ ନେଇ ହଟିବ ସସପେନ୍ସ। ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ ବିଧାନସଭା ବାଚସ୍ପତି ନିର୍ବାଚନ । ଏଥିପାଇଁ ୧୮ରେ ନାମାଙ୍କନ ଦାଖଲ କରାଯିବ । ପ୍ରାୟ ୪ ମାସ ପରେ ପୂରଣ ହେବ ଗୁରୁତ୍ୱପୂର୍ଣ୍ଣ ସାମ୍ବିଧାନିକ ପଦବୀ । ବିକ୍ରମ ଆରୁଖଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ବାଚସ୍ପତି ପଦ ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_10-39-40-136-scaled.jpg)


