ବଢ଼ିଲା ୨ ହଜାର ଟଙ୍କିଆ ନୋଟ ବଦଳ ଅବଧି
ଅକ୍ଟୋବର ୭ ଯାଏ ନୋଟ ବଦଳାଇ ପାରିବେ ଲୋକେ।
*ବ୍ୟାଙ୍କରେ ୨ ହଜାର* *ଟଙ୍କିଆ ନୋଟ ବଦଳ କରିହେବ।
ଆଜି ସରୁଥିଲା ୨ ହଜାର ଟଙ୍କିଆ ନୋଟ ବଦଳ ଅବଧି।
।ସପ୍ତାହେ ବଦଳ ଅବଧି ବଢ଼ାଇଲା ଭାରତୀୟ ରିଜର୍ଭ ବ୍ୟାଙ୍କ।
*୭ ପରେ ୨ ହଜାର ଟଙ୍କିଆ ନୋଟ ଏକ କାଗଜ ଖଣ୍ଡରେ ପରିଣତ ହେବ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-05-14_06-19-38-643-1-scaled.jpg)


