Spread the love

କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ର ବଡବିଲ ପୌରାଞ୍ଚଳ ତଥା ବଡବିଲ ଥାନା ଅନ୍ତର୍ଗତ ୱାର୍ଡ ନମ୍ବର ଚାର୍ ରେ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଗତ ଚାରି ଦିନ ଧରି ସ୍କୁଲ ପରିସର ଓ ସ୍କୁଲ ନିକଟସ୍ତ ଉତ୍ସବ ପଡିଆ ଠାରେ ବିଭିନ୍ନ ପ୍ରକାରର ଖେଳ ଯଥା ଲଙ୍ଗଜମ୍ପ,ହାଇଜମ୍ପ୍, ଦୌଡ଼ ଚିତ୍ରାଙ୍କନ, ନାଚ ଗୀତ ଓ ଅନ୍ୟାନ୍ୟ ପ୍ରତିଯୋଗିତା ଆୟୋଜନ କରାଯିବା ସହ ଉକ୍ତ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ର ଛାତ୍ରୀ ଙ୍କୁ ପୁରସ୍କୃତ କରଯାଇଥିଲା।

କେନ୍ଦୁଝର ଜିଲ୍ଲାରୁ ସରୋଜ କୁମାର ମହାପାତ୍ରଙ୍କ ରିପୋର୍ଟ୍

Leave a Reply

Your email address will not be published. Required fields are marked *