ଚାନ୍ଦା ନାଁରେ ଦାଦା ବଟିକୁ ନା’
ପାର୍ବଣ ସମୟରେ ଚାନ୍ଦା ନାଁରେ ଦାଦା ବଟିକୁ ନା’।
ବଟି ଆଦାୟ କରୁଥିବା ଲୋକଙ୍କ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ ।ଏନେଇ ଦୃଢ଼ ପଦକ୍ଷେପ ନେବ କମିସନରେଟ ପୋଲିସ। କେହି ବଟି ମାଗିଲେ 7077798111 ନଂରେ ମ୍ୟାସେଜ କରିପାରିବେ।
ଭୁବନେଶ୍ଵର ଡିସିପି ପ୍ରତୀକ ସିଂଙ୍କ ସୂଚନା।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_21-27-18-795-scaled.jpg)

