Spread the love

ଉଚ୍ଚଶିକ୍ଷା ପାଇଁ ଅଷ୍ଟ୍ରେଲିଆ ଯିବେ କେନ୍ଦୁଝର ସରକାରୀ ଇଂଜିନିୟରିଂ କଲେଜ ର ପାଞ୍ଚ ଛାତ୍ରଛାତ୍ରୀ

ଅଷ୍ଟ୍ରେଲିଆରେ ପାଠ ପଢ଼ିବେ କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜର ମିନର୍ଭା ସାହୁ, ଅଦ୍ୱିକ କୁମାର, ଆକିବ୍ ଅହମ୍ମଦ, ଗିତିଶ ଶେଖର ନାୟକ ଓ ସରୋଜ କୁମାର ବିଶ୍ୱକର୍ମା ଆଦି ୫ ଜଣ ମେଧାବୀ ଛାତ୍ରଛାତ୍ରୀ।
ଏନେଇ କର୍ଟିନ୍ ବିଶ୍ୱବିଦ୍ୟାଳୟ ସହ ଜିଲ୍ଲା ପ୍ରଶାସନର ବୁଝାମଣାହୋଇଛି। ଜିଲ୍ଲା ଖଣିଜ ପ୍ରତିଷ୍ଠାନ ସମସ୍ତ ଖର୍ଚ୍ଚ ବହନ କରିବ।ମୁଖ୍ୟମନ୍ତ୍ରୀଙ୍କୁ ନବୀନ ନିବାସରେ ଭେଟିଛନ୍ତି ଏହି ଛାତ୍ରଛାତ୍ରୀମାନେ।କଠିନ ପରିଶ୍ରମ କରି ନିଜର କ୍ୟାରିଅର୍ ଲକ୍ଷ୍ୟ ହାସଲ କରିବାକୁ ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଛନ୍ତି ମୁଖ୍ୟମନ୍ତ୍ରୀ।

କେନ୍ଦୁଝର ରୁ ରଞ୍ଜନ ବେହେରା ଙ୍କ ରିପୋର୍ଟ ଜାଗ୍ରତ ଭାରତ ନ୍ୟୁଜ୍

Leave a Reply

Your email address will not be published. Required fields are marked *